ନବ ନିର୍ବାଚିତ ଏମ୍ପିଙ୍କୁ ଶୀଘ୍ର ମିଳିବ ସରକାରୀ ଘର: ପରାଜିତ ଏମ୍ପି ମାସକ ମଧ୍ୟରେ ଛାଡିବେ ଆବାସ
ନୂଆଦିଲ୍ଲୀ,୨୫।୫: ଦେଶର୧୭ତମ ଲୋକ ସଭା ନିର୍ବାଚନରେ ବିଜୟ ହାସଲ କରିଥିବା ଏମ୍ପିମାନଙ୍କୁ ଖୁବ୍ ଶୀଘ୍ର ସରକାରୀ ଘର ଯୋଗାଇ ଦିଆଯିବ। ଏଥିଲାଗି ପରାଜିତ ଏମ୍ପିମାନଙ୍କୁ ଏକମାସ ମଧ୍ୟରେ ସେମାନଙ୍କର ସରକାରୀ ଆବାସ ଖାଲି କରିବାକୁ କୁହାଯାଇଛି। ଷ୍ଟେଟ ଅଫ୍ ଡିପାର୍ଟମେଣ୍ଟ ନବ…
ଐତିହାସିକ ବିଜୟ, ତଥାପି ମନଉଣା
ବଇଣ୍ଡା, ୨୫ା୫(ଡି.ଏନ.ଏ.)- ବିଜୟ ବାସ୍ନା ପାଉ ପାଉ ଅନେକ ପ୍ରାର୍ଥୀ ଉତ୍ସବ ଆୟୋଜନରେ ଲାଗିପଡ଼ନ୍ତି। ଫୁଲ, ତେଲ, ବାଜା, ବାଣ ଆଦି ପାଇଁ ଆଗୁଆ ବରାଦ ଦେଇଦିଅନ୍ତି। ଆଉ ବିଜୟୀ ଘୋଷିତ ହେବାମାତ୍ରେ ସେଲିବ୍ରେସନ ଆରମ୍ଭ ହୋଇଯାଏ ଶୋଭାଯାତ୍ରାରୁ। ହେଲେ ଏକ…
ମାଟି ତଳୁ ମିଳିଲା ଦେଢ଼ କିଲୋଗ୍ରାମ୍ ଓଜନର ସୁନା ଖଣ୍ଡ: ମୂଲ୍ୟ ୭୦ ଲକ୍ଷ
ସିଡ୍ନୀ, ୨୫।୫: ଅଷ୍ଟ୍ରେଲିଆ ପଶ୍ଚିମ ଅଞ୍ଚଳରେ ଥିବା କାଲଗୁର୍ଲିଠାରେ ମାଟିତଳୁ ଦେଢ଼ କିଲୋଗ୍ରାମ୍ ଓଜନର ଏକ ସୁନା ଖଣ୍ଡ ମିଳିଛି। ଏଠାରେ ଥିବା ସୁନା ଖଣିଠାରୁ କିଛି ଦୂରରେ ଜଣେ ବ୍ୟକ୍ତି ମେଟାଲ ଡିଟେକ୍ଟର ସହାୟତାରେ ଏହା ପାଇଥିବା କୁହାଯାଉଛି। ଏହି…
ନାଳରେ କାର ପଡ଼ି ଗୋଟିଏ ପରିବାରର ୫ଜଣ ମୃତ୍ୟୁ
ମିରଟ,୨୫।୫: ଉତ୍ତରପ୍ରଦେଶର ମିରଟ ସହରର ଜଟପୁରା ଗଁ।ରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଗଁ। ନିକଟରେ କାରଟି ଭାରସାମ୍ୟ ହରାଇ ଏକ ନାଳରେ ପଶିଯାଇଥିଲା। ଏହି ଦୁର୍ଘଟଣାରେ ୨ଶିଶୁ ସମେତ ୫ଜଣଙ୍କ ମୃତ୍ୟୁ ହୋଇଛି। କାରରେ ୧୦ଜଣ…
ବିଧବା ବୋହୂଙ୍କ ବିବାହ କରାଇଲେ ଶାଶୁ: ଝିଅ ପରି କଲେ ବିଦା
ରାୟପୁର, ୨୫।୫: ବିଧବା ବୋହୂଙ୍କର ପୁଣିଥରେ ବିବାହ କରାଇ ଜଣେ ଶାଶୁ ତାଙ୍କୁ ଝିଅପରି ବିଦା କରିଛନ୍ତି। ଛତିଶଗଡ଼ ବାଲୋଦ ଜିଲାରେ ଘଟିଛି ଏପରି ଘଟଣା। ଏହା ସାଧାରଣରେ ଏକ ଉଦାହରଣ ସୃଷ୍ଟି କରିଛି। ସ୍ଥାନୀୟ ହୀରାପୁର ଗାଁରେ ବାସ କରୁଥିବା…
ଟ୍ରେନ୍ଲାଇନରେ କଟି ମହିଳା କର୍ମଚାରୀ ମୃତ
ଯାଜପୁର ଅଫିସ, ୨୫।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ନିଳାଚଳ ଇସ୍ପାତ ନିଗମ ପରିସରରେ ରେଳଲାଇନରେ କଟି ଶନିବାର ପୂର୍ବାହ୍ନ ୯ଟାରେ ଏସ୍ଏମ୍ଏସ୍ ବିଭାଗରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କବାଟବନ୍ଧ ଅଞ୍ଚଳର ଅନଙ୍ଗମଞ୍ଜରୀ ରାଉତ।…
ପରକ୍ରୀୟା ପ୍ରୀତି ନେଲା ଜୀବନ
ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ଜଣ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି।…
ପେଟରୁ ବାହାରିଲା ଚାମୁଚ, ସ୍କୃ-ଡ୍ରାଇଭର, ଟୁଥ୍ ବ୍ରସ୍ ଓ ଛୁରୀ
ଶିମଲା,୨୫।୫: ହିମାଚଳପ୍ରଦେଶ ହୈରତ୍ଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ପେଟରୁ ୮ ଷ୍ଟିଲ୍ ଚାମୁଚ, ୨ ସ୍କୃ-ଡ୍ରାଇଭର, ୨ ଟୁଥ୍ ବ୍ରସ୍ ଏବଂ ଗୋଟିଏ ଛୁରୀ ଅପରେଶନ୍ କରି ବାହାର କରାଯାଇଛି। ସ୍ଥାନୀୟ ମଣ୍ଡି ସ୍ଥିତ ଲାଲ୍ ବାହାଦୂର ଶାସ୍ତ୍ରୀ ମେଡିକାଲ୍ରେ ଡାକ୍ତରମାନେ…
ମୋଦିଙ୍କ ବିଜୟରେ ଦୁଃଖ ପ୍ରକାଶ କଲେ ଏହି ବଲିଉଡ୍ ଅଭିନେତ୍ରୀ
ମୁମ୍ବାଇ,୨୫।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟରେ ଦେଶ ବିଦେଶରୁ ଶୁଭେଚ୍ଛା ବାର୍ତ୍ତା ଛୁଟିଛି। ଏଥିରେ ବଲିଉଡ୍ କଳାକାର ମଧ୍ୟ ସାମିଲ ଅଛନ୍ତି। ତେବେ ବଲିଉଡ୍ ଅଭିନେତ୍ରୀ ପୂର୍ଣ୍ଣା ଜଗନ୍ନାଥନ୍ ମୋଦିଙ୍କ ବିଜୟରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦିଙ୍କ…
ରାଜ ପରିବାରକୁ ଝଟକା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜନୀତିରେ ଓଡ଼ିଶା ରାଜ ପରିବାରର ସକ୍ରିୟ ଅଂଶଗ୍ରହଣ ରହିଆସିଛି। ବଲାଙ୍ଗୀର ଜିଲା ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ। ସେହିପରି କେନ୍ଦ୍ରାପଡା ଜିଲା ଆଳିର ରାଜା ସାହେବ ଶରତ କୁମାର ଦେବ ଓଡ଼ିଶା ବିଧାନସଭାରେ ବିରୋଧୀ…
ଟେଷ୍ଟ ଡ୍ରାଇଭ୍ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍
ଭୁବନେଶ୍ୱର, ୨୫ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଧୀନ ଶୈଳଶ୍ରୀ ବିହାର ଛକ ନିକଟରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଜଣେ ସରକାରୀ କର୍ମଚାରୀ ଟେଷ୍ଟ ଡ୍ରାଇଭ୍ କରୁଥିବାବେଳେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ୪ଜଣ ଶ୍ରମିକଙ୍କ ଉପରେ କାର୍ ଚଢାଇ ଦେଇଛନ୍ତି।…
ପିସିଆର ଭ୍ୟାନ୍ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼
ଭୁବନେଶ୍ୱର, ୨୫ା୫ (ବ୍ୟୁରୋ): ପିସିଆର ଭ୍ୟାନ୍ ଭଙ୍ଗାରୁଜା ଓ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ ଖାରବେଳନଗର ପୋଲିସ ଶୁକ୍ରବାର ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମସଜିଦ୍ କଲୋନୀର ଏସ୍.କେ. ଅନୁଓ୍ବାର(୨୩) ଏବଂ ଏସ୍.କେ.ରାଜେଶ(୨୨)। ଦୁହିଁଙ୍କ ବିରୋଧରେ କେସ୍ ନଂ-୧୩୩/୧୯,…

