Home Left

ରଘୁନାଥପାଲି ବିଧାନସଭାରେ ବିଜେଡି ଆଗୁଆ

ରାଉରକେଲା,୨୩।୫: ରଘୁନାଥପାଲି ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ତରାଇ ଆଗରେ ଅଛନ୍ତି। କିଶୋର ୧୧୪୬୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜଗବନ୍ଧୁ ବେହେରା ୯୮୦୨ ଭୋଟ ପାଇଛନ୍ତି।

ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ଦିଦି: କହିଲେ ସବୁ ହାରିବା ବ୍ୟକ୍ତି ବିଫଳ ନୁହେଁ

କୋଲକାତା,୨୩।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ଦେଖିଲେ ଭାଜପା ପୁଣି ଥରେ ବାଜିମାତ୍‌ କରିଥିବା ସ୍ପଷ୍ଟ ହେଉଛି। ହେଲେ ପୂର୍ବରୁ ପଶ୍ଚିମବଙ୍ଗରେ ନିଜର ଦବ୍‌ଦବା ଜାହିର କରିଥିବା ଦିଦିଙ୍କୁ ଏଥର ଲାଗିଛି ବଡ ଝଟ୍‌କା। କାରଣ ଏଥର ପଶ୍ଚିମବଙ୍ଗରେ ଏନ୍‌ଡିଏ ବହୁ…

ସାନଖେମୁଣ୍ଡିରେ ନନ୍ଦିନୀ ଦେବୀ ଆଗରେ

ବ୍ରହ୍ମପୁର ଅଫିସ,୨୩।୫- ସାନଖେମୁଣ୍ଡି ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ପଞ୍ଚମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ନନ୍ଦିନୀ ଦେବୀଙ୍କୁ ୧୦ହଜାର ୪୮୯ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ରମେଶ ଚନ୍ଦ୍ର ଜେନା ପ୍ରଥମ ତିନି ରାଉଣ୍ଡରେ ଆଗୁଆ ଥିଲେ।…

ଜି.ଉଦୟଗିରି, ବାଲିଗୁଡା, ଫୁଲବାଣୀରେ ବିଜେଡି ଆଗରେ

ଫୁଲବାଣୀ ଅଫିସ,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୧୨୯୪୩ ଭୋଟ ପାଇଥିବା…

ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୧୪,୦୦୬ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ…

ଆଗୁଆ ଅଛନ୍ତି ଉଷା ଦେବୀ

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀର ଭୋଟ ଗଣତିକୁ ନେଇ ଉତ୍କଣ୍ଠା ବଢୁଛି। ବିଜେଡିର ଉଷା ଦେବୀ ଏବଂ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରାଙ୍କ ମଧ୍ୟରେ କଡା ମୁକାବିଲା ଚାଲିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଉଷା ଦେବୀ ୧୪ହଜାର…

ବରଗଡ଼ ଲୋକ ସଭା: ସୁରେଶ-ପ୍ରସନ୍ନଙ୍କ ମଧ୍ୟରେ କଡ଼ା ଟକ୍କର

ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସୁରେଶ ୨୬୦୫୮ ଭୋଟ ପାଇଥିବାବେଳେ ୨୫୭୨୪ ଭୋଟ ପାଇଛନ୍ତି।

ବହୁ ଆଗରେ ସୂର୍ଯ୍ୟ ପାତ୍ର

ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି ୧୧ହଜାର ୫୭୪ ଖଣ୍ଡ ଭୋଟ। ଦ୍ୱିତୀୟ ସ୍ଥାନରେ କଂଗ୍ରେସର ପ୍ରଫୁଲ ପଣ୍ଡା ରହିଛନ୍ତି। ତାଙ୍କୁ…

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୨୦୧୫୪ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୧୪୫୭୬ ଭୋଟ ପାଇଛନ୍ତି।

୯ ହଜାରରୁ ଅଧିକ ଭୋଟରେ ବିକ୍ରମ ଆଗୁଆ

ବ୍ରହ୍ମପୁର ଅଫିସ,୨୩।୫- ବ୍ରହ୍ମପୁର ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ବିକ୍ରମ ପଣ୍ଡା ୯ ହଜାରରୁ ଅଧିକ ଭୋଟରେ ଆଗୁଆ ହୋଇଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ବିକ୍ରମଙ୍କୁ ୧୭ହଜାର ୧୭୫ଖଣ୍ଡ ଭୋଟ ମିଳିଛି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱି ଭାଜପାର କାହ୍ନୁ ଚରଣ…

ପଛରେ ପଡିଲେ ଶତ୍ରୁ

ପାଟନା,୨୩।୫: ବିହାରର ପାଟନା ସାହିବ ଆସନରୁ କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନାଙ୍କୁ ଲାଗିଛି ଝଟକା। ଅଭିନେତାରୁ ନେତା ପାଲଟିଥିବା ସିହ୍ନା ଶେଷ ମୁହୂର୍ତ୍ତରେ ଭାଜପା ଛାଡି କଂଗ୍ରେସରେ ଯୋଗ ଦେବା ଏବେ ତାଙ୍କୁ ମହଙ୍ଗା ପଡିଛି ବୋଲି ଆଲୋଚନା ହେଉଛି। କାରଣ…

ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଭାଜପା ପ୍ରାର୍ଥୀଙ୍କଠାରୁ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ଜ୍ୟୋତିନ୍ଦ୍ରନାଥ ମିତ୍ର ୩୦,୯୭୧ ଖଣ୍ଡ ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?