ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ
ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି ୪୦୯୬ ଭୋଟ୍ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୩୧୨୧ ଏବଂ କଂଗ୍ରେସର ମାଲା…
ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ
ଜି.ଉଦୟଗିରି,୨୩।୫(ଡି.ଏନ୍.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୨୫୦୫ ଭୋଟ ପାଇଥିବା ବେଳେ…
ପାରାଦୀପରେ ସମ୍ବିତ ଆଗରେ
ଜଗତ୍ସିଂହପୁର ଅଫିସ,୨୩ା୫ : ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ୩୧୫୨ ଭୋଟ୍ ପାଇ ଆଗରେ ଅଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ଅରିନ୍ଦମ ସର୍ଖେଲ ୨୩୭୪ ଭୋଟ୍ ପାଇ ଦ୍ୱିତୀୟ…
ଗଣ ମାଧ୍ୟମକୁ ଶୁଭେଚ୍ଛା ଜଣାଇଲେ ହିରାବେନ୍ ମୋଦି
ଗାନ୍ଧିନଗର,୨୩।୫: ଗୋଟିଏ ପଟେ ଭାଜପା ପ୍ରାୟ ୨୯୫ ଆସନରେ ଆଗୁଆ ଥିବା ବେଳେ ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି। ଏତିକି ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ମା’ ହିରାବେନ୍ ମୋଦି ଗୁଜରାଟର ଗାନ୍ଧିନଗରରେ ଥିବା ବାସଗୃହ…
ବାଙ୍କୀ, ଆଠଗଡ଼, ବଡ଼ମ୍ବାରେ ବିଜେଡି ପ୍ରାର୍ଥୀ ଆଗୁଆ
ବାଙ୍କୀ/ଆଠଗଡ଼,୨୩ା୫ : କଟକ ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନ ବାଙ୍କୀ, ବଡ଼ମ୍ବା ଓ ଆଠଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗଣତିରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଥିବା ଜଣାଯାଇଛି। ଆଠଗଡ଼ରେ ବିଜେଡି ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଥମ ପର୍ଯ୍ୟାୟ ଗଣତି…
ପଦ୍ମପୁର ବିଧାନସଭା: ଭାଜପା ଆଗରେ
ପଦ୍ମପୁର,୨୩।୫: ପଦ୍ମପୁର ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପ୍ରଦୀପ ୯୦୦୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ବିଜୟ ରଞ୍ଜନ ସିଂ ବରିହା ୮୧୨୭ ଭୋଟ ପାଇଛନ୍ତି।
ଧର୍ମଗଡ଼ ବିଧାନସଭା: ବିଜେଡି ଆଗୁଆ
ଭବାନୀପାଟଣା,୨୩।୫: ଧର୍ମଗଡ଼ ବିଧାନସଭା ଆସନରୁ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ମୌଷଦୀ ବାଗ ଆଗୁଆ ରହିଛନ୍ତି। ମୌଷଦୀ ୧୫୩୮ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ଦିଗମ୍ବର ଧୁରିଆ ୯୬୩ ଖଣ୍ଡ ଭୋଟ ପାଇଛନ୍ତି।
ଭାଜପା କାର୍ଯ୍ୟାଳୟ ସମ୍ମୁଖରେ କଡା ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ,୨୩।୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ଦଳ ଆଶା ଆଶଙ୍କାରେ ରହିଥିବା ବେଳେ ଅନ୍ୟପଟେ ଦିଲ୍ଲୀର ଭାଜପା କାର୍ଯ୍ୟାଳୟରେ କଡା ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ସାରା ଦେଶରେ ଭାଜପା ପାଖାପାଖି ୨୯୫ ଆସନରେ ଆଗୁଆ…
ଅଷ୍ଟମ ରାଉଣ୍ଡ ସୁଦ୍ଧା ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ
ଲଖନପୁର,୨୩।୫: ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ଅଛନ୍ତି। କିଶୋର ୧୭୧୯୧ ଭୋଟ ପାଇଥିବାବେଳେ ଭାଜପାର ରାଧାରାଣୀ ପଣ୍ଡା ୧୪୦୭୦ ଭୋଟ ପାଇଛନ୍ତି।
ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ
ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ବିଜେଡିର ଶ୍ରୀନାଥ ସୋରେନ ୨୭୮୪ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଭାଜପାର ଭାସ୍କର ମଢ଼େଇ ୨୧୯୪ ଖଣ୍ଡ ଭୋଟ ପାଇଛନ୍ତି। ୫୯୦ ଖଣ୍ଡ ଭୋଟରେ ବିଜେଡି ଆଗୁଆ ରହିଛି।
ଭବାନୀପାଟଣା ବିଧାନସଭା: ଭାଜପା ଆଗୁଆ
ଭବାନୀପାଟଣା,୨୩।୫: ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ପ୍ରଦୀପ୍ତ କୁମାର ନାୟକ ଆଗୁଆ ରହିଛନ୍ତି। ପ୍ରଦୀପ୍ତ ୧୨୪୬୫ ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଦୁଷ୍ମନ୍ତ ନାୟକ ୧୦୧୦୭ ଭୋଟ ପାଇଛନ୍ତି।
ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ
ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରସନ ଆଚାର୍ଯ୍ୟ ୫୨୦୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ପ୍ରଦୀପ କୁମାର ଦେବତା…

