ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି
କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାରର ଆବଶ୍ୟକୀୟ ମରାମତି…
ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍ ନିଆଁ ଜଳିବ: ପ୍ରଦୀପ ମାଝୀ
ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି। ଏହି ଆନ୍ଦୋଳନ ୭ ଦିନ ଧରି ଚାଲିବ ବୋଲି ମହାସଂଘ ଚେତାବନୀ ଦେଇଛି। ଦୁଇ…
ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ
ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ, ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଧ୍ୟ ଯୋଗଦାନ କରିବେ ବୋଲି…
ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ। ଯଦି ଆପଣ 1 କୋଟିର ଏକ ଅବସର ପାଣ୍ଠି ଗଠନ କରିବାର ସୱପ୍ନ ଦେଖନ୍ତି,…
ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…
ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଛି। ଅନ୍ୟପକ୍ଷେ, ଏହି ବୈଠକ କାହାପାଇଁ ବସିଛି। କେଉଁ ବିଷୟରେ ଆଲୋଚନା…
ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…
ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି ଶୁଳିଆ ଯାତ୍ରା। ଏହି ଯାତ୍ରାରେ ବିଭୁକୃପା ଲାଭ କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼…
ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…
ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗୁରୁତର ଆହତ ହୋଇଛନ୍ତି। ଜାନୁଆରୀ ୩ରେ ହେବାକୁ ଥିବା…
କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍କା: ଆଉ ଦେଖିପାରିବେନି…
ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳିବାର ଦେଖାଯିବେ ନାହିଁ। ସୁରକ୍ଷା ଦୃଷ୍ଟିରୁ ବେଙ୍ଗାଲୁରୁର ସମସ୍ତ ବିଜୟ ହଜାରେ ଟ୍ରଫି…
ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…
ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ସାମିଲ ହୋଇଛନ୍ତି। ନିକଟରେ ମୋକିମ ନିଜର ବିବାଦୀୟ ମନ୍ତବ୍ୟ ପାଇଁ କଂଗ୍ରେସ ଦଳ…
ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା
ଇସଲାମାବାଦ୍,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ ଜାଣେ ଯେ, ପାକିସ୍ତାନ ଚାଇନାରୁ ସର୍ବାଧିକ ଅସ୍ତ୍ରଶସ୍ତ୍ର କିଣେ ଏବଂ ମେ ମାସରେ ଭାରତ…
ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ
ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା ଦେଖିବାକୁ ମିଳିଛି। ଜଙ୍ଗଲର ଅତି ନିକଟରେ ଘର କରି ରହୁଥିବା ପରିବାର ଭୟଭୀତ ଅବସ୍ଥାରେ…
ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…
ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର ସହିତ କିମ୍ବା ଏକ ବଡ଼ ବ୍ୟାଙ୍କ ସହିତ ମିଶ୍ରଣ କରିବାକୁ ବିଚାର କରୁଛନ୍ତି। ଏହି…

