Home Left

ବ୍ରିଟିଶ ଓପନ୍‌ ସ୍କ୍ବାଶ: କ୍ୱାର୍ଟରରେ ଜ୍ୟୋତ୍ସ୍ନା

ହଲ୍‌ (ଇଂଲଣ୍ଡ), ୨୨।୫(ପି.ଟି.): ଏଠାରେ ଚାଲିଥିବା ପିଏସ୍‌ଏ ଓ୍ବାଲର୍‌ଡ ଟୁର୍‌ ପ୍ଲାଟିନମ ଇଭେଣ୍ଟ ବ୍ରିଟିଶ ଓପନ୍‌ ସ୍କ୍ବାଶରେ ଭାରତର ଜ୍ୟୋତ୍ସ୍ନା ଚିନାପ୍ପା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ରାଉଣ୍ଡରେ ବାଇ ପାଇଥିବା ଜ୍ୟୋତ୍ସ୍ନା ୧୨-୧୦, ୧୧-୩, ୧୧-୯ରେ ଇଂଲଣ୍ଡର ମିଲିଏ…

ଆଇଡବ୍ଲ୍ୟୁଏଲ୍‌ ଟ୍ରଫି ଜିତିଲା ସେଥୁ ଏଫ୍‌ସି

ଲୁଧିଆନା, ୨୨।୫(ପି.ଟି.): ହିରୋ ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ସେଥୁ ଏଫ୍‌ସି ଚାମ୍ପିୟନ ହୋଇଛି। ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ସେଥୁ ଏଫ୍‌ସି ୩-୧ ଗୋଲରେ ମଣିପୁର ପୋଲିସକୁ ପରାସ୍ତ କରିଛି। ମଦୁରାଇ ବେସଡ୍‌…

ଜଲିଲା ୫ଟି ଜୁଇ, ଲୁହରେ ଭାସିଲା ଖୁର୍ସେଲଗୁଡା

ଜୁନାଗଡ,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ଛକ ୨୬ ନଂ. ଜାତୀୟ ରାଜପଥରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ ମୁହଁ।ମୁହିଁ ଧକ୍କା ହୋଇଥିଲା । କାରରେ ବସିଥିବା…

ଚୋରା କୋଇଲା ବୋଝେଇ ଟ୍ରକ ଜବତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଅଞ୍ଚଳରେ ଥିବା ଏକ ଚୋରା କୋଇଲା ଖଣିରେ ମଙ୍ଗଳବାର ଛେଣ୍ଡିପଦା ପୋଲିସ ଚଢାଉ କରି ଏକ ଚୋରା କୋଇଲା ବୋଝେଇ ଟ୍ରକ(ନଂ.ଓଆର୦୪ଏଚ୪୫୯୫)କୁ ଜବତ କରିଛି। ପୋଲିସ କହିଛି, ବିଳମ୍ବିତ ରାତିରେ ଉକ୍ତ ଚୋରା କୋଇଲା ଖଣିରୁ…

କେବୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ-ଛେଣ୍ଡିପଦା ୬୩ ନଂ. ରାଜ୍ୟ ରାଜପଥର ଛେଣ୍ଡିପଦା ଥାନା କୋଶଳା ରିସର୍ଚ ନର୍ସରୀ ପାଖରେ ଥିବା ତାରିଣୀ ମନ୍ଦିର ନିକଟରେ ଏକ ଟ୍ରକ (ନଂ.ଓଡି୧୯ଏଫ୨୭୪୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାପରେ ଗାଡ଼ି ଚାଳକ ଅଳ୍ପକେ ବର୍ତି ଯାଇ ଫେରାର ହୋଇ ଯାଇଥିବା…

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ ଗୋଟିଏ…

ଫନୀ ଦେଇଛି ଦୁଃଖ: ଟିଭିରୁ ଜାଣିହେବନି ନିର୍ବାଚନ ଫଳାଫଳ

ପୁରୀ ଅଫିସ, ୨୨।୫: ୨୩ ସକାଳୁ ଆରମ୍ଭ ହେବ ଭୋଟ ଗଣତି। ନିର୍ବାଚନ ଫଳାଫଳ କଣ ହେବ, କାହା ସପକ୍ଷରେ ଯିବ ମତଦାନ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ବିଭିନ୍ନ ସ୍ଥାନରେ ଏବେ ନିର୍ବାଚନ ଫଳାଫଳକୁ ନେଇ ଚର୍ଚ୍ଚା ଆଲୋଚନା ଚାଲିଛି।…

ଜୈବବିବିଧତା ବଜାୟ ରହିଲେ ପରିବେଶ ସମୃଦ୍ଧି ଅତୁଟ ରହିବ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ ଜିଲା କୋଶଳା ଚନ୍ଦନନଗର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କୋଶଳା ଚନ୍ଦନନଗର ବନ୍ୟପ୍ରାଣୀ ସମିତି ଓ ନିୟୁଜ ଅନୁଷ୍ଠାନ ଏବଂ କୋଶଳା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ପକ୍ଷରୁ ବୁଧବାର ଅନ୍ତର୍ଜାତୀୟ ଜୈବ ବିବିଧତା ଦିବସ ପାଳିତ ହୋଇଯାଇଛି। ନିୟୁଜ…

ବାତ୍ୟା ଅଞ୍ଚଳରେ ଏଚ୍‌ଡିଏଫ୍‌ସିର ମୋବାଇଲ ଏଟିଏମ୍‌ ଭ୍ୟାନ

ଭୁବନେଶ୍ୱର,୨୨।୫: ଏଚ୍‌ଡିଏଫ୍‌ସି ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳରେ କ୍ୟାଶ ଉପଲବ୍ଧ କରାଇବା ଲାଗି ରାଜ୍ୟ ସଚ୍ଚିବାଳୟ ପରିସରରୁ ମୋବାଇଲ ଏଟିଏମ୍‌ ଭ୍ୟାନର ଶୁଭାରମ୍ଭ କରାଯାଇଛି। ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରଶାଦ ପାଢୀ, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ…

ଏଲ୍‌ଜି ଇଲେକଟ୍ରୋନିକ୍ସର ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୨।୫: ଏଲ୍‌ଜି ଇଲେକଟ୍ରୋନିକ୍ସ ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କମ୍ପାନୀ ପକ୍ଷରୁ ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, କ୍ୟାଣ୍ଡେଲ, ପଲିଥିନ ସିଟ୍‌ ସହ ଅନ୍ୟାନ୍ୟ ସାମଗ୍ରୀ ପ୍ରଦାନ କରାଯାଇଛି। ୧୦୦୦ ପରିବାରକୁ ଏହି ସହାୟତା…

ବାତ୍ୟା କ୍ଷତିଗ୍ରସ୍ତଙ୍କ ଲାଗି ସାଓମି ଦିଲ୍ଲୀ ଟିମ୍‌ ପକ୍ଷରୁ ୩ ଲକ୍ଷ

ଭୁବନେଶ୍ୱର,୨୨।୫: ପ୍ରମୁଖ କମ୍ପାନୀ ସାଓମି କର୍ପୋରେଶନର ଦିଲ୍ଲୀ ଟିମ୍‌ ପକ୍ଷରୁ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ପ୍ରଭାବିତଙ୍କ ସହାୟତା ଦିଗରେ ଏହି ଅର୍ଥ ପ୍ରଦାନ କରାଯାଇଛି। ସାଓମିର ରାଜ୍ୟ ମୁଖ୍ୟ…

ରିଲିଫ୍‌ ପାଣ୍ଠିକୁ ବିପିସିଏଲ୍‌ ପକ୍ଷରୁ ୫ କୋଟି

ଭୁବନେଶ୍ୱର,୨୨।୫: ଫନୀ ପ୍ରଭାବିତ ଅଞ୍ଚଳଗୁଡିକ ଲାଗି ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌) ପକ୍ଷରୁ ୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ରିଟେଲ ମୁଖ୍ୟ (ଓଡ଼ିଶା-ଝାଡଖଣ୍ଡ) ଦେବାଶିଷ ପାଲିତ ,ଏଲ୍‌ପିଜି ରାଜ୍ୟ ମୁଖ୍ୟ ସଞ୍ଜୟ ଶର୍ମା, ମୁଖ୍ୟ ରିଟେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?