ମୁକୁଳା ପଡିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ୨ ମାସରେ ମଲେଣି ୨୦ରୁ ଊର୍ଦ୍ଧ୍ୱ ଗୋରୁ, ଛେଳି
ରଣପୁର,୨୫ା୫(ସ୍ବ.ପ୍ର.): ନିରାପଦରେ ଲୋକଙ୍କୁ ବିଦ୍ୟୁତ୍ ସେବା ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ଏହା ଠିକ୍ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ। ଫଳସ୍ବରୂପ ଅନେକ ସ୍ଥାନରେ ବିପଦସଙ୍କୁଳ…
ହାରିଲେ ଅଭିନେତ୍ରୀ, ଜିତିଲେ ଅଭିନେତା
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ଓଲିଉଡ୍ ଜଗତରୁ କେତେଜଣ କଳାକାର ରାଜନୀତି ମଇଦାନକୁ ଓହ୍ଲାଇଥିଲେ। କିନ୍ତୁ ଦଳୀୟ ଟିକେଟ ପାଇଥିଲେ ମାତ୍ର ୩ଜଣ। ଜନସମର୍ଥନ ହାତେଇବାକୁ ପ୍ରୟାସ କରୁଥିବା ଏହି କଳାକାରମାନଙ୍କ ମଧ୍ୟରୁ ୨ଜଣ ପରାଜିତ ହୋଇଥିବା ବେଳେ ଜଣେ ବିଜୟ…
ବିବାଦ ସତ୍ତ୍ୱେ ବିଜୟୀ
ନୂଆଦିଲ୍ଲୀ,୨୫ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଭାଜପା ପ୍ରାର୍ଥୀ ପ୍ରଜ୍ଞାସିଂ ଠାକୁର ଏବଂ ସମାଜବାଦୀ ପାର୍ଟି ନେତା ଆଜମ୍ ଖାନ୍ ସେମାନଙ୍କ ଆସନରୁ ବିଜୟୀ ହୋଇଛନ୍ତି। ବିବାଦୀୟ ମନ୍ତବ୍ୟ ଏବଂ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ…
ଆସନ ବଞ୍ଚାଇପାରିଲେ ୧୯୭ ଏମ୍ପି
ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୪ରେ ନିର୍ବାଚିତ ହୋଇଥିବା ଏମ୍ପିଙ୍କ ମଧ୍ୟରୁ ଏଥର ସାଧାରଣ ନିର୍ବାଚନରେ ୧୯୭ ଜଣ ନିଜ ଆସନ ବଞ୍ଚାଇପାରିଛନ୍ତି। ସେମାନଙ୍କ ମଧ୍ୟରେ ୨୭ ମହିଳା ଏମ୍ପି ଅଛନ୍ତି। ୭ ପର୍ଯ୍ୟାୟ ଲୋକ ସଭା ନିର୍ବାଚନର ୫୪୨ ଆସନରେ ଭୋଟଗ୍ରହଣ କରାଯାଇଥିଲା। ଫଳାଫଳ…
ସିମୁଳିଆରେ ବିଧାୟକଙ୍କ ଦ୍ୱିତୀୟ ପାଳି ରେକର୍ଡ: ‘ଜଳସେଚନ ଓ ଗମନାଗମନକୁ ଗୁରୁତ୍ୱ ଦେବି’
ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ କୌଣସି ବିଧାୟକ ପୂର୍ବରୁ କ୍ରମାଗତ ଭାବେ ଦ୍ୱିତୀୟ ଥର…
୨ ଚନ୍ଦନ ଗଛ ଚୋରି
କେନ୍ଦୁଝର, ୨୪ା୫ (ସ୍ବ.ପ୍ର.): କେନ୍ଦୁଝର ଆକାଶବାଣୀ କେନ୍ଦ୍ର ପରିସରରୁ ୨ ଟି ଚନ୍ଦନ ଗଛ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଚନ୍ଦନ ଗଛ ଚୋରି ସମସ୍ତଙ୍କୁ ଚକିତ କରିଛି। ପୋଲିସ ଅଭିଯୋଗ ପାଇବା ପରେ…
ପୁରୀ ଜିଲା: ବିଧାନସଭାକୁ ୩ ପୁରୁଣା, ୩ ନୂଆ ନିର୍ବାଚିତ
ପୁରୀ ଅଫିସ, ୨୪ା୫: ପୁରୀ ଜିଲାର ୬ଟି ନିର୍ବାଚନ ମଣ୍ଡଳୀ ମଧ୍ୟରୁ ଏଥର ବିଜେଡି ଖାତାକୁ ୪ଟି ସିଟ୍ ଯାଇଥିବା ବେଳେ ୨ଟିରେ ଭାଜପା ଜିତିଛି। ୨୦୧୪ ନିର୍ବାଚନରେ ବିଜେଡି କ୍ଲିନ ସୁଇପ୍ କରିଥିଲା। ହେଲେ ଏଥର ଭାଜପା ବିଜେଡିଠାରୁ ଦୁଇଟି…
ଗୁରୁ-ଶିଷ୍ୟ ଲଢ଼େଇରେ ବାଜି ମାରିଲେ ଶିଷ୍ୟ: ଶଙ୍ଖକ୍ଷେତ୍ରରେ ଫୁଟିଲା ପଦ୍ମ
ପୁରୀ ଅଫିସ, ୨୪ା୫: ପୁରୀରେ ଭୁଶୁଡ଼ିଛି ମହେଶ୍ୱରଙ୍କ ଦୁର୍ଗ। ୧୯୯୫ ପରଠାରୁ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ନିଜ ଅକ୍ତିଆରରେ ରଖିଥିବା ମହେଶ୍ୱର ମହାନ୍ତିଙ୍କୁ ଏଥର ମାତ୍ ଦେଇଛନ୍ତି ଭାଜପାର ଜୟନ୍ତ କୁମାର ଷଡ଼ଙ୍ଗୀ। ଗୁରୁ-ଶିଷ୍ୟଙ୍କ ଲଢେଇରେ ହାର୍ ମାନିଛନ୍ତି ଗୁରୁ। ପ୍ରଥମଥର…
ଶଙ୍ଖନାଦରେ କମ୍ପିଲା ନୟାଗଡ଼ ଜିଲା
ନୟାଗଡ଼ ଅଫିସ,୨୪।୫: ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ମାନଙ୍କ ୫ରୁ ଊର୍ଦ୍ଧ୍ୱ ଥର ନୟାଗଡ଼ ଗସ୍ତ, ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର, ଭାଜପାର ୧୨୦ ମିଶନ୍ ସବୁ କିଛି ଫିକା ପଡ଼ିଲା ନୟାଗଡ଼ ଜିଲାରେ। ଜିଲାର ୩ ନିର୍ବାଚନ ମଣ୍ଡଳୀକୁ ୩ ଥର…
ସୋହିନୀଙ୍କୁ ଟାଇଟଲ
ଭୁବନେଶ୍ୱର, ୨୪।୫(କ୍ରୀଡ଼ା ପ୍ରତିନିଧି): ମୁମ୍ବାଇଠାରେ ଶୁକ୍ରବାର ଏମଏସଏଲଟିଏ(ମହାରାଷ୍ଟ୍ର ରାଜ୍ୟ ଲନ୍ ଟେନିସ ଆସୋସିଏଶନ)-ୟୋନେକ୍ସ ସନ୍ରାଇଜ୍ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ୧୨ ବର୍ଷରୁ କମ୍ ବାଳିକା ବିଭାଗରେ ଓଡ଼ିଶାର ସୋହିନୀ ଏସ. ମହାନ୍ତି ଚାମ୍ପିୟନ ହୋଇଛନ୍ତି। ସମ୍ପ୍ରତି…
ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ତାଙ୍କ…
ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ
ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ ଘସିପୁରା ଥାନା ଆନନ୍ଦପୁର ପୌରପରିଷଦ ଖପରାଖାଇ ୧୩ ନଂ ଓାର୍ଡର ସୁଦର୍ଶନ ନାୟକ।…

