ହରିୟାଣାରୁ ଓଡ଼ିଆ ଆଦିବାସୀ ମହିଳା ଉଦ୍ଧାର ଦଲାଲ ଚାଲାଣ କରିଥିବା ସନ୍ଦେହ
ଭୁବନେଶ୍ୱର, ୨୧।୫(ବ୍ୟୁରୋ)- ହରିୟାଣାର ସୋହାନାସ୍ଥିତ ଟାକ୍ସି ଷ୍ଟାଣ୍ଡ୍ରେ ଅସହାୟ ଅବସ୍ଥାରେ ବୁଲୁଥିବାବେଳେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ଭାରତ ବିକାଶ ପରିଷଦର ସଦସ୍ୟମାନେ ଉଦ୍ଧାର କରିଛନ୍ତି। ମହିଳାଜଣକ ବୟସ ପ୍ରାୟ ୩୫ ବର୍ଷ ହେବ ଓ ସେ ଓଡିଆରେ କଥା ହେଉଥିବାରୁ…
ଆଜି ଖୋଲିବ ନନ୍ଦନକାନନ, ବଟାନିକାଲ ଗାର୍ଡେନ
ବାରଙ୍ଗ,୨୧।୫(ଡି.ଏନ୍.ଏ.): ବାତ୍ୟା ପାଇଁ ୧୯ଦିନର ବନ୍ଦ ପରେ ମଙ୍ଗଳବାର ଖୋଲିବାକୁ ଯାଉଛି ନନ୍ଦନକାନନ। ବାତ୍ୟାର ଅବ୍ୟାହିତ ପୂର୍ବରୁ ନନ୍ଦନକାନନକୁ ୨ରୁ ୪ତାରିଖ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଥିଲା। ଫନୀ ପ୍ରଭାବରେ ନନ୍ଦନକାନନ ବ୍ୟାପକ କ୍ଷତି ଘଟି ସମ୍ପୂର୍ଣ୍ଣ ଚିତ୍ର ବଦଳିଯାଇଥିଲା। ବାତ୍ୟା…
ଯାଜପୁରରେ ବଦଳିପାରେ ପୂର୍ବ ଧାରା: ଏକ୍ଜିଟ ପୋଲ୍କୁ ନେଇ ମିଶ୍ରିତ ପ୍ରତିକ୍ରିୟା
ଯାଜପୁର ଅଫିସ,୨୧।୫: ୨୦୧୯ ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ବିଭିନ୍ନ ଟିଭି ଚ୍ୟାନେଲ ଓ ସର୍ଭେ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍ଜିଟ ପୋଲ ସର୍ଭେ ରିପୋର୍ଟ ଜଣାପଡ଼ିବା ପରେ ଯାଜପୁର ଜିଲାରେ ରାଜନୈତିକ ଚର୍ଚ୍ଚା ସରଗରମ ହୋଇଉଠିଛି। ବିଶେଷକରି ଓଡିଶା ସପକ୍ଷରେ…
ସକାଳ ଜଳଖିଆରେ ସାମିଲ କରନ୍ତୁ ନାହିଁ ଏସବୁ ଖାଦ୍ୟ
ସକାଳ ଜଳଖିଆ ଶରୀର ପାଇଁ ନିହାତି ଆବଶ୍ୟକ। ତାହା ପୁଣି ଉପଯୁକ୍ତ କ୍ୟାଲୋରୀର ହୋଇଥିଲେ ଭଲ। ଏମିତି କିଛି ଖାଦ୍ୟ ଅଛି ଯାହା ପାଟିକୁ ସ୍ବାଦ ଲାଗୁଥିଲେ ମଧ୍ୟ ଶରୀର ପାଇଁ ଆଦୌ ଗ୍ରହଣୀୟ ନୁହେଁ। ସେଥିପାଇଁ ସକାଳର ଖାଦ୍ୟ ଖାଇବା…
ଆମ୍ବର ମୂଲ୍ୟ ୫ଶହ ଟଙ୍କା
ଗୀଷ୍ମରେ ଆମ୍ବର ସ୍ବାଦ ସମସ୍ତେ ଅଳ୍ପ ବହୁତେ ଚାଖିଥିବେ। ହେଲେ ମଧ୍ୟ ପ୍ରଦେଶର ଅଲିରାଜପୁର ଜିଲାର କଠିଓ୍ବାଡା ଅଞ୍ଚଳରେ ମିଳୁଥିବା ‘ନୁରଜାହାଁ’ ପ୍ରଜାତିର ଆମ୍ବ କେହି କେହି ଚାଖି ନ ଥାଇ ପାରନ୍ତି। ଏହି ଆମ୍ବର ଲମ୍ବ ପାଖାପାଖି ୧ ଫୁଟ…
ସରକାରୀ କ୍ୱାର୍ଟର୍ସ ପଛରୁ ୨ ବୋମା ଜବତ
ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ୍-୯ସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟ ସରକାରୀ କ୍ୱାର୍ଟର୍ସ ନଂ.୨ଆରଏ୨୫ ପଛରୁ ପୋଲିସ ଦୁଇଟି ଅଫୁଟା ବୋମା ଜବତ କରିଛି। ଏକ ବ୍ୟାଗ୍ରେ ଥିବା ଦୁଇଟି ବୋମାକୁ ଡଷ୍ଟବିନ ଭିତରେ ଲୁଚାଇ ରଖାଯାଇଥିଲା। ସକାଳୁ ସ୍ଥାନୀୟ…
ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା: ଭୋଟ ଗଣତି, ଫଳାଫଳ ନେଇ ଆଲୋଚନା
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟର ସମସ୍ତ ଲୋକ ସଭା ଏବଂ ବିଧାନସଭା ଭାଜପା ପ୍ରାର୍ଥୀମାନଙ୍କୁ ନେଇ ସ୍ଥାନୀୟ ଏକ ହୋଟେଲ୍ରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଛି ା ଏହି କର୍ମଶାଳାରେ ନିର୍ବାଚନ ଗଣତି ପଦ୍ଧତିର ବୈଷୟିକ ଦିଗ ଉପରେ ଆଲୋଚନା ହୋଇଛି। ଦୁଇ କେନ୍ଦ୍ରମନ୍ତ୍ରୀ…
ରାସ୍ତା ସାରା ପଡୁଛି ପାଉଁଶ:ଗାଡ଼ି ଅଟକ, ଉତ୍ତେଜନା
ପରଜଙ୍ଗ,୨୧।୫(ଡି.ଏନ.ଏ.)ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟବହୃତ ପାଉଁଶଗୁଣ୍ଡ ଉଡି ପରିବେଶ ବିଷାକ୍ତ ହେଉଛି। ଏଥିଯୋଗୁ ଯାତାୟାତକାରୀଙ୍କ ସହ ଅଞ୍ଚଳବାସୀ ଅସୁବିଧା ଭୋଗୁଛନ୍ତି। ରାସ୍ତା ନିର୍ମାଣ ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥାର…
ପୁଣି କ୍ଷମତାକୁ ଫେରିବୁ: ବିଜେଡି
ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନେତାମାନଙ୍କ ମନରେ ହାରିବା କିମ୍ବା ଜିତିବା ନେଇ ଛନକା ପଶିଯାଇଛି। କ’ଣ ହେବ ନିଜର ରାଜନୈତିକ ଭାଗ୍ୟ, ଏନେଇ ଛାତି ଧଡ଼ ଧଡ଼। ଜନମତ ସପକ୍ଷରେ ଯିବ ନା ବିପକ୍ଷରେ ଯିବ। ଏମିତି…
ରାଜ୍ୟରେ ସ୍ବପ୍ନ ଦେଖୁଛି ଭାଜପା
ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏବେ ନିର୍ବାଚନ ଫଳାଫଳକୁ ନେଇ ଚାଲିଛି ଅଙ୍କକଷା। ଫଳାଫଳ କ’ଣ ହେବ ସେକଥା ଚିନ୍ତା କରି ରାଜ୍ୟଠାରୁ ଆରମ୍ଭ କରି ଜାତୀୟସ୍ତର ନେତାଙ୍କ ନିଦ ହଜିଗଲାଣି। ବିଶେଷକରି ବିଭିନ୍ନ ଜାତୀୟ ଗଣମାଧ୍ୟମ ପକ୍ଷରୁ…
କଂସାରୀ ସମାଜର ରାଜ୍ୟସ୍ତରୀୟ ଅଧିବେଶନ ପ୍ରସ୍ତୁତିସଂଘବଦ୍ଧ: ପ୍ରଚେଷ୍ଟା ଶିଳ୍ପ ତଥା କାରିଗର ଉନ୍ନତିରେ ସହାୟକ ହେବ
ଖଣ୍ଡପଡା,୨୧ା୫(ସ୍ବ.ପ୍ର.): ନିଖିଳ ଉକତ୍ଳ କଂସାରୀ ସମାଜର ୪୭ତମ ରାଜ୍ୟସ୍ତରୀୟ ବାର୍ଷିକ ଅଧିବେଶନ ଆସନ୍ତା ଜୁନ୍ ୮ ଓ ୯ତାରିଖ ଦୁଇଦିନ ଧରି କଣ୍ଟିଲୋଠାରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ରାଞ୍ଚଳ ଶାଖାର ୫ ଗୋଟି ଜିଲା ଯଥା ନୟାଗଡ଼, କଟକ, ବୌଦ୍ଧ, ଫୁଲବାଣୀ…
ଶଶ୍ମାନରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୧।୫-ନୟାଗଡ଼ ଜିଲା ରଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ବିନୋଦପଡ଼ା ଗ୍ରାମ ଶ୍ମଶାନରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ଶୁଭ୍ରକେଶୀ ସ୍ବାଇଁ। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ କରାଯାଇଛି। ଯେ, କଟକ ଜିଲା…

