Home Left

ବିଳାସପୂର୍ଣ୍ଣ ଗାଡ଼ି ଚୋରି କରି କୋଟି କୋଟି ଟଙ୍କାରେ ବିକୁଥିଲେ MBA ଗ୍ରାଜୁଏଟ୍‌: ଧରାପଡ଼ିବାରୁ…

ଚେନ୍ନାଇ,୨୧।୭: ତାମିଲନାଡୁର ଚେନ୍ନାଇ ପୋଲିସ ରାଜସ୍ଥାନର ଜଣେ ଚୋରକୁ ଗିରଫ କରିଛି। ସେ ଗତ ୨୦ ବର୍ଷ ଧରି ଚୋରି କରୁଥିଲା। ସେ ଏହି ୨୦ ବର୍ଷ ମଧ୍ୟରେ ୧୦୦ରୁ ଅଧିକ କାର ଚୋରି କରିଥିଲେ ଏବଂ ସେଗୁଡ଼ିକୁ ବିକ୍ରି କରି…

କେବେ ଆରମ୍ଭ ହେବ ରେଳ ପ୍ରକଳ୍ପ କାର୍ଯ୍ୟ, ଚାହିଁ ବସିଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୨୧/୭(ବାବୁଲା ପ୍ରଧାନ)-ଦେଶ ସ୍ବାଧୀନତା ଲାଭ କରିବାର ଇତିମଧ୍ୟରେ ୭୮ ବର୍ଷ ବିତିଗଲାଣି। କନ୍ଧମାଳ ଜିଲାବାସୀ ଏବଂ ଭଞ୍ଜନଗର ଉପଖଣ୍ଡବାସୀ ନିଜ ଅଞ୍ଚଳରେ ରେଳ ସେବା ଦେଖିନାହାନ୍ତି। ଆଗକୁ କେବେ ରେଳ ଲାଇନ ଦେଖିବେ ତାହା ମଧ୍ୟ ସଠିକ କିଛି ଜଣା ପଡୁନାହିଁ।…

ତାମିଲନାଡୁରେ ଫସିଛନ୍ତି ୯ ଶ୍ରମିକ: ଉଦ୍ଧାର ପାଇଁ ଜିଲାପାଳଙ୍କୁ ଗୁହାରି

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲାକୁ ଦାଦନ ଶ୍ରମିକ ସମସ୍ୟା ପିଛା ଛାଡୁନି। ଅଧିକାଂଶ ଲୋକ ନିଜ ଅଞ୍ଚଳରେ ମନ ପସନ୍ଦର କାମ ପାଉନାହାନ୍ତି। ତେଣୁ ବାଧ୍ୟ ହୋଇ ଦାଦନ ଶ୍ରମିକ ଭାବେ ଅନ୍ୟ ଜିଲାକୁ ଚାଲି ଯାଉଛନ୍ତି। ଦାଦନ ଶ୍ରମିକ ସମସ୍ୟା ଦୂର…

ଗୁମର ଖୋଲିବ ରୁପା ମୁଦି: ବଳଙ୍ଗାରେ କ୍ରାଇମବ୍ରାଞ୍ଚ ଟିମ୍‌

ବଳଙ୍ଗା,୨୧।୭: ବଳଙ୍ଗାରେ ୧୫ ବର୍ଷର ଝିଅଙ୍କୁ ତିନି ଜଣ ଦୁର୍ବୃତ୍ତ କିରୋସିନ ଢାଳି ନିଆଁ ଲଗାଇବା ଘଟଣାରେ ପୋଲିସ ହାତ ଏପର୍ଯ୍ୟନ୍ତ ଖାଲି ରହିଛି। ଘଟଣାକୁ ୩ ଦିନ ବିତିଯାଇଥିଲେ ମଧ୍ୟ କୌଣସି ବ୍ୟକ୍ତିଙ୍କୁ ଅଟକ କିମ୍ବା ଗିରଫ କରାଯାଇନାହିଁ। ଏହି…

କୋଲେଷ୍ଟରଲ ନିୟନ୍ତ୍ରଣ କରେ ଭିଟାମିନ୍‌-ଇ

ଭିଟାମିନ୍‌-ଇ’ରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥିରେ ଏଭଳି ତତ୍ତ୍ୱ ଅଛି, ଯାହା ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରିବାରେ ଅନେକାଂଶରେ ସାହାଯ୍ୟ କରିଥାଏ। ଏହି ତାଲିକାରେ ଆଉ ଏକ…

ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ: ୨ ଜଣଙ୍କୁ ହତ୍ୟା କରି ଫିଙ୍ଗିଦେଲେ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ…

କ୍ଷତିକାରକ ନିଶା ଔଷଧ

କୃତ୍ରିମ ଔଷଧ: କୃତ୍ରିମ ଔଷଧ ସମ୍ପୂର୍ଣ୍ଣ ଭାବରେ ରାସାୟନିକ ପ୍ରକ୍ରିୟା ମାଧ୍ୟମରେ ଉତ୍ପାଦିତ ହୁଏ। ଆମ୍ଫେଟାମାଇନ, ଏକ୍ସଟାସି, ଡାଏଜେପାମ, ମେଥାକ୍ୱାଲୋନ (ସାଧାରଣତଃ ମାଣ୍ଡ୍ରାକ୍ସ କୁହାଯାଏ) ହେଉଛି କୃତ୍ରିମ ଔଷଧର କିଛି ଉଦାହରଣ। ମର୍ଫିନ, କୋଡିନ, ହେରୋଇନ ଓ କୋକେନ ଅଳ୍କଲୋଇଡ ପରିବାରର…

EPFO ନିୟମରେ ବଡ଼ ପରିବର୍ତ୍ତନ: ଆକାଉଣ୍ଟ ଥିଲେ ମିଳିବ ୫୦ ହଜାର ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୧।୭: EPFOର EDLI ବା ଏମ୍ପ୍ଲୋଇସ ଡିପୋଜିଟ ଲିଙ୍କଡ ଇନ୍ସୁରାନ୍ସ ଯୋଜନାର ନିୟମରେ ସରକାର ଏକ ବଡ଼ ପରିବର୍ତ୍ତନ କରିଛନ୍ତି ଯଦି ଜଣେ କର୍ମଚାରୀଙ୍କ ପିଏଫ ବାଲାନ୍ସ ୫୦,୦୦୦ ଟଙ୍କାରୁ କମ ଥାଏ, ତେବେ ମଧ୍ୟ ତାଙ୍କ ମୃତ୍ୟୁ ପରେ କର୍ମଚାରୀଙ୍କ…

ଘଣ୍ଟାଏ ବର୍ଷାରେ ଅବସ୍ଥା ବେହାଲ, ସାହିସାହିରେ କୁଢ଼କୁଢ଼ ଅଳିଆ ଆବର୍ଜନା

ଗଜପତି,୨୧ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାୟଗଡ଼ ବ୍ଲକ ସଦରମହକୁମାରେ ଘଣ୍ଟାଏ ବର୍ଷାରେ ରାୟଗଡ଼ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାହିଗୁଡ଼ିକର ଡ୍ରେନ୍‌ ସବୁ ପୋତି ହୋଇ ଯାଇଥିବାରୁ ମୁଖ୍ୟ ରାସ୍ତା ଉପରେ ଆଣ୍ଠୁଏ ପାଣି ଓ କୁଢ଼କୁଢ଼ ଅଳିଆ ଆବର୍ଜନା ଭାସି ଆସି…

ପୁରୁଣା କାଗଜର ରଙ୍ଗ

ବହିଖାତା ଓ ଖବରକାଗଜର ରଙ୍ଗ ସାଧାରଣତଃ ଧଳା ବୋଲି ଆମେ ସମସ୍ତେ ଜାଣିଛୁ। କିନ୍ତୁ ଦୀର୍ଘ ଦିନ ଧରି ବହିଥାକରେ ଅବା ଷ୍ଟୋର୍‌ ରୁମ୍‌ରେ ରହିଗଲେ ବହିଖାତାର ରଙ୍ଗ ପୂର୍ବ ଭଳି ଆଉ ଧଳା ହୋଇ ରହି ନଥାଏ। ବହିଖାତାରେ ଥିବା…

ଭାରତ ବଡ଼ ଝଟ୍‌କା: ଇଂଲଣ୍ଡ ବିପକ୍ଷ ସିରିଜ୍‌ ମଝିରୁ ବିଦା ହେଲେ ୨ ଖେଳାଳି

ନୂଆଦିଲ୍ଲୀ,୨୧।୭: ଦ୍ରୁତ ବୋଲର ଅର୍ଶଦୀପ ସିଂହଙ୍କୁ ଆଘାତ ଯୋଗୁ ଚତୁର୍ଥ ଟେଷ୍ଟ ଏବଂ ନୀତିଶ କୁମାର ରେଡ୍ଡିଙ୍କୁ ସମଗ୍ର ସିରିଜରୁ ବାଦ ଦିଆଯାଇଛି। ବିସିସିଆଇ ଅପଡେଟ ହୋଇଥିବା ଦଳ ଘୋଷଣା କରିଛି। ଅଂଶୁଲ କାମ୍ବୋଜଙ୍କୁ ଦଳରେ ସାମିଲ କରାଯାଇଛି। ଭାରତ ୫…

ଝିଅକୁ ହତ୍ୟା ଉଦ୍ୟମ: ଉଦ୍ଧାର କରିବାକୁ ଯାଇ ମା’ଙ୍କୁ ଛୁରାମାଡ଼

ବାରିପଦା,୨୧ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ମୁର୍ଗାବାଡ଼ି ଅଞ୍ଚଳରେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଘରେ ପଶି ମହିଳାଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି। ଫଳରେ ଗୁରୁତର ମହିଳାକୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ମହିଳା ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri