ବିଶ୍ୱକପ୍ରେ ଶ୍ରୀଲଙ୍କାର ନୂଆ ଅଧିନାୟକ
ଗୁଆହାଟୀ,୨୧ା୫(ପି.ଟି.)- ଦଳର ନେତୃତ୍ୱ ଭାର ବିଫଳତାଠାରୁ ଆରମ୍ଭ କରି ପ୍ରଶାସନିକ ବିବାଦ ଯୋଗୁ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ଦଳକୁ ବିଶ୍ୱକପ୍ରେ କେବଳ ଚମତ୍କାର ହିଁ ବଞ୍ଚାଇପାରିବ। ଡାର୍କ ହର୍ସ ଭାବେ ବିବେଚିତ ହେଉଥିବା ଦଳ ସର୍ବଦା ବିଶ୍ୱ ସ୍ତରୀୟ ଇଭେଣ୍ଟରେ ଭଲ…
ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ
ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଦୀର୍ଘଦିନ ଧରି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଆସୁ ନ ଥିବାରୁ ରିଲିଫ ଚାଉଳ ବଣ୍ଟନରେ ଘୋର…
ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର
ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ପଛପଟୁ ଦ୍ରୁତଗତିରେ ଏକ ସଫାରି ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ…
ଏହି ହୋଟେଲରେ ଗ୍ରାହକଙ୍କୁ ମିଳେ ସୁନା ବାଥ୍ଟବ୍ର ସୁବିଧା
ଜାପାନର ଏକ ହୋଟେଲରେ ଗ୍ରାହକଙ୍କ ପାଇଁ ରହିଛି ସୁନାର ବାଥ୍ଟବ୍। ୧୩୦ ସେଣ୍ଟିମିଟର ଚଉଡା ଓ ୫୫ ସେଣ୍ଟିମିଟର ଗଭୀର ଏହି ବାଥ୍ଟବ୍ର ମଜା ନେବାକୁ ଏବେ ଏଠାରେ ଗ୍ରାହକଙ୍କ ଭିଡ ଲାଗୁଥିବା କହିଛନ୍ତି ହୋଟେଲ ମାଲିକ। ଜଣେ ଗ୍ରାହକ ଏହାକୁ…
ସୁଦିରମାନ କପ୍:ପରାଜୟରୁ ଭାରତର ଅଭିଯାନ ଆରମ୍ଭ
ନାନ୍ନିଂ,୨୧ା୫(ପି.ଟି.)- ଏଠାରେ ଚାଲିଥିବା ସୁଦିରମାନ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଦଳ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍ ଡି’ର ପ୍ରଥମ ମ୍ୟାଚ୍ରେ ଭାରତ ୨-୩ ବ୍ୟବଧାନରେ ମାଲେସିଆଠାରୁ ପରାସ୍ତ ହୋଇଛି। ମିକ୍ସଡ୍ ଡବଲ୍ସ ବର୍ଗରେ ସାତ୍ତ୍ୱିକସାଇରାଜ ରାନ୍କିରେଡ୍ଡୀ ଓ…
ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ
ନୂଆଦିଲ୍ଲୀ,୨୧।୫: ଯେଉଁଭଳି ଭାବେ ଜର୍ମାନୀରେ ଜର୍ମାନ ସମୟ ନିର୍ଦ୍ଧାରିତ ହୋଇଛି, ସେହିଭଳି ଭାରତରେ ମଧ୍ୟ ନିର୍ଦ୍ଧାରିତ ସମୟର ବ୍ୟବହାର କରାଯିବ। ଦେଶରେ ଭାରତୀୟ ସମୟକୁ ବ୍ୟବହାର କରିବାକୁ ଏକ ଆଇନ ପ୍ରସ୍ତୃତ କରାଯିବ। ଏହାପରେ ଦେଶର ଏକ ସ୍ବତନ୍ତ୍ର ସମୟ ହେବ…
ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍ ଏୟାର ହେଲା ‘ନମୋ ଟିଭି’
ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଅଫ୍ ଏୟାର ହୋଇଯାଇଛି ‘ନମୋ ଟିଭି’। ମାର୍ଚ୍ଚ ୩୧ରୁ ଅନ୍ ଏୟାର ହୋଇଥିବା ଏହି ଚ୍ୟାନେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୁରୁଣା ଭାଷଣ ଓ ଭାଜପା ସହ ସମ୍ପର୍କିତ ସାମଗ୍ରୀକୁ ପ୍ରସାରଣ…
ଇଂଲଣ୍ଡ ଯିବା ପୂର୍ବରୁ ଶିରିଡି ସାଇ ଦର୍ଶନ କଲେ କୋଚ ରବି ଶାସ୍ତ୍ରୀ
ନୂଆଦିଲ୍ଲୀ, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେଉଛି ବିଶ୍ୱକପ୍ ମହାସମର। ଏଥିପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ କୋଚ୍ ରବି ଶାସ୍ତ୍ରୀ ଏବଂ ଫିଲ୍ଡିଂ କୋଚ୍ ଆର୍.ଶ୍ରୀଧର ଶିରିଡି ପହଞ୍ଚି…
ଏକ୍ଜିଟ୍ ପୋଲ୍କୁ ଦେଖି ବିଚଳିତ ନ ହୋଇ ଫଳାଫଳକୁ ଅପେକ୍ଷା ରଖନ୍ତୁ: ପ୍ରିୟଙ୍କା
ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଫଳଫଳ ଘୋଷଣା ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଛି। ଏପଟେ ଗଣମାଧ୍ୟମର ଏକ୍ଜିଟ୍ ପୋଲ୍ ପ୍ରମୁଖ ଦଳ ଗୁଡିକର ମୁଣ୍ଡ ବିଗାଡିଛି। ଏହି ସମୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ…
୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ ଭେନ୍ୟୁ ତାଲିକାରେ କଳିଙ୍ଗ ଷ୍ଟାଡିୟମ୍
ପଣଜୀ,୨୧ା୫- ଆସନ୍ତା ୨୦୨୦ ଜୁନ୍ରେ ଭାରତ ୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ୍ ଆୟୋଜନ କରିବ। ଏଥିନେଇ ସର୍ବଭାରତୀୟ ଫୁଟ୍ବଲ ଫେଡେରେଶନ (ଏଆଇଏଫ୍ଏଫ୍) ୫ ଭେନ୍ୟୁ ଚୟନ କରିଛି। ଏଥିରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ସମେତ ଗୋଆ, ଅହମ୍ମଦାବାଦ,…
ବିବାହର ୮ ବର୍ଷ ପରେ ଇମ୍ରାନ-ଅବନ୍ତିକାଙ୍କ ସମ୍ପର୍କରେ ଫାଟ !
ମୁମ୍ବାଇ: ଦୀର୍ଘଦିନରୁ ଫିଲ୍ମ ଜଗତରୁ ନିଜକୁ ଦୂରେଇ ରଖିଥିବା ସୁପରଷ୍ଟାର ଆମିର ଖାନ୍ଙ୍କ ଭଣଜା ତଥା ଅଭିନେତା ଇମ୍ରାନ ଖାନ୍ଙ୍କୁ ନେଇ ନୂଆ ଚର୍ଚ୍ଚା। କାରଣଟି ହେଲା ସ୍ତ୍ରୀ ଅବନ୍ତିକା ମଲିକ ଓ ଇମ୍ରାନଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ମନୋମାଳିନ୍ୟକୁ…
ଅରୁଣାଚଳ ପ୍ରଦେଶରେ ଉଗ୍ରବାଦୀଙ୍କ ପକ୍ଷରୁ ବିସ୍ଫୋରଣ: ବିଧାୟକଙ୍କ ସମେତ ୧୧ ମୃତ
ଇଟ୍ଟାନଗର, ୨୧।୫: ଅରୁଣାଚଳ ପ୍ରଦେଶର ବିଧାୟକ ତିରୋଙ୍ଗ ଅବୋଙ୍କ ରାଲିରେ ଭୟାନକ ବିସ୍ଫୋରଣ ଘଟିଛି। ଏଥିରେ ବିଧାୟକଙ୍କ ସମେତ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରାଥମିକ ତଦନ୍ତରୁ ଏହା ଆତଙ୍କବାଦୀ ଆକ୍ରମଣ ହୋଇଥାଇପାରେ ବୋଲି ପୋଲିସ ଅନୁମାନ କରୁଛି। ସୂଚନାଯୋଗ୍ୟ,…

