ଲୋକ ସଭାରେ ମିଳିଲା ମାତ୍ର ୫ ଖଣ୍ଡ ଭୋଟ: ପ୍ରାର୍ଥୀ କାନ୍ଦିକି କହିଲେ, ପରିବାରର ସଦସ୍ୟ ସଂଖ୍ୟା ୯
ଜଳନ୍ଧର, ୨୪।୫: ସାଧାରଣ ନିର୍ବାଚନ ଫଳାଫଳ ଘୋଷଣା ସରିଛି। କେଉଁଠି ପ୍ରାର୍ଥୀଙ୍କୁ ବିପୁଳ ଭୋଟ ମିଳିଥିବାବେଳେ, ଆଉ କେଉଁଠି ପ୍ରାର୍ଥୀଙ୍କୁ ଅଳ୍ପ ଭୋଟରେ ସନ୍ତୁଷ୍ଟ ହେବାକୁ ପଡିଛି। ପଞ୍ଜାବର ଜଳନ୍ଧର ଲୋକ ସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ନିତୁ ଶଟର୍ନଓ୍ବାଲାଙ୍କୁ ମାତ୍ର…
ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା
ସଜନାଗଡ଼,୨୪ା୫(ଡି,ଏନ୍.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ ୧୫୭୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନଟି ବାଲେଶ୍ୱର ରାଜନୀତିର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ
ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି।…
ପ୍ରଥମଥର ପାଇଁ ଲୋକ ସଭାରେ ଖାତା ଖୋଲିପାରିଲାନି ଲାଲୁଙ୍କ ଦଳ
ପାଟନା, ୨୪।୫: ଲୋକ ସଭା ନିର୍ବାଚନରେ ଏଥର ଖାତା ଖୋଲିପାରି ନାହିଁ ଲାଲୁ ପ୍ରସାଦ ଯାଦବଙ୍କ ନେତୃତ୍ୱଧୀନ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)। ବିହାରରେ ମୋଦି ଲହରରେ ଭୁଷୁଡି ପଡିଛି ବିରୋଧୀ ଗଡ। ୪୦ଟି ଲୋକ ସଭା ଆସନରୁ ମୋଦିଙ୍କ ନେତୃତ୍ୱାଧୀନ ଏନଡିଏ…
ସେନାକୁ ସଫଳତା: ମୋଷ୍ଟ ୱାଣ୍ଟେଡ ଆତଙ୍କୀ ଜାକିର ମୁସା ନିହତ
ଶ୍ରୀନଗର, ୨୪।୫: ଜମ୍ମୁ-କାଶ୍ମୀରରରେ ଭାରତୀୟ ସେନାକୁ ସଫଳତା ମଳିଛି। ଭାରତୀୟ ସେନା ଦକ୍ଷିଣ କଶ୍ମୀରର ତ୍ରାଲରେ ଲୁଚି ରହିଥିବା ମୋଷ୍ଟ ୱାଣ୍ଟେଡ ଆତଙ୍କୀ ଜାକିର ମୁସାକୁ ଏନକାଉଣ୍ଟରେ ନିହତ ହୋଇଛି। ପୁଲୱାମାର ତ୍ରାଲରେ ମୁସା ଲୁଚି ରହିଥିବା ଭାରତୀୟ ସେନା ଖବର…
କଲରାପତରିଆ ବାଘ ଚମଡ଼ା ଜବତ, ବାବା ଗିରଫ
ପରଜଙ୍ଗ,୨୪।୫(ଡି.ଏନ.ଏ.) : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧୀନ କୁଲେଇସ୍ଥିତ ବାବା ତାଳେଶ୍ୱର ଶିବମନ୍ଦିରରୁ ଗୁରୁବାର ବନ ବିଭାଗ ଏକ କଲରାପତିରିଆ ବାଘ ଚମଡ଼ା ଜବତ କରିଛି। ଏହି ଘଟଣାରେ ହନୁମାନପଡ଼ା ଗ୍ରାମର ବାବା ପ୍ରୀତିରଞ୍ଜନ ଲେଙ୍କା…
ବାଲେଶ୍ୱର ବିଧାନସଭା : ବିଜେଡି ୬, ଭାଜପା ୨
ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲାର ୮ଟି ବିଧାନସଭା କ୍ଷେତ୍ରରୁ ୬ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ୨ଟି ଆସନରୁ ଭାଜପା ବିଜୟଲାଭ କରିଥିବାର ଜଣାପଡ଼ିଛି। ଜଳେଶ୍ୱରରୁ ବିଜେଡ଼ି ପ୍ରାର୍ଥୀ ଅଶ୍ବିନୀ ପାତ୍ର ୩୫୭୪୬ , ଭୋଗରାଇରୁ ବିଜେଡି ପ୍ରାର୍ଥୀ ଅନନ୍ତ ଦାସ…
କଂଗ୍ରେସ ଭବନରେ ହଠାତ୍ ଉତ୍ସବ
ଭୁବନେଶ୍ୱର, ୨୪-୫(ବ୍ୟୁରୋ):ଭୋଟ ଗଣତିର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର କଂଗ୍ରେସ ଭବନରେ ଯେଉଁ ଭିଡ଼ ଦେଖିବାକୁ ମିଳିଥିଲା ଗୁରୁବାର ତାହା ନ ଥିଲା। ସକାଳ ୮ଟାରେ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହେବାମାତ୍ରେ କଂଗ୍ରେସ ନେତା ଓ କର୍ମୀଙ୍କ ମଧ୍ୟରେ…
ପାରାଦୀପରେ ବିଜେଡିର ହ୍ୟାଟ୍ରିକ୍
ପାରାଦୀପ,୨୪।୫(ସ୍ବ.ପ୍ର.): ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ବିଜୟୀ ହୋଇଛନ୍ତି। ୨୦୦୯ରେ ଏହି ନିର୍ବାଚନମଣ୍ଡଳୀ ପୁନର୍ଗଠିତ ହେବା ପରଠାରୁ ଏହାକୁ ମିଶାଇ ବିଜେଡିର ହ୍ୟାଟ୍ରିକ ବିଜୟ ହୋଇଛି। ୨୦୦୯ ଓ ୨୦୧୪ରେ ତତ୍କାଳୀନ…
ଜଗତ୍ସିଂହପୁର ଜିଲାରେ ଶଙ୍ଖନାଦ
ଜଗତ୍ସିଂହପୁର ଅଫିସ, ୨୪।୫ : ୨୦୧୯ ନିର୍ବାଚନ ଫଳାଫଳକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଜଗତ୍ସିଂହପୁର ଲୋକସଭା ଆସନ ସମେତ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ଶୁଭିଛି ଶଙ୍ଖ ନାଦ। ଜଗତ୍ସିଂହପୁର ଏମ୍ପି ହୋଇଛନ୍ତି ଡା. ରାଜଶ୍ରୀ ମଲ୍ଲିକ।…
ନବରଙ୍ଗପୁର ଜିଲାର ୪ ନିର୍ବାଚନମଣ୍ଡଳୀ:ବିଜେଡିକୁ ୩, ଭାଜପାକୁ ଗୋଟିଏ
ନବରଙ୍ଗପୁର,୨୪-୫(ବି.ପ୍ର):୨୦୧୯ ସାଧାରଣ ନିର୍ବାଚନର ଭୋଟ ଗଣତି ଶେଷ ହୋଇଛି। ରାଜନୀତି ବିଶେଷଜ୍ଞଙ୍କ ଅଙ୍କକଷା କେଉଁଠି ଠିକ ହୋଇଛି ତ ଆଉ କେଉଁଠି ଭୁଲ ହୋଇଛି ା ଫଳାଫଳକୁ ନେଇ ଏବେ ଦଳ, ପ୍ରାର୍ଥୀ ଓ ସମର୍ଥକ ଆଲୋଚନା ପର୍ଯ୍ୟାଲୋଚନା କରୁଛନ୍ତି। ବିଜୟୀ…
ବାଜି ମାରିଲେ ଭାଜପାର ବିଶ୍ୱେଶ୍ୱର
ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶ୍ୱେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଟୁଡୁ ୪ ଲକ୍ଷ ୭୯ ହଜାର ୬୧୬ ଖଣ୍ଡ ଭୋଟ ପାଇଥିବାବେଳେ…

