Home Left

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ

ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ…

ଟ୍ରାକ୍ଟର ଡାଲାରୁ ଖସି ଯୁବକଙ୍କ ପ୍ରାଣଗଲା

ତୁମୁଡିବନ୍ଧ,୨୫।୫(ଡି.ଏନ୍‌.ଏ.)- ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ଟ୍ରାକ୍ଟର ଡାଲାରୁ ଖସିପଡି ଜଣେ ଯୁବକଙ୍କର ଶନିବାର ମୃତ୍ୟୁ ହୋଇଛି। ସେ ହେଲେ ତୁମୁଡିବନ୍ଧ ପଞ୍ଚାୟତ ଝରିଆପଦା ଗ୍ରାମର ବାଲେଶ୍ୱର ଦଣ୍ଡସେନା। ବାଲେଶ୍ୱର କେତେଜଣ ଶ୍ରମିକଙ୍କ ସହ ମିଶି ପୂର୍ବାହ୍ନ ପ୍ରାୟ ୯ଟାରେ ଟ୍ରାକ୍ଟର (ନଂ.ଓଡି୧୨ବି-୫୯୫୦)ରେ…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟାର୍‌ ଶୁଟର୍‌ ଅପୂର୍ବୀ…

ଏହି ମନ୍ଦିରରେ ସତୀ ପ୍ରଥାକୁ କରାଯାଏ ବିରୋଧ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। କେତେକ ରାଜପୁତ୍‌ ସମ୍ପ୍ରଦାୟରେ ସତୀ ପ୍ରଥା ରାଜରାଜୁଡ଼ା ଶାସନ ସମୟରେ ପାଳନ କରାଯାଉଥିଲା। ଜୋହର ବ୍ରତରେ ଅଗ୍ନିରେ ସ୍ବୟଂକୁ ସମର୍ପିତ କରି ରାଜପୁତ ରମଣୀ ଶତ୍ରୁ ହାତରେ ନ ପଡ଼ିବା ପାଇଁ…

୪ ଖେଳାଳି ଆହତ, ଫିଲ୍ଡିଂ କଲେ କୋଚ୍‌

ସାଉଥ୍‌ମ୍ପଟନ, ୨୫।୫(ପି.ଟି.)- ଦୀର୍ଘ ୮ ବର୍ଷ ପୂର୍ବେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ସହାୟକ କୋଚ୍‌ ଦାୟିତ୍ୱ ତୁଲାଉଥିବା ପଲ୍‌ କଲିଂଉଡ୍‌ଙ୍କୁ ଶନିବାର ବାଧ୍ୟତାମୂଳକ ଭାବେ ଫିଲ୍ଡିଂ ପାଇଁ ପଡ଼ିଆକୁ ଓହ୍ଲାଇବାକୁ ପଡ଼ିଛି। ଆଇସିସି ବିଶ୍ୱକପ୍‌…

ଘର ଭାଙ୍ଗି ଧାନ ଖାଇଲା ହାତୀ

ଅମରପାଲି, ୨୫।୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଜାଲୋଏ ସେକ୍ସନ୍‌ ଅନ୍ତର୍ଗତ କୋଟସମଲାଇ ଗ୍ରାମ ପଞ୍ଚାୟତର ରିଝାଇପାଲି ଗ୍ରାମରେ ହାତୀ ଘର ଭାଙ୍ଗି ବ୍ୟାପକ କ୍ଷୟକ୍ଷତି କରିଛି। ଶୁକ୍ରବାର ରାତି ପ୍ରାୟ ୧୨ଟାରେ ଏକ ଦନ୍ତା ହାତୀ ଗାଁରେ ପଶିଥିଲା ।…

ଶେଷ ୪ ରାଉଣ୍ଡରେ ବଦଳିଗଲା ଫଳାଫଳ

ଉଦଳା,୨୫ା୫ (ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ଭାଜପାର ଭାସ୍କର ମଢେଇ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିିଜେଡିର ଶ୍ରୀନାଥ ସୋରେନ୍‌ଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି। ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଏବଂ ଭାଜପା ମଧ୍ୟରେ କଡା ଟକ୍କର ହୋଇଥିଲା । ୨୫…

ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାରିପଦା ସଦର ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ…

ସୁରଟ ଅଗ୍ନିକାଣ୍ଡ : କୋଚିଂ ସେଣ୍ଟର ମାଲିକ ଗିରଫ, ୨ ଅଗ୍ନିଶମ ଅଧିକାରୀ ନିଲମ୍ବିତ

ସୁରଟ,୨୫ା୫ : ଗୁଜୁରାଟର ହୀରା ସହର କୁହାଯାଉଥିବା ସୁରଟର ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୦ରୁ ଊର୍ଦ୍ଧ୍ୱ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ରୁ ଊର୍ଦ୍ଧ୍ୱ ଛାତ୍ର ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ଗୁଜୁରାଟ ପୋଲିସ…

ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ବିଧାୟକ ଦଳର ନେତା ନିର୍ବାଚିତ

ଅମରାବତୀ,୨୫ା୫: ଓ୍ବାଇଏସ୍‌ଆର୍‌ କଂଗ୍ରେସ ସଭାପତି (YSRCP) ୱାଇଏସ୍‌ ଜଗନ ମୋହନ ରେଡ୍ଡୀ ଶନିବାର ସର୍ବସମ୍ମତିକ୍ରମେ ଆନ୍ଧ୍ରପ୍ରଦେଶ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ତାଡ଼େପଲ୍ଲୀସ୍ଥିତ ଦଳୀୟ ରାଜ୍ୟ ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତା ବୋତ୍ସା…

ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ ଫ୍ୟାକ୍‌ଚର ହୋଇ ନ ଥିବା ଜଣାପଡ଼ିଛି। ହେଲେ ଆହତ ସମସ୍ୟା ଯୋଗୁ ନ୍ୟୁଜିଲାଣ୍ଡ…

ଯୌତୁକ ନ ନେବାକୁ ସର୍ତ୍ତ ରଖିଲେ ଶିକ୍ଷକ ଜ୍ୱାଇଁ: ଲକ୍ଷେ ଟଙ୍କାର ପୁସ୍ତକ ଉପହାର ଦେଲେ ଶ୍ୱଶୁର

ଆଇନ ଅନୁଯାୟୀ ଯୌତୁକ ମାଗିବା ଏକ ଅପରାଧ। ମାତ୍ର ଆମ ସମାଜରେ ଯୌତୁକ ମାଗିବା ଯେପରି ଏକ ପ୍ରଥା ପାଲଟିଛି। ଭାରତରେ ବୋଧହୁଏ ଏମିତି କୌଣସି ଜାଗା ନ ଥିବ ଯେଉଁଠାରେ ଯୌତୁକ ନିଆଯାଉ ନ ଥିବ। ମାତ୍ର ସମାଜରେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?