ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର
ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ ଜାତକଙ୍କ ଜୀବନରେ ବଡ଼ ପ୍ରଭାବ ପକାଇପାରେ ବୋଲି ଜ୍ୟୋତିଷବିତ୍ମାନେ ମତ ଦିଅନ୍ତି। ଜ୍ୟୋତିଷ…
ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍ଡିଏମ୍ଓ ଆସି କହିଲେ…
ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। ଏଭଳିସ୍ଥିତିରେ ମଙ୍ଗଳବାର ପାଇକମାଳର କେତେଜଣ ସଚେତନ ଯୁବକ ସକାଳ…
ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…
ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଲେ? ଗୁଆହାଟୀରେ ବିସିସିଆଇ (BCCI) ସମ୍ପାଦକ ଦେବଜିତ ସାଇକିଆ ଏବଂ…
ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….
ନୂଆଦିଲ୍ଲୀ,୬।୧୦: ବଲିଉଡ୍ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ ସେ ପୂର୍ବରୁ ନିଜ ମତ ରଖିଛନ୍ତି। ଏବେ ‘ବାତେଁ ଦିଲ୍ ସେ ୱିଦ୍…
ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍ ଓ ୫ ଏକରର ଫାର୍ମ ହାଉସ୍ ଠାବ
ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ଆୟ ତୁଳନାରେ ବିପୁଳ ପରିମାଣର ଆୟ ବହିର୍ଭୂତ…
ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍
ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ ୩୯ ବର୍ଷୀୟ ମେସିଙ୍କୁ ଆର୍ଜେଣ୍ଟିନାର ସବୁଠୁ ସଫଳ ଫୁଟବଲର ବିବେଚନା କରାଯାଏ। କାରଣ…
ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ
ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଛନ୍ତି। ଭାରତୀୟ ମହିଳା କ୍ରିକେଟ ଦଳ ପାଇଁ ଏହି ସମୀକ୍ଷା ବୈଠକ…
CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ
ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳର ନେତାମାନେ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ଆଡ଼କୁ ଶୋଭାଯାତ୍ରା କରୁଛନ୍ତି।…
ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା
ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ ଚଳିତ ବର୍ଷର ସର୍ବପିତୃ ଅମାବାସ୍ୟା ବିଶେଷ ହେବାକୁ ଯାଉଛି। ଜ୍ୟୋତିଷବିତ୍ଙ୍କ ମତ ଅନୁସାରେ,…
ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C ରେକର୍ଡ କରାଯାଇଛି । ତଥ୍ୟ ଅନୁଯାୟୀ, ଏହା ଅକ୍ଟୋବରରେ ପୁରୀର ଇତିହାସରେ ଦ୍ୱିତୀୟ…
ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍ରେ ଅଛନ୍ତି ଏମାନେ..
ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ ଶେଷ ହୋଇଛି। ବର୍ତ୍ତମାନ ପ୍ରଶ୍ନ ଉଠୁଛି ଯେ, ତାଙ୍କ ସ୍ଥାନ କିଏ ନେବ?…
ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍
ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କ ସହ ଦୁର୍ବ୍ୟବହାର, ମାଡ଼ପିଟ ଏବଂ ପରେ ପୋଲିସ ତାଙ୍କୁ ଥାନାକୁ ନେଇଯିବା…

