କର୍କଟରେ ପ୍ରାଣ ହରାଇଲେ ପାକିସ୍ତାନ କ୍ରିକେଟରଙ୍କ ଝିଅ
ଲଣ୍ଡନ,୨୦।୫- କର୍କଟ ରୋଗରେ ପୀଡ଼ିତ ପାକିସ୍ତାନ ବ୍ୟାଟ୍ସମ୍ୟାନ ଅସିଫ ଅଲିଙ୍କ ଦୁଇ ବର୍ଷୀୟା ଝିଅ ନୁର୍ ଫତିମା ସ୍ଥାନୀୟ ମେଡିକାଲରେ ପ୍ରାଣ ହରାଇଛନ୍ତି। ଅସିଫ ଖେଳୁଥିବା ଆଇଏସ୍ଏଲ୍ ଇସ୍ଲାମବାଦ୍ ୟୁନାଇଟେଡ୍ ଫ୍ରାଞ୍ଚାଇଜ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଏ ନେଇ ଟୁଇଟ୍…
ମାଣିଙ୍ଗପଦର ଗାଁ ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର
ଭବାନୀପାଟଣା, ୨୦।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଣିଙ୍ଗପଦର ଗାଁ ମୁଣ୍ଡ ରାସ୍ତା କଡ଼ରୁ ସୋମବାର ସକାଳେ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକୁ ଉଦ୍ଧାର କରିଛି। ଭବାନୀପାଟଣା…
ପାକିସ୍ତାନ ଲଗାତର ୧୦ଟି ମ୍ୟାଚ୍ ହାରିଲା, ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ମଜାକ୍ ଉଡ଼ାଇଲେ ଦର୍ଶକେ
ଇସଲମାବାଦ, ୨୦।୫: ଗତ ୧୦ଟି ମ୍ୟାଚରେ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଦର୍ଶକ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ମଜାକ ଉଡାଉଥିବା ଦେଖାଯାଇଛି। ଦ୍ୱିତୀୟଥର ପାଇଁ ପାକିସ୍ଥାନକୁ ଏଭଳି ଅବସ୍ଥା ଭୋଗିବାକୁ ପଡିଛି। ୧୯୮୮ରେ ଇମ୍ରାନ ଖାନ୍ ପାକିସ୍ତାନ କ୍ରିକେଟ…
୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ
ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ ୩୩ବର୍ଷୀୟ ଯୁବକଙ୍କୁ ବିକି ଦେଇଛନ୍ତିି। ଉକ୍ତ ଯୁବକ ଜଣଙ୍କ ଝିଅଟିକୁ ୩ ଦିନ ପର୍ଯ୍ୟନ୍ତ…
‘ସଡ଼କ-୨’ର ସୁଟିଂକୁ ନେଇ ଭାବୁକ ହେଲେ ଆଲିଆ
ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଆଗାମୀ ସିନେମା ‘ସଡ଼କ-୨’ର ସୁଟିଂ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ରହିଛନ୍ତି ଆଲିଆଙ୍କ ବାପା ମହେଶ ଭଟ୍ଟ। ଫିଲ୍ମ ସୁଟିଂର ପୂର୍ବ ଦିନ ଆଲିଆ ନିଜ ଇଷ୍ଟାଗ୍ରାମ୍ ସାଇଟ୍ରେ କ୍ଲାପ୍ ବୋର୍ଡ ସହ ଏକ…
ଏଠି ପାଣି ନଷ୍ଟ କଲେ ଦେବାକୁ ପଡିବ ୫ଶହ ଟଙ୍କା ଜରିମାନା
ଗାନ୍ଧିଗନର,୨୦।୫: ଗୁଜରାଟର ଦାହୋଦରେ ଏବେ ପାଣି ନଷ୍ଟ କଲେ ଦେବାକୁ ପଡିବ ୨୫୦ରୁ ୫ ଶହ ଟଙ୍କା ଜରିମାନା। ଏଠାରେ ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଥିବାରୁ ଏମିତି ଏକ ନିୟମ ଲାଗୁ କରାଯାଇଛି। କେବଳ ସେତିକି ନୁହେଁ ପାଣି ନଷ୍ଟ…
ମହିଳାଙ୍କ ଗହଣା ଲୁଟନ୍ତି ନାହିଁ ଏହି ଲୁଟେରା ଗ୍ୟାଙ୍ଗ୍: ଜାଣନ୍ତୁ କାହିଁକି
ଗ୍ରେଟର ନୋଏଡା, ୨୦।୫: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍କୁ ଗିରଫ କରିଛି। କାର୍ ଏବଂ ଗହଣା ଚୋରି କରୁଥିବା ଏହି ଗ୍ୟାଙ୍ଗ୍ ନାଁରେ ରହିଛି ୩୦ଟି ମାମଲା। ୨୦୧୫ରୁ ଏହି ଗ୍ୟାଙ୍ଗ୍ ବିଭିନ୍ନ ଚୋରି ଘଟଣାରେ…
ଏଥର ଦଳକୁ ନେଇ ନୁହେଁ ଯେମିତି ବ୍ୟକ୍ତି କୈନ୍ଦ୍ରିକ ହେଲା ନିର୍ବାଚନ
ନୂଆଦିଲ୍ଲୀ,୨୦।୫: ସରିଛି ଲୋକ ସଭା ନିର୍ବାଚନ। ହେଲେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଆଉ ୨ ଦିନ ପରେ ସ୍ପଷ୍ଟ ହେବ ଯେ ଇତିହାସର ସବୁଠାରୁ ଅଧିକ ସମୟ ଧରି ଚାଲିଥିବା ନିର୍ବାଚନରେ କିଏ ବିଜୟୀ ହେଲା। ପୂର୍ବ ନିର୍ବାଚନକୁ…
ବିଶ୍ୱର ସବୁଠାରୁ ଉଚ୍ଚ ପୋଲିଂ ବୁଥ୍ରେ ହୋଇଛି ୧୪୩ ପ୍ରତିଶତ ମତଦାନ
ଶିମ୍ଲା,୨୦।୫: ଅବିଶ୍ୱାସ ଲାଗୁଥିଲେ ବି ସତ। ବିଶ୍ୱର ସବୁଠାରୁ ଉଚ୍ଚରେ ଥିବା ହିମାଚଳ ପ୍ରଦେଶର ତାସିଗାଙ୍ଗ ଗାଁରେ ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟରେ ୧୪୩ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହାସହ ସମସ୍ତ ମତ ଠିକ୍ ବୋଲି…
ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର
ବ୍ରହ୍ମପୁର ଅଫିସ୍,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ ହୋଇଛି । ମାନବ ଅଧିକାର ସୁରକ୍ଷା ମଞ୍ଚ ଏଭଳି ଅଭିଯୋଗ ଆଣି ଆର୍ଡିସି ସମ୍ମୁଖରେ…
୪ ମାସ ଦରମା ପାଇ ନ ଥିବା ବିଏସ୍ଏନ୍ଏଲ୍ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ
ବ୍ରହ୍ମପୁର ଅଫିସ୍,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍(ବିଏସ୍ଏନ୍ଏଲ୍)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷ ନିକଟରେ ଅଭିଯୋଗ ହୋଇଛି। ମାତ୍ର ଏ ନେଇ କୌଣସି ସୁଫଳ…
ସିଲେକ୍ଟିଭ୍ ତବୁ, ୨୦ ଫିଲ୍ମ ରିଜେକ୍ଟ କରିବା ପରେ ରିଲିଜ୍ ହୋଇଥିଲା ୮ଟି ବ୍ୟାକ୍ ଟୁ ବ୍ୟାକ୍ ଫିଲ୍ମ
ବଲିଉଡ୍ ଅଭିନେତ୍ରୀ ତବୁଙ୍କ ଅଭିନୀତ ଫିଲ୍ମ ‘ ଦେ ଦେ ପ୍ୟାର୍ ଦେ’ ଏହି ନିକଟରେ ମୁକ୍ତିଲାଭ କରିଛି। ଫିଲ୍ମରେ ତାଙ୍କ ଅଭିନୟକୁ ଦର୍ଶକଙ୍କଠାରୁ ଆରମ୍ଭ କରି ଫିଲ୍ମ ସମୀକ୍ଷକଙ୍କ ପର୍ଯ୍ୟନ୍ତ ସମସ୍ତେ ପସନ୍ଦ କରିଛନ୍ତି। ତବୁ କ୍ୟାରିୟର ଆରମ୍ଭରୁ ଫିଲ୍ମକୁ…

