Home Left

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଦିନରେ ସ୍ବପ୍ନ ଦେଖିବା ଠିକ୍‌ ନୁହେଁ କହିଲେ ପ୍ରକାଶ ରାଜ

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଏବେ ଅପେକ୍ଷା ଫଳାଫଳକୁ । ରବିବାର ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଏବେ ପ୍ରାୟ ସବୁ ଟେଲିଭିଜନ୍‌ ଚ୍ୟାନେଲରେ ଦେଖିବାକୁ ମିଳୁଛି ଏକ୍‌ଜିଟ୍‌ ପୋଲ୍‌। ଏହାକୁ ନେଇ କିଏ କେତେ ପ୍ରକାର…

ବିବାହ ବନ୍ଧନରେ ବାନ୍ଧିହେଲେ ଏହି ଭାରତୀୟ କ୍ରିକେଟର

ହାଇଦ୍ରାବାଦ, ୨୦।୫: ଭାରତୀୟ କ୍ରିକେଟର ହନୁମା ବିହାରୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫେଶନ୍‌ ଡଜାଇନର୍‌ ପ୍ରୀତି ରାଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ହନୁମା। ଏହି ବିବାହ ତେଲେଙ୍ଗାନାର ହମନକୋଣ୍ଡାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୫୦୦ ଉର୍ଦ୍ଧ୍ୱ ଅତିଥି…

କାନ୍ସରେ ଚମକିଲେ ନୀଳନୟନା

ଫ୍ରାନ୍ସରେ ଚାଲିଥିବା କାନ୍ସ ଫେଷ୍ଟିଭାଲ୍‌ରେ ବଲିଉଡ୍‌ର ନାମୀଦାମୀ ଅଭିନେତ୍ରୀମାନେ ସେମାନଙ୍କର ଜଲ୍‌ଓ୍ବା ଦେଖାଇ ସାରିଛନ୍ତି। ଦୀପିକା ପାଦୁକୋନ୍‌, ପ୍ରିୟଙ୍କା ଚୋପ୍ରା, ହୀନା ଖାନ୍‌, ମଲ୍ଲିକା ଶ୍ୱେରାଓ୍ବତ୍‌, ଡାଏନା ପେଣ୍ଟି ପ୍ରମୁଖ କାନ୍ସରେ ଯୋଗ ଦେଇଥିଲେ ହେଁ ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ଅପେକ୍ଷା କରି…

ଡାକ୍ତରଖାନାରେ ମୃତ୍ୟୁସହ ସଂଗ୍ରାମ କରୁଥିଲେ ଝିଅ, ଏପଟେ ପଡିଆରେ କ୍ରିକେଟ ଖେଳିବାକୁ ଓହ୍ଲାଇଲେ ପିତା

ଲଣ୍ଡନ, ୨୦।୫: ଡାକ୍ତରଖାନାରେ ୨ବର୍ଷର ଝିଅ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଏପଟେ ବ୍ୟାଟ ଧରି ପଡିଆକୁ ଓହ୍ଲାଇ ଖେଳୁଆଡ ମନୋଭାବର ପରିଚୟ ଦେଇଛନ୍ତି ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ଆସିଫ୍‌ ଅଲ୍ଲୀ। ଆସିଫଙ୍କ ଦୁଇବର୍ଷର ଝିଅ ତୁର୍‌ ଫାତିମା କ୍ୟାନସରରେ ପୀଡିତ ହୋଇ…

ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୫: ରବିବାର ପ୍ରକାଶ ପାଇଥିବା ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ। ‘ଆମକୁ ବୁଝିବା ଦରକାର ଯେ, ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ’। ୧୯୯୯ରୁ ଆସିଥିବା ଏକ୍‌ଜିଟ୍‌ ପୋଲ ଅଧିକତର ଭୁଲ ହୋଇଛି ବୋଲି…

ଅଜବ ପରମ୍ପରା: ଯେଉଁଠି ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ କରାଯାଏ ହତ୍ୟା

ବିଶ୍ୱର ବିଭିନ୍ନ ସ୍ଥାନରେ ବିଭିନ୍ନ ପରମ୍ପରା ରହିଛି। ତନ୍ମଧ୍ୟରୁ କିଛି ପରମ୍ପରା ସମ୍ପର୍କରେ ଶୁଣିଲେ ଦେହମନ ଶିହରି ଉଠେ। ତଥାପି ପରମ୍ପରାକୁ ପାଳନ କରୁଥିବା ଲୋକେ ତାକୁ ସମ୍ମାନ ଦେଇଥାନ୍ତି। ଏଭଳି ଏକ ପରମ୍ପରା ରହିଛି ଦକ୍ଷିଣ ଭାରତର ତାମିଲନାଡୁରେ। ଏଠାରେ…

ଇରାନକୁ ଆମେରିକାର ଧମକ

ଓ୍ବାଶିଂଟନ,୨୦।୫: ଆମେରିକା ଓ ଇରାକ ମଧ୍ୟରେ ଏବେ ଯୁଦ୍ଧ ପରିସ୍ଥିତି ଚରମ ସୀମାରେ ପହଞ୍ଚିଛି। ଏମିତି କହିବାର କାରଣ ହେଉଛି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଧମକ ଦେଇଛନ୍ତି ଯଦି ଇରାନ ଯୁଦ୍ଧ ପରିସ୍ଥିତି ସୃଷ୍ଟି କରେ ତେବେ ତା’ର…

ଡମ୍ପର ଧକ୍କାରେ ବ୍ୟାଙ୍କ କର୍ମଚାରୀଙ୍କ ଜୀବନ ଗଲା

ଖଇରା,୨୦।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁପାରୀ ଷ୍ଟେଟ୍‌ ବ୍ୟାଙ୍କ ଶାଖାର କର୍ମଚାରୀ ରାଜେଶ ବେହେରା(୩୮)। ରାଜେଶଙ୍କ ଘର…

ସବୁ ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌: ଶଶି ଥରୁର

ନୂଆଦିଲ୍ଲୀ,୨୦।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର ସୋମବାର ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ବୋଲି କହିଛନ୍ତି। ସେ କହିଛନ୍ତି, ମେ ୨୩ ପର୍ଯ୍ୟନ୍ତ ଅପେକ୍ଷା କଲେ ପ୍ରକୃତ ଫଳାଫଳ ଜଣାପଡିବ। ଥରୁର ଟୁଇଟ୍‌ କରି କହିଛନ୍ତି କି ଗତ…

ପାକିସ୍ତାନରେ ବଢି ଚାଲିଛି ଦରଦାମ

ଇସଲାମାବାଦ,୨୦।୫: ପାକିସ୍ତାନରେ ଦରଦାମ ଦିନକୁ ଦିନ ଆକାଶ ଛୁଆଁ ହୋଇଛି। ଇମ୍ରାନ ଖାଁଙ୍କ ସରକାର ମଧ୍ୟ ଏହା ଉପରେ ନିୟନ୍ତ୍ରଣ ରଖିବାରେ ଅସମର୍ଥ ହୋଇଛନ୍ତି। ବିଶେଷ କରି ଏଠାରେ ଖାଦ୍ୟ ପାନୀୟର ଦାମ ଦିନକୁ ଦିନ ଆୟତ୍ତ ବାହାରକୁ ଚାଲିଯାଉଛି। ପ୍ରଥମେ…

ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ବୋଲି ସୂଚନା ମିଳିଛି। ମୋଦି ନାଗପୁର ସ୍ଥିତ ସଂଘ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ସହ ବିଭିନ୍ନ ବିଷୟରେ ଆଲୋଚନା କରାଯିବ। ଆସନ୍ତା ୨୩ରେ ଲୋକ…

ମୋଦି ଧ୍ୟାନ କରୁଥିବା ଗୁମ୍ଫାରେ ରହିବାକୁ ଚାହିଁଲେ ଗୋଟିଏ ରାତି ପାଇଁ ଦେବାକୁ ପଡିବ ୯୯୦ଟଙ୍କା

ଡେରାଡୁନ,୨୦।୫: ଗେରୁଆ ବସ୍ତ୍ରପିନ୍ଧି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥର ଯେଉଁ ଗୁମ୍ଫାରେ ଧ୍ୟାନ କରୁଥିଲେ ତାହା ଏବେ ବେଶ୍‌ ଚର୍ଚ୍ଚିତ। ଶନିବାର ଏହି ଫଟୋଟି ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଥିଲା। ହେଲେ ଏହି ଗୁମ୍ଫାକୁ ଲାଗି ରହିଥିବା ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?