Home Left

ପ୍ରତ୍ୟେକ ଦିନ ଖୋସା କଲେ କ’ଣ ହେବ?

ପୂର୍ବରୁ ଅଧିକାଂଶ ମହିଳା ନିଜ ଚୁଟିରେ ଖୋସା କରିଥାନ୍ତି। ତାହା ଏବେ ଆଉ ସେମିତି ଦେଖିବାକୁ ମିଳୁ ନ ଥିବା ବେଳେ ଚୁଟିରେ ବନ କରିବା ଯୁବତୀମାନଙ୍କ ପାଇଁ ଟ୍ରେଣ୍ଡ ହୋଇଗଲାଣି। କିଛି ମହିଳା ଫ୍ୟାଶନ ପାଇଁ ଖୋସା କରୁଥିବା ବେଳେ…

ସୁରଟର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ସୁରଟ,୨୪।୫: ଗୁଜରାଟରେ ହୀରା ସହର କୁହାଯାଉଥିବା ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ସରଥାନା ଅଞ୍ଚଳରେ ଥିବା ତକ୍ଷଶୀଳା କମପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ସେଠାରେ ଥିବା ଏକ କୋଚିଂ ସେଣ୍ଟରରେ ନିଅଁ। ଲାଗିଯାଇ ଧୀରେ ଧୀରେ ଚାରିଆଡେ ବ୍ୟାପିଯାଇଥିଲା। ଏହି ଅଗ୍ନିକାଣ୍ଡରେ…

ଅନାମିକା ଆଙ୍ଗୁଠିରେ କାହିଁକି ପିନ୍ଧାଯାଏ ନିର୍ବନ୍ଧ ମୁଦି…

ସାଧାରଣତଃ ନିର୍ବନ୍ଧ ମୁଦିକୁ ପ୍ରେମର ପ୍ରତୀକ ବୋଲି କୁହାଯାଏ। ଏହା ବ୍ୟକ୍ତିଙ୍କୁ ସେହି ପ୍ରତିଜ୍ଞାକୁ ମନେ ପକାଇ ଦେଇଥାଏ, ଯାହାକୁ ଦୁଇଜଣ ମିଶି ଏକା ସହିତ ଜୀବନ ବିତାଇବାକୁ ନେଇଥାନ୍ତି। ଭାରତରେ ବିବାହ ପୂର୍ବର ସମସ୍ତ ବିଧି ଓ ନିୟମ ବହୁ…

ଓଡ଼ିଶାବାସୀଙ୍କ ଜନମତକୁ ମୁଣ୍ଡପାତି ସ୍ବୀକାର କରୁଛି, ନବୀନଙ୍କୁ ଅଭିନନ୍ଦନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ଭାଜପାକୁ ଆର୍ଶୀବାଦ କରିଛନ୍ତି। ଭାଜପାର ୮ଜଣ ଏମ୍‌ପି ଓ ୨୩ଜଣ ବିଧାୟକଙ୍କୁ ନିର୍ବାଚିତ କରିଥିବାରୁ ଓଡ଼ିଶାବାସୀଙ୍କ ନିକଟରେ ଶୁକ୍ରବାର କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଜାତନ୍ତ୍ରରେ ଓଡ଼ିଶାବାସୀଙ୍କ ଜନମତ ଓ ନିଷ୍ପତ୍ତିକୁ ସେ ମୁଣ୍ଡପାତି ସ୍ବୀକାର…

ମୃତଦେହକୁ ମିଠା ଖୁଆଇବା ପରମ୍ପରା

ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ଦେଖାଦେଇଥାଏ। କେତେକ ପଛରେ ବିଶେଷ କାରଣ ରହିଥିବା ବେଳେ ଆଉ କେତେକ ପଛରେ ସେଭଳି କାରଣ ନ ଥାଏ। ତଥାପି ହଜାର ହଜାର ବର୍ଷ ହେବ ଏହି ପରମ୍ପରାକୁ ଲୋକେ ମାନିଆସିଛନ୍ତି। ସେମିତି ଏକ…

ଅଶାନ୍ତ ବଡନି ଗ୍ରାମ: ୩ ହଜାର ଟଙ୍କା ପାଇଁ ଗଣ୍ଡଗୋଳ, ରାମସା ଛକରେ ରାସ୍ତାରୋକୋ

ଝରିଗାଁ,୨୪।୫(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ବଡନି ଗ୍ରାମରେ ୩ ହଜାର ଟଙ୍କାକୁ ନେଇ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଝରିଗାଁ ବ୍ଲକ ପାଲି ପଞ୍ଚାୟତ ବଡନି ଗ୍ରାମର ଜଣେ ବିହାରୀ ବ୍ୟବସାୟୀ ଶିବପ୍ରସାଦ ଗୁପ୍ତା ଗ୍ରାମର ବୁଟୁ…

ପରଦାକୁ ଆସିଲା ମୋଦିଙ୍କ ବାୟୋପିକ

ମୁମ୍ବାଇ,୨୪।୫: ବହୁ ବାଦ ବିବାଦ ପରେ ଶୁକ୍ରବାର ପରଦାରେ ରିଲିଜ୍‌ ହୋଇଛି ମୋଦିଙ୍କ ବାୟୋପିକ ‘ପିଏମ୍‌ ମୋଦି’। ଏହି ଫିଲ୍ମକୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଥିବା ଜଣାପଡ଼ିଛି। ଗୋଟିଏ ପଟେ ମୋଦିଙ୍କ ଦ୍ୱିତୀୟ ବିଜୟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଭରି…

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପିନାକୀ: ମୁଖ୍ୟମନ୍ତ୍ରୀଙ୍କ ୨୧ ଲୋକ ସଭା ଜିତିବା ପ୍ରଶ୍ନର ଉତ୍ତରରେ କହିଲେ ଶାହଙ୍କୁ ୧୨୦+ ମିଶନ ନେଇ ପ୍ରଥମେ ପ୍ରଶ୍ନ କରାଯାଉ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ବିଜେଡି ୪ଟିରେ ବିଜୟୀ ହୋଇଥିବା ବେଳେ ୨ଟି ଭାଜପା ହାତକୁ ଯାଇଛି। ପୁରୀ ଓ ବ୍ରହ୍ମଗିରି ବିଧାନସଭା ଭାଜପା ହାତକୁ ଯାଇଛି। ହେଲେ ପୁରୀ ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ ପିନାକୀ…

କଂଗ୍ରେସକୁ ହରାଇ ଦ୍ୱିତୀୟ ଥର ପାଇଁ ବସ୍ତାରେ ବିଧାୟକ ହେଲେ ନିତ୍ୟାନନ୍ଦ

ବସ୍ତା,୨୪।୫(ସ୍ବ.ପ୍ର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଚଳିତ ନିର୍ବାଚନର ଫଳାଫଳ ଶୁକ୍ରବାର ସକାଳେ ପ୍ରକାଶ ପାଇଛି । ଗୁରୁବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଭୋଟ ଗଣତି ଚାଲିଥିଲେ ମଧ୍ୟ ଚୂଡ଼ାନ୍ତ ଫଳାଫଳ ବାହାରିପାରି ନ ଥିଲା । ତେବେ ଶୁକ୍ରବାର ସକାଳେ…

ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଦଳୀୟ କର୍ମୀଙ୍କଠାରୁ ଆରମ୍ଭକରି ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱ ଉଭୟ…

କଂଗ୍ରେସକୁ ହରାଇ ୨ୟ ଥର ବିଧାୟକ ହେଲେ ଭାଗୀରଥି

ହାଟଡିହୀ, ୨୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଚଳିତ ବର୍ଷ ବିଧାୟକ ପଦ ପାଇଁ ହୋଇଥିଲା ଜୋରଦାର ଟକ୍କର। ବିଜେଡିର ଭାଗୀରଥି ସେଠୀ, କଂଗ୍ରେସର ଜୟଦେବ ଜେନା ଓ ଭାଜପାର ଆଲୋକ ସେଠୀଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହୋଇଥିଲା। ମୋଟ ୮ଜଣ…

ମୋଦିଙ୍କ ଶୁଭେଚ୍ଛା ଜଣାଇ ଟ୍ରଲ ହେଲେ ଶବାନା

ମୁମ୍ବାଇ,୨୪।୫: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ସୋସିଆଲ ମିଡିଆରେ ମୋଦିଙ୍କ ସମର୍ଥକ ଓ ବିରୋଧୀଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭଲ ପ୍ରଦର୍ଶନ ଦେଖାଇ ବିଜୟ ହାସଲ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଲିଉଡ୍‌ରୁ ମଧ୍ୟ ଶୁଭେଚ୍ଛାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?