Home Left

ଦିଲ୍ଲୀ, ମେଘାଳୟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୩ା୫(ପି.ଟି.): ଜଷ୍ଟିସ୍‌ ଧିରୁଭାଇ ନାରାନଭାଇ ପଟେଲଙ୍କୁ ଦିଲ୍ଲୀ ହାଇକୋର୍ଟ ଓ ଜଷ୍ଟିସ୍‌ ଅଜୟ କୁମାର ମିତ୍ତଲଙ୍କୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଜଷ୍ଟିସ୍‌ ପଟେଲ ଏବେ ଝାଡ଼ଖଣ୍ଡ ହାଇକୋର୍ଟରେ ଥିବାବେଳେ ଜଷ୍ଟିସ୍‌ ମିତ୍ତଲ ପଞ୍ଜାବ ଓ ହରିୟାଣା…

ରାଫାଲ ଅଫିସରେ ଚୋରି

ପ୍ୟାରିସ୍‌/ନୂଆଦିଲ୍ଲୀ,୨୩ା୫: ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ରେ ରାଫାଲ ଯୁଦ୍ଧବିମାନ ଚୁକ୍ତି ପରିଚାଳନା କରୁଥିବା ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଅଫିସରେ ଚୋରି ହୋଇଛି। ସେଠାରୁ କେତେକ ଦସ୍ତାବିଜ ଓ ଅର୍ଥ ଚୋରି ହୋଇଥିବା ଜଣାପଡ଼ିଛି। ଫ୍ରାନ୍ସର ଯୁଦ୍ଧବିମାନ ନିର୍ମାଣକାରୀ କମ୍ପାନୀ ଦାସଲ୍ଟ ଆଭିଏଶନ୍‌ର ଏକ…

ପଦୋନ୍ନତି ପ୍ରସ୍ତାବକୁ କେନ୍ଦ୍ରର ମୋହର: ସୁପ୍ରିମକୋର୍ଟରେ ନିଯୁକ୍ତି ପାଇବେ ୪ ବିଚାରପତି

ନୂଆଦିଲ୍ଲୀ,୨୩ା୫: ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତି ନେଇ ପୁଣି ୪ ଜଣଙ୍କ ନାମକୁ ସରକାର ବୁଧବାର ମୋହର ମାରିଛନ୍ତି। ଏହି ନିଯୁକ୍ତି ପରେ ସୁପ୍ରିମକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୩୧ରେ ପହଞ୍ଚିବ। ଏବେ ୨୭ ବିଚାରପତି ସର୍ବୋଚ୍ଚ ଅଦାଲତରେ କାର୍ଯ୍ୟରତ ଅଛନ୍ତି। ଯେଉଁ…

ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି. ଗୁରୁକୁଳର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟି.ଏସ୍‌.ଜି ଗୁରୁକୁଳର ଓଡ଼ିଆ ମାଧ୍ୟମ ଛାତ୍ରୀଛାତ୍ର ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ଏହି ଧାରା ବିଗତ ୯ବର୍ଷ ଧରି ଅପ୍ରତିହତ ରହିଛି। ସ୍କୁଲର ଏହି ସଫଳତାରେ ଖୁସି ପ୍ରକାଶ କରି ଏହାର ପ୍ରତିଷ୍ଠାତା…

ବୁଡ଼ି ଯାଉଛି ପୁରୁଣା ବୃତ୍ତି

ବନ୍ତ,୨୩।୫(ଡି.ଏନ୍‌.ଏ.) – ପରିଶ୍ରମ ତୁଳନାରେ ପାରିଶ୍ରମିକ ମିଳୁ ନ ଥିଲେ ବି ଅନେକ ଗ୍ରାମୀଣ କଳାକାର ପୁରୁଣା ବୃତ୍ତିକୁ ନେଇ ଜିଇବା ଲାଗି ସଂଘର୍ଷ ଜାରି ରଖିଛନ୍ତି। ଆଗରୁ ଭଦ୍ରକ ଜିଲା ବନ୍ତ ଅଞ୍ଚଳରେ ଅନେକ କୁମ୍ଭକାର ମାଟି ସାମଗ୍ରୀ ପ୍ରସ୍ତୁତ…

ଏଟିଏମ୍‌ ସେବା ଠପ୍‌ : ଅନ୍ୟ ଅଞ୍ଚଳରୁ ଗ୍ରାହକ ଉଠାଉଛନ୍ତି ଟଙ୍କା

ନିରାକାରପୁର,୨୩ା୫(ଡି.ଏନ.ଏ.): ଫନୀ ପରେ ଖୋର୍ଦ୍ଧା ଜିଲା ନିିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିବା ଅଭିଯୋଗ ହୋଇଛି। ପ୍ରାୟ ସମସ୍ତ ଏଟିଏମ୍‌ କେନ୍ଦ୍ର ଅଚଳ ହୋଇ ପଡ଼ିଥିବାବେଳେ କେବଳ ୨ଟି କାର୍ଯ୍ୟ କରୁଛି ା ଗ୍ରାହକମାନେ ଘୋର ଅସୁବିଧାର…

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ ବୁଧବାର ରାତି ପ୍ରାୟ ୯ଟାବେଳେ ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କୁ ମରଣାନ୍ତକ…

ଦାରିଙ୍ଗବାଡ଼ି ଅଞ୍ଚଳରେ କାଜୁ ଚାଷ ନୈରାଶ୍ୟଜନକ

ଦାରିଙ୍ଗବାଡି,୨୩।୫(ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ସମେତ ପଡୋଶୀ ଜିଲା ଗଜପତିର ପାଣିଗଣ୍ଡା, କଟାମାହା ଆଦି ଅଞ୍ଚଳରେ ଏବେ କାଜୁ ଚାଷ ପ୍ରତି ଆଗ୍ରହ ବୃଦ୍ଧି ପାଉଛି। ତେବେ ଚଳିତ ବର୍ଷ କାଜୁ ଫସଲରେ ଚାଷୀଙ୍କୁ ନିରାଶ ହେବାକୁ ପଡିଛି। ଯେତିକି କାଜୁ ଅମଳ…

ଅଙ୍ଗାରରେ ଚିତ୍ର ଆଙ୍କୁଥିବା ଚିତ୍ରଶିଳ୍ପୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ପ୍ରକୃତିର ବାସ୍ତବତାକୁ କାନ୍‌ଭାସରେ ରୂପ ଦେଇ ମନର ଭାବାବେଗ ଓ ସୃଜନଶୀଳତାକୁ ଜୀବନ୍ତ ପ୍ରତିଛବିର ରୂପ ଦେଇଥାଆନ୍ତି ଯୁବ ଚିତ୍ରଶିଳ୍ପୀ ଶୁଭମୟ ବିଶ୍ୱାଳ। କେତେବେଳେ ରଙ୍ଗ ସହିତ କାନ୍‌ଭାସ ତ ପୁଣି କେତେବେଳେ କାନ୍‌ଭାସ ସହିତ ଅଙ୍ଗାରରେ ମନର…

ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି: ଥଇଥାନ ହୋଇ ପାରୁନାହାନ୍ତି ୪୦ ବ୍ୟବସାୟୀ

ତିହିଡ଼ି, ୨୩।୫(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧା ପଞ୍ଚାୟତରେ ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି। ଏଯାଏ ଏହାକୁ ବ୍ୟବହାର ଉପଯୋଗୀ କରାଯାଇ ନାହିଁ। ଏ ନେଇ ବ୍ୟବସାୟୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଳିଆ ହାଟରୁ ଉଚ୍ଛେଦ ହୋଇଥିବା ୪୦…

ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ଡାକ୍ତର: ଫିଙ୍ଗିବାକୁ ନେବା ବେଳେ ଚେତା ଆସିଲା

ଅନୁଗୋଳ ଅଫିସ, ୨୩।୫: ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ନର୍ସିଂହୋମ ଡାକ୍ତର। ଏତିକିରେ ସରି ନ ଥିଲା ପରିବାରର ଦୁଃଖ। ପ୍ରସୂତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଗଲା। ସେପଟେ ମା’ଙ୍କୁ ଡାକ୍ତରଖାନାରେ ଭର୍ତ୍ତି…

ଦିନ ମଜୁରିଆଙ୍କ ଝିଅ ରଖିଲେ ୮୮.୫% ମାର୍କ

ଢେଙ୍କାନାଳ ଅଫିସ, ୨୩।୫: ପ୍ରତିକୂଳ ପରିସ୍ଥିତି ଆସିଲେ ଅନେକେ ଆଶା ଛାଡ଼ିଦିଅନ୍ତି। ଦାୟିତ୍ୱରୁ ମୁହଁ ଫେରାଇ ପିଠି ପଛ କରି ଫେରିଆସନ୍ତି। ସମାଜରେ ଏପରି ଉଦାହରଣର ଅଭାବନାହିଁ। ହେଲେ ସମସ୍ୟାବହୁଳ ଜୀବନ ଭିତରେ ମଧ୍ୟ ଏପରି ଅନେକ ଅଛନ୍ତି, ଯେଉଁମାନେ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?