Home Left

୫ ପ୍ରମୁଖ ଅର୍ଥନୈତିକ ଚ୍ୟାଲେଞ୍ଜ

ସରକାରଙ୍କ ସାମ୍ନାରେ ୫ ଅର୍ଥନୈତିକ ଚ୍ୟାଲେଞ୍ଜ ରହିବ। ସେଗୁଡିକୁ ସାମ୍ନା କରିବାକୁ ସରକାରଙ୍କୁ ପ୍ରସ୍ତୁତ ହେବାକୁ ପଡିବ। ଦ୍ୱିତୀୟ ପାଳିରେ ଏନ୍‌ଡିଏ ସରକାର କିଭଳି ଏପ୍ରମୁଖ ଦିଗକୁ ଗ୍ରହଣ କରି କାର୍ଯ୍ୟପନ୍ଥା ଗ୍ରହଣ କରୁଛନ୍ତି ଦେଖିବାକୁ ବାକି ରହିଲା। ପ୍ରମୁଖ ଚ୍ୟାଲେଞ୍ଜ…

ହିଞ୍ଜିଳିରେ ନବୀନଙ୍କ ଦମ୍‌ଦାର ବିଜୟ

ହିଞ୍ଜିଳିକାଟୁ,୨୩।୫(ଡି.ଏନ୍‌.ଏ.): ୨୦୧୯ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଲଗାତାର ପଞ୍ଚମ ଥର ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭାରୁ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ ଠାରୁ…

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥିନୀ ପୂର୍ଣ୍ଣବାସୀ ନାୟକ ୫୧,୩୫୧ ଭୋଟ ପାଇଛନ୍ତି। ସେହିପରି ତୃତୀୟ ସ୍ଥାନରେ ଭାଜପା ପ୍ରାର୍ଥୀ…

କେନ୍ଦ୍ରରେ ସରକାର ଗଢ଼ିବ ଭାଜପା: ନିଜ ଟୁଇଟର୍‌ ପୃଷ୍ଠାରୁ ‘ଚୌକିଦାର’ ଶବ୍ଦ ହଟାଇଲେ ମୋଦି

ନୂଆଦିଲ୍ଲୀ,୨୩।୫: ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ବୃହତ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନିର୍ବାଚନ ରଣନୀତି ଯୋଗୁ ଭାଜପା ୩ଶହରୁ ଊର୍ଦ୍ଧ୍ୱ ଲୋକ ସଭା ଆସନରେ ବିଜୟୀ ହୋଇ ସରକାର ଗଢ଼ିବା ଏକ ପ୍ରକାର…

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧ ଲକ୍ଷ ୯୬ ହଜାର ୭୫୦ ଭୋଟ ପାଇଛନ୍ତି।…

ଗାନ୍ଧୀ ନଗର ଲୋକ ସଭା ଆସନରେ ଶାହ ବିଜୟୀ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୩ା୫: ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି ଲାଗି ରଣନୀତି ପ୍ରସ୍ତୁତ କରି ସଫଳତା ହାସଲ କରିଥିଲେ। ୨୦୧୯ରେ ସେ ସଙ୍ଗଠନକୁ ଦୃଢ଼କରି…

କେନ୍ଦ୍ରାପଡ଼ା ଲୋକ ସଭା ଆସନ: ଅନୁଭବ ୭୮ହଜାର ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)-କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ପ୍ରର୍ଥୀ ଅନୁଭବ ମହାନ୍ତି ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ବର୍ତ୍ତମାନ ସୁଦ୍ଧା ୭୮,୫୭୬ ଭୋଟରେ ଆଗରେ ଅଛନ୍ତି।

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ: ୨୦୧୪ ତୁଳନାରେ ୧୧ଟି ଅଧିକ ଆସନରେ ଜିତିବ କଂଗ୍ରେସ

ନୂଆଦିଲ୍ଲୀ,୨୩ା୫(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ ହୋଇଛି। ସବୁଠୁ ବଡ଼ କଥା ହେଲା ୬ ମାସ ପୂର୍ବେ ତିନୋଟି ପ୍ରମୁଖ…

ଆନ୍ଧ୍ରରେ ଓ୍ବାଇଏସ୍‌ଆରସିପି ସରକାର: ୩୦ରେ ଶପଥ ନେବେ ଜଗନମୋହନ

ଅମରାବତୀ,୨୩ା୫: ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ ଜଗନମୋହନ ରେଡ୍ଡୀଙ୍କ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଢ଼ିବାକୁ ଯାଉଛି। ଜଗନମୋହନ ଆସନ୍ତା ୩୦ ତାରିଖରେ ମନ୍ଦିର ସହର ତିରୁପତିରେ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି…

ଆଳିରେ ପ୍ରତାପ ଦେବ ୧୦,୬୯୦ ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ଆଳି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ ୧୦,୬୯୦ ଭୋଟରେ ଆଗୁଆ ଅଛନ୍ତି। ୧୨ ରାଉଣ୍ଡ ଭୋଟ ଗଣତି ପରେ ପ୍ରତାପ ଦେବ ୨୦,୮୯୩ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମା ୧୦,୧୭୩ ଭୋଟ…

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୩୨୩୩ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା…

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କ ଠାରୁ ଅଧିକ ୨୫, ୫୦୫ ଭୋଟ ପାଇ ବିଜୟଲାଭ କରିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?