ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରରେ ଉକ୍ତ…
ଆସାମର ହାତୀ-ଟ୍ରେନ୍ ଧକ୍କା
ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ ରେକର୍ଡ ହୋଇଥିବା ସବୁଠାରୁ ଘାତକ ଟ୍ରେନ୍-ହାତୀ ଧକ୍କା। ସଂସଦରେ ଶେୟାର କରାଯାଇଥିବା ସରକାରୀ ତଥ୍ୟ…
ବଡ଼ଦିନରୁ ଥରିବ ଓଡ଼ିଶା
ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନକୁହୁଡ଼ି ନେଇ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି। ଆଗାମୀ…
ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ
ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି। ଆବଶ୍ୟକ ଶିକ୍ଷକ, ଶ୍ରେଣୀ କୋଠରି, ରୋଷେଇ ଗୃହ ଓ ପାଚେରି ନ ଥିବାରୁ ଛାତ୍ରୀଛାତ୍ରଙ୍କୁ…
ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ ବିକ୍ରି ପାଇଁ ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରି ନାହିଁ। ଅନ୍ୟପକ୍ଷରେ ଯେଉଁ ଚାଷୀମାନଙ୍କୁ…
୬ ବଲ୍ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍; ପ୍ରଥମ ଥର…
ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍ରେ ଏହି କାରନାମା କରିବା ବହୁତ କଷ୍ଟକର ବୋଲି ମନାଯାଏ। କିନ୍ତୁ ଇଣ୍ଡୋନେସିଆର ୨୮ ବର୍ଷୀୟ ଡାହାଣ ହାତର ଫାଷ୍ଟ ବୋଲର…
ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍ ପୂର୍ବରୁ ଟିମ୍ ଅଷ୍ଟ୍ରେଲିଆର ଦିଗ୍ଗଜ ଖେଳାଳି ମେଗ ଲାନିଙ୍ଗଙ୍କୁ ରିଲିଜ୍ କରିଥିଲା, ଯିଏକି ଟିମର…
ଆଶେସ୍ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍ ଡକେଟ୍ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ…
Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…
ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ ବୋଲି ମନାଯାଏ। ଏହି ପରମ୍ପରା ସନାତନ ଧର୍ମରେ ଅନାଦିକାଳରୁ ଚାଲିଆସିଛି। ଗୋତ୍ରର ଅର୍ଥ ଓ…
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ। ହେଲେ ରେଳ ଲାଇନ ଉପରେ ମୃତକଙ୍କ ବ୍ୟାଗ, ମୋବାଇଲ ଫୋନ ଥିବାରୁ ପୋଲିସ ପହଞ୍ଚିବା…
୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି
ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ନିଜର ଆଭ୍ୟନ୍ତରୀଣ ସର୍ଭେ ଆଧାରରେ ଏକ ବଡ଼ ଦାବି କରିଛି। ଦଳର ଆକଳନ…
ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଜଳ ସମ୍ପଦ ବିଭାଗର ‘ରାଜୀବ ଭବନ’ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି…

