Home Left

ଏନ୍‌ଡିଏ ନେତାଙ୍କ ପାଇଁ ରାତ୍ରଭୋଜିର ଆୟୋଜନ କଲେ ଶାହ

ନୂଆଦିଲ୍ଲୀ,୨୦।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଏନ୍‌ଡିଏ ନେତାଙ୍କ ପାଇଁ ମଙ୍ଗଳବାର ଏକ ରାତ୍ରଭୋଜିର ଆୟୋଜନ କରିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶାହ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ଗୋଟିଏ ଦିନ ଆଗରୁ ନ୍ୟାଶନାଲ…

ଯୌତୁକରେ ମୋଟରସାଇକେଲ ନ ମିଳିବାରୁ ବିବାହ ମଣ୍ଡପରୁ ଫେରିଲେ ବର

ଜୟପୁର, ୨୦।୫: ଯୌତୁକ ନ ମିଳିବାରୁ ବିବାହ ମଣ୍ଡପରୁ ଫେରି ଯାଇଛନ୍ତି ବର। ରାଜସ୍ଥାନର ବାରନ ଜିଲାରେ ଏଭଳି ଘଟଣା ଘଟିଛି। ଏନେଇ ଥାନାରେ ଏତଲା ଦେଇଛନ୍ତି କନ୍ୟା। ସୂଚନାଯୋଗ୍ୟ, ଝାଲାବାଡ ଜିଲାର ମେଘରାଜ ଲୋଧା ନିଜ ବିବାହ ପୂର୍ବରୁ ମୋଟ…

ପେଟ ଚର୍ବି କମ୍‌ କରିବାକୁ ଆପଣାନ୍ତୁ ଏହି ଉପାୟ

ଜଣେ ପୁରୁଷ ବା ମହିଳା ଯେତେ ସୁନ୍ଦର ହୋଇଥାନ୍ତୁ ନା କାହିଁକି ପେଟର ଚର୍ବି, ମୋଟାପଣ ଶରୀରର ସବୁ ସୌନ୍ଦର୍ଯ୍ୟକୁ ନଷ୍ଟ କରିଥାଏ। ଆହୁରି ମଧ୍ୟ ପେଟୁଆ ଲୋକ କୌଣସି କାର୍ଯ୍ୟ କରିବାକୁ ସକ୍ଷମ ହୋଇ ପାରି ନ ଥାନ୍ତି। ଆଜିକାଲିର…

ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଘୁଞ୍ଚାଇବାକୁ ଦାବି

ପୁରୀ ଅଫିସ,୨୦।୫ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ମେ’ ୩୦ ଓ ୩୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଥର ଲାଗି କମ୍ପ୍ୟୁଟର ବେସ୍‌ ଟେଷ୍ଟ(ସିବିଟି)…

ଜେଲ୍‌ରେ ସୁରକ୍ଷାକର୍ମୀ-କଏଦୀଙ୍କ ମଧ୍ୟରେ ହାତାହାତି: ୩୨ ମୃତ

ଦୁଶାଂବେ,୨୦।୫: ତାଜିକିସ୍ତାନର ଏକ ଜେଲ୍‌ରେ ସୁରକ୍ଷାକର୍ମୀ ଓ କଏଦୀଙ୍କ ମଧ୍ୟରେ ଦଙ୍ଗା ପରିସ୍ଥିତି ଉପୁଜିବାରୁ ୩୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସାମାଚାର ଏଜେନ୍ସି ଏଏଫ୍‌ପି ଏହି ସୂଚନା ଦେଇଛି। ମୃତକଙ୍କ ମଧ୍ୟରେ ୩ ଜଣ ଗାର୍ଡ ଥିବା ବେଳେ…

ରୋଜାରେ ଖାଦ୍ୟ ଆଣିଯାଇଥିବା ବ୍ୟକ୍ତିଙ୍କୁ ଦୁର୍ବ୍ୟବହାର କରି ନିଲମ୍ବିତ ହେଲେ ମହିଳା ମ୍ୟାନେଜର

ମିସୁରୀ,୨୦।୫: ଆମେରିକାର ମିସୁରୀରେ ଜଣେ ଯୁବକ ରୋଜା ଖୋଲିବା ପାଇଁ ଟେକୋ ବେଲ ରେଷ୍ଟୁରାଣ୍ଟକୁ ଜଳଖିଆ ଆଣିବାକୁ ଯାଇଥିଲେ। ରେଷ୍ଟୁରାଣ୍ଟରେ ଥିବା ମହିଳା ମ୍ୟାନେଜର ଇନ୍‌ ଟ୍ରେନିଂ ତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ୫୦ ଡଲାରର ଖାଇବା କାହିଁକି ଅର୍ଡର…

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ମୁଜଫରନଗର, ୨୦।୫: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଚାଞ୍ଜଲ୍ୟକର ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ପିଟପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟାର ୧୫ ଦିନ ପରେ ଏକ ନାଳରୁ ପୋଲିସ ହରିଶ୍‌(୩୧)ଙ୍କ ମୃତଦେହ ଉଦ୍ଧାର କରିଛି। ଏହି ଘଟଣାରେ…

ଲଞ୍ଚ ହେଲା ପିଏମ୍‌ଙ୍କ ବାୟୋପିକ୍‌ର ପୋଷ୍ଟର: ଲେଖାଅଛି ‘ପୁଣିଥରେ ମୋଦି ଏବେ କେହି ଅଟକାଇ ପାରିବେ ନାହିଁ’

ମୁମ୍ବାଇ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ର ପୋଷ୍ଟର ସୋମବାର ଲଞ୍ଚ କରାଯାଇଛି। କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ ଓ ଅଭିନେତା ବିବେକ ଓବରଏ ମହାରାଷ୍ଟ୍ରର ନାଗପୁରରେ ଏହି ପୋଷ୍ଟର ଲଞ୍ଚ କରିଛନ୍ତି। ଏହି ପୋଷ୍ଟରରେ ଲେଖାଅଛି, ‘ପୁଣିଥରେ ଆସୁଛନ୍ତି ପିଏମ୍‌ ନରେନ୍ଦ୍ର ମୋଦି,…

କମଲ ହାସନଙ୍କୁ ମିଳିଲା ଆଗୁଆ ଜାମିନ

ଚେନ୍ନାଇ,୨୦।୫: ଅଭିନେତାରୁ ରାଜନେତା ହୋଇଥିବା କମଲ ହାସନ କିଛିଦିନ ହେବ ବିବାଦ ଘେରରେ ରହିଛନ୍ତି। ମାହତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ କହିବାରୁ ତାଙ୍କ ନାଁରେ କୋର୍ଟରେ ମାମଲା ଦାୟର କରାଯାଇଥିଲା। ଏହି ମାମଲରେ ସୋମବାର ତାଙ୍କୁ…

ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ, ୨୦।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୂର୍ବ ଦିଲ୍ଲୀର ବିବେକ ବିାହର ଥାନାରେ କାର୍ଯ୍ୟରତ ଥିବା ରାଜକୁମାର ଅବୈଧ ଗଞ୍ଜେଇ ଏବଂ ମଦ ବେପାର ରୋକିବା ପାଇଁ ବିଭିନ୍ନ…

ବହୁ କେନ୍ଦ୍ରମନ୍ତ୍ରୀ ବଙ୍ଗଳା ଭଡ଼ା ବାକି ରଖିଛନ୍ତି

ନୂଆଦିଲ୍ଲୀ,୨୦।୫: ବହୁ କେନ୍ଦ୍ରମନ୍ତ୍ରୀ ସେମାନେ ରହୁଥିବା ସରକାରୀ ବଙ୍ଗଳାର ଭଡ଼ା ବାକି ରଖିଥିବା ଜଣାପଡ଼ିଛି। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡ଼େକର, ନିର୍ମଳା ସୀଥାରମଣ, ସୁଷମା ସ୍ବରାଜ, ବିଜୟ ଗୋଏଲ୍‌, ମୁକ୍ତାର ଆବାସ୍‌ ନକଭି, ଜିତେନ୍ଦ୍ର ସିଂ ପ୍ରମୁଖ ସରକାରୀ ବଙ୍ଗଳା ଭଡ଼ା ବାକି…

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ଅନୁଗୋଳ,୨୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ତାଳତଇଲାରେ ସୋମବାର ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ଜୀବନ ଯାଇଛି। ବୃଦ୍ଧା ଜଣକ ହେଲେ କଣଲୋଇ ଗ୍ରାମର ଦୁର୍ଯ୍ୟୋଧନ ମାଝୀଙ୍କ ସ୍ତ୍ରୀ ଖେଡ଼ି ମାଝୀ (୬୮)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?