Home Left

୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା

ନୂଆଦିଲ୍ଲୀ, ୨୨।୫: ଦିଲ୍ଲୀର ନଜଫଗଡରେ ଜଣେ ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ମୃତକଙ୍କ ଜଣଙ୍କ ହେଲେ ମୋହିତ। ପେଶାରେ ସେ ଜଣେ ଜିମ୍‌ ଟ୍ରେନର ଭାବେ କାର୍ଯ୍ୟ କରୁଥିଲେ। ସୋସିଆଲ ମିଡିଆରେ ସର୍ବଦା ସକ୍ରିୟ ଥିବା ମୋହିତଙ୍କ ଟିକ୍‌ଟକ୍‌…

ହାଟଡ଼ିହୀ ବ୍ଲକ: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୬ ପରୀକ୍ଷାର୍ଥୀ

ହାଟଡ଼ିହୀ,୨୨।୫(ଡି.ଏନ୍‌.ଏ.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ୬ ପରୀକ୍ଷାର୍ଥୀ ଏ-୧ ଗ୍ରେଡ୍‌ରେ ପାସ୍‌ କରିଛନ୍ତି। ବଡ଼ରମ୍ପାସ ହାଇସ୍କୁଲର ବିଶ୍ୱଜିତ୍‌ ସ୍ବାଇଁ ସବୁଠାରୁ ଅଧିକ ୫୫୯ ନମ୍ବର ରଖିଛନ୍ତି। ସେହିପରି କଳିଙ୍ଗା ହାଇସ୍କୁଲର ଅମ୍ରିତା…

କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତ

ନୂଆଦିଲ୍ଲୀ, ୨୨।୫: ଇଭିଏମ ଏବଂ ଭିଭିପାଟକୁ ନେଇ ଚାଲିଥିବା ଚର୍ଚ୍ଚା ଭିତରେ କଂଗ୍ରେସ ନେତା ଉଦିତ ରାଜ ସୁପ୍ରିମକୋର୍ଟ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୁପ୍ରିମକୋର୍ଟଙ୍କ ବିଶସନୀୟତା ଉପରେ ପ୍ରଶ୍ନ ଉଠାଇ ସେ କହିଛନ୍ତି, ସୁପ୍ରିମକୋର୍ଟ ନିର୍ବାଚନୀ ଜାଲିଆତିରେ ସମ୍ପୃକ୍ତ ଅଛନ୍ତି।…

ମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନ

ନୋଏଡା, ୨୨।୫: ଉତ୍ତର ପ୍ରଦେଶର ନୋଏଡାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା ସହ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ୫ ଜଣ ଏମବିବିଏସ ଛାଛ୍ରୀଛାତ୍ର କାରରେ ଯାଉଥିବାବେଳେ ଚାନ୍ଦିନଗର…

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଛି। ଖବର ପାଇ ବାରିପଦା ସଦର ଏସ୍‌ଡିପିଓ କେପି…

ଡେରାଡୁନ୍‌ରେ ଆର୍‌ଏସ୍‌ଏସ୍‌ ଖୋଲିବ ଆଧୁନିକ ମଦ୍ରାସା

ଡେରାଡୁନ୍‌,୨୨।୫: ଆର୍‌ଏସ୍‌ଏସ୍‌ ପକ୍ଷରୁ ଡେରାଡୁନ୍‌ରେ ଆଧୁନିକ ମଦ୍ରାସା ଖୋଲିବା ଯୋଜନା କରାଯାଇଛି। ଆର୍‌ଏସ୍‌ଏସ୍‌ର ମୁସଲମାନ୍‌ ମଞ୍ଚ ଶାଖା ପକ୍ଷରୁ ଏନେଇ ଉଦ୍ୟମ ଆରମ୍ଭ ହୋଇଛି। ମଦ୍ରାସା ପାଇଁ ଆବଶ୍ୟକ ଜମି ମଧ୍ୟ ଆବଣ୍ଟନ କରାଯାଇଥିବା କୁହାଯାଉଛି। ଏହି ମଦ୍ରାସରେ ଧାର୍ମିକ ପୁସ୍ତକ…

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା। ଏହା ଦେଶରେ ପ୍ରଥମକରି ଆରମ୍ଭ ହୋଇଥିବା କୁହାଯାଉଛି। ଏଠାରେ ମୃତକଙ୍କ ଅନ୍ତିମ ସଂସ୍କାର କେବଳ…

ଥରିଲା ଆଣ୍ଡାମାନ

ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍‌ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୋର୍‌ ସମୟରେ ଭୂକମ୍ପ ହେବାରୁ ଘରେ ଥିବା ଲୋକେ…

ମହାରାଣୀଙ୍କ ପାଖରେ ଚାକିରି କଲେ ମାସକୁ ଦରମା ୨୬ ଲକ୍ଷ

ଲଣ୍ଡନ,୨୨।୫: ମାସକୁ ଦରମା ୨୬ ଲକ୍ଷ। ଶୁଣିଲେ ଯେକେହି ଚକିତ ହୋଇଯିବେ। ତେବେ ଏହା ସତ୍ୟ, ବ୍ରିଟେନ୍‌ ମହରାଣୀ ଏଲିଜାବେଥ୍‌ଙ୍କ ରୟାଲ ହାଉସ୍‌ରେ ଏଭଳି ଏକ ଚାକିରିର ସୁଯୋଗ ରହିଛି। ମହାରାଣୀ ଜଣେ ସୋସିଆଲ ମିଡ଼ିଆ ମ୍ୟାନେଜରଙ୍କ ଖୋଜୁଛନ୍ତି। ତାଙ୍କର ଦରମା…

ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍‌ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା

କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍‌ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି। ବିଭାଗୀୟ ଡାକ୍ତର କୈବଲ୍ୟ ରଞ୍ଜନ ଦାଶଙ୍କ ଏହି…

ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଇଭିଏମ୍‌କୁ ନେଇ ବିବାଦ ଲାଗି ରହିଥିବାବେଳେ ଭୋଟରଙ୍କ ରାୟରେ ଜାଲିଆତି ଅଭିଯୋଗ ଚିନ୍ତାଜନକ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସଂସ୍ଥାଗତ ସାଧୁତା ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଏହା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇବା ଆବଶ୍ୟକ…

ପାକିସ୍ତାନୀ ବୋଟ୍‌ରୁ ୬୦୦ କୋଟିର କୋକେନ୍‌ ଜବତ

ନୂଆଦିଲ୍ଲୀ,୨୨ା୫: ଭାରତୀୟ ତଟରକ୍ଷୀ ବାହିନୀ ମଙ୍ଗଳବାର ଗୁଜରାଟ ଉପକୂଳରେ ଏକ ପାକିସ୍ତାନୀ ବୋଟ୍‌କୁ ପିଛା କରି ସେଥିରୁ ୬୦୦ କୋଟି ଟଙ୍କା ମୂଲ୍ୟର କୋକେନ୍‌ ଜବତ କରିଛି। ଉକ୍ତ ବୋଟ୍‌ରେ ଥିବା ୬ ଜଣ କର୍ମଚାରୀଙ୍କୁ ତଟରକ୍ଷୀ ବାହିନୀ ହାଜତକୁ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?