Home Left

କୁକୁରର ନାମକରଣ କରି ଜେଲ୍‌ ଗଲେ ମାଲିକ

ପୋଷା ଜନ୍ତୁଙ୍କୁ ଅନେକ ଲୋକ ଆଦରରେ ବିଭିନ୍ନ ନାଁରେ ଡାକିଥାଆନ୍ତି। ହେଲେ ଚାଇନାରେ ଏବେ ଏଥିପାଇଁ ପୋଷା ଜନ୍ତୁଙ୍କ ମାଲିକଙ୍କୁ ଜେଲ୍‌ ଯିବାକୁ ପଡିଛି। ଚାଇନାର ଜଣେ ୩୦ ବର୍ଷୀୟ ବ୍ୟକ୍ତି ଘରେ ୨ଟି କୁକୁର ପୋଷିଥିଲେ। ସେ ଏମାନଙ୍କ ନାମକୁ…

ଏହି ପିମ୍ପୁଡି କାମୁଡିଲେ ହୋଇପାରେ ମୃତ୍ୟୁ

ବିଶ୍ୱରେ ଜୀବଜନ୍ତୁଙ୍କର ବିଭିନ୍ନ ପ୍ରଜାତି ରହିଛନ୍ତି। ଏମାନଙ୍କ ମଧ୍ୟରୁ କେହି କେହି ମଣିଷର ଭଲ କରୁଥିବା ବେଳେ କେତେକ ହାନି ପହଞ୍ଚାଇଥାନ୍ତି। ଏମିତି ତ ଅନେକ ହାନିକାରକ ଜୀବଜନ୍ତୁ ଓ ସରୀସୃପଙ୍କ ସମ୍ପର୍କରେ ଶୁଣିଥିବେ। କିନ୍ତୁ ଏସବୁ ଭିତରେ ଏବେ ଏକ…

କ୍ଷମା ମାଗିଲେ ସ୍ବାଧୀ ପ୍ରଜ୍ଞା: ମଉନ ବ୍ରତ ରଖି ତ୍ରୁଟି ସୁଧାରିବେ

ଭୋପାଳ, ୨୦।୫: ଲୋକସଭା ନିର୍ବାଚନବେଳେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା ଭାଜପା ପାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ନିଜ ଭୁଲ ପାଇଁ କ୍ଷମା ମାଗିଛନ୍ତି। ଆଗକୁ କିଛିଦିନ ମଉନ ବ୍ରତ ରଖି ନିଜ ତ୍ରୁଟି ସୁଧାରିବାକୁ ଚେଷ୍ଟା କରିବେ…

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗାଁର…

କର୍କଟରେ ପ୍ରାଣ ହରାଇଲେ ପାକିସ୍ତାନ କ୍ରିକେଟରଙ୍କ ଝିଅ

ଲଣ୍ଡନ,୨୦।୫- କର୍କଟ ରୋଗରେ ପୀଡ଼ିତ ପାକିସ୍ତାନ ବ୍ୟାଟ୍ସମ୍ୟାନ ଅସିଫ ଅଲିଙ୍କ ଦୁଇ ବର୍ଷୀୟା ଝିଅ ନୁର୍‌ ଫତିମା ସ୍ଥାନୀୟ ମେଡିକାଲରେ ପ୍ରାଣ ହରାଇଛନ୍ତି। ଅସିଫ ଖେଳୁଥିବା ଆଇଏସ୍‌ଏଲ୍‌ ଇସ୍‌ଲାମବାଦ୍‌ ୟୁନାଇଟେଡ୍‌ ଫ୍ରାଞ୍ଚାଇଜ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଏ ନେଇ ଟୁଇଟ୍‌…

ମାଣିଙ୍ଗପଦର ଗାଁ ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଭବାନୀପାଟଣା, ୨୦।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଣିଙ୍ଗପଦର ଗାଁ ମୁଣ୍ଡ ରାସ୍ତା କଡ଼ରୁ ସୋମବାର ସକାଳେ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକୁ ଉଦ୍ଧାର କରିଛି। ଭବାନୀପାଟଣା…

ପାକିସ୍ତାନ ଲଗାତର ୧୦ଟି ମ୍ୟାଚ୍‌ ହାରିଲା, ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ୍‌ ଉଡ଼ାଇଲେ ଦର୍ଶକେ

ଇସଲମାବାଦ, ୨୦।୫: ଗତ ୧୦ଟି ମ୍ୟାଚରେ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଦର୍ଶକ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ ଉଡାଉଥିବା ଦେଖାଯାଇଛି। ଦ୍ୱିତୀୟଥର ପାଇଁ ପାକିସ୍ଥାନକୁ ଏଭଳି ଅବସ୍ଥା ଭୋଗିବାକୁ ପଡିଛି। ୧୯୮୮ରେ ଇମ୍ରାନ ଖାନ୍‌ ପାକିସ୍ତାନ କ୍ରିକେଟ…

୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ ୩୩ବର୍ଷୀୟ ଯୁବକଙ୍କୁ ବିକି ଦେଇଛନ୍ତିି। ଉକ୍ତ ଯୁବକ ଜଣଙ୍କ ଝିଅଟିକୁ ୩ ଦିନ ପର୍ଯ୍ୟନ୍ତ…

‘ସଡ଼କ-୨’ର ସୁଟିଂକୁ ନେଇ ଭାବୁକ ହେଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଆଗାମୀ ସିନେମା ‘ସଡ଼କ-୨’ର ସୁଟିଂ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ରହିଛନ୍ତି ଆଲିଆଙ୍କ ବାପା ମହେଶ ଭଟ୍ଟ। ଫିଲ୍ମ ସୁଟିଂର ପୂର୍ବ ଦିନ ଆଲିଆ ନିଜ ଇଷ୍ଟାଗ୍ରାମ୍‌ ସାଇଟ୍‌ରେ କ୍ଲାପ୍‌ ବୋର୍ଡ ସହ ଏକ…

ଏଠି ପାଣି ନଷ୍ଟ କଲେ ଦେବାକୁ ପଡିବ ୫ଶହ ଟଙ୍କା ଜରିମାନା

ଗାନ୍ଧିଗନର,୨୦।୫: ଗୁଜରାଟର ଦାହୋଦରେ ଏବେ ପାଣି ନଷ୍ଟ କଲେ ଦେବାକୁ ପଡିବ ୨୫୦ରୁ ୫ ଶହ ଟଙ୍କା ଜରିମାନା। ଏଠାରେ ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଥିବାରୁ ଏମିତି ଏକ ନିୟମ ଲାଗୁ କରାଯାଇଛି। କେବଳ ସେତିକି ନୁହେଁ ପାଣି ନଷ୍ଟ…

ମହିଳାଙ୍କ ଗହଣା ଲୁଟନ୍ତି ନାହିଁ ଏହି ଲୁଟେରା ଗ୍ୟାଙ୍ଗ୍‌: ଜାଣନ୍ତୁ କାହିଁକି

ଗ୍ରେଟର ନୋଏଡା, ୨୦।୫: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌କୁ ଗିରଫ କରିଛି। କାର୍‌ ଏବଂ ଗହଣା ଚୋରି କରୁଥିବା ଏହି ଗ୍ୟାଙ୍ଗ୍‌ ନାଁରେ ରହିଛି ୩୦ଟି ମାମଲା। ୨୦୧୫ରୁ ଏହି ଗ୍ୟାଙ୍ଗ୍‌ ବିଭିନ୍ନ ଚୋରି ଘଟଣାରେ…

ଏଥର ଦଳକୁ ନେଇ ନୁହେଁ ଯେମିତି ବ୍ୟକ୍ତି କୈନ୍ଦ୍ରିକ ହେଲା ନିର୍ବାଚନ

ନୂଆଦିଲ୍ଲୀ,୨୦।୫: ସରିଛି ଲୋକ ସଭା ନିର୍ବାଚନ। ହେଲେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଆଉ ୨ ଦିନ ପରେ ସ୍ପଷ୍ଟ ହେବ ଯେ ଇତିହାସର ସବୁଠାରୁ ଅଧିକ ସମୟ ଧରି ଚାଲିଥିବା ନିର୍ବାଚନରେ କିଏ ବିଜୟୀ ହେଲା। ପୂର୍ବ ନିର୍ବାଚନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?