Home Left

ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଦଳ ପାଇବ ୪ ନିୟୁତ ଡଲାର

ଲଣ୍ଡନ, ୧୭ା୫ (ପି.ଟି.)-ଆସନ୍ତା ଆଇସିସି ପୁରୁଷ ବିଶ୍ୱକପ୍‌ ପାଇଁ ମୋଟ ପୁରସ୍କାର ରାଶି ୧୦ ନିୟୁତ ଆମେରିକୀୟ ଡଲାର ରଖାଯାଇଛି। ବିଜେତା ଦଳକୁ ୪ ନିୟୁତ ଆମେରିକୀୟ ଡଲାର ମିଳିବ। ଟୁର୍ନମେଣ୍ଟ ଇତିହାସରେ ଏହା ସର୍ବାଧିକ ପୁରସ୍କାର ରାଶି। ୧୦ଟି ଦଳକୁ…

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ ରହୁଛନ୍ତି । ସରକାରୀ ଚିକିତ୍ସା ବ୍ୟବସ୍ଥାରୁ ଆସ୍ଥା ହରାଇ ଜଡିବୁଟି ଭଳି ଘରୋଇ…

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା ଦୁଇ ପୀଠର ପ୍ରାକୃତିକ ସୌନ୍ଦର୍ଯ୍ୟ ସହିତ ଧାର୍ମିକ, ଆଧ୍ୟାତ୍ମିକ, ପୌରାଣିକ, କିମ୍ବଦନ୍ତକୁ ନେଇ…

ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍‌

ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍‌ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ ନେଇ ବଲାଙ୍ଗୀର ଟାଉନ୍‌ ଥାନାରେ ଅଭିଯୋଗ କରିଛନ୍ତି ା ବଲାଙ୍ଗୀର ଜିଲା ତୁଷରା…

ହିନ୍ଦୁ ଦେବଦେବୀଙ୍କୁ ଆମାଜନର ଅପମାନ: ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭।୫: ଇ-କମର୍ସ କମ୍ପାନୀ ଆମାଜନ ସୋସିଆଲ ମିଡିଆରେ ଲୋକଙ୍କ କ୍ରୋଧର ଶିକାର ହୋଇଛି। କମ୍ପାନୀର ଟଏଲେଟ ସିଟ ବିକ୍ରି ହେଉଥିବା ସ୍ଥାନରେ ଟଏଲେଟ କଭର୍‌ ଉପରେ ହିନ୍ଦୁ ଦେବଦେବୀଙ୍କ ଫଟୋ ଲଗାଯାଇଛି। ଏହାକୁ ସୋସିଆଲ ମିଡିଆରେ ଦେଖିବା ପରେ ଲୋକମାନେ ବିରୋଧ…

ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ: ୧୮୦୦ ଲିଟର ପୋଚ ନଷ୍ଟ

ଭୁବନ,୧୭।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ଭୁବନ ଅଞ୍ଚଳରେ ଚଢ଼ାଉ କରାଯାଇ ୧୮୦୦ ଲିଟର ମହୁଲ ପୋଚ ସହ ସମସ୍ତ ମଦ ରନ୍ଧା ସରଞ୍ଜାମ ନଷ୍ଟ କରାଯାଇଛି। ଢେଙ୍କାନାଳ ଏସ୍‌ପି ଅନୁପମା ଜେମ୍ସ ଓ…

ଠାକୁରଗଡ଼ ଅଞ୍ଚଳରେ ଝଡ଼ତୋଫାନ, ଗଛ ପଡ଼ି ରାସ୍ତା ଅବରୋଧ

ବଇଣ୍ଡା,୧୭।୫(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ତଥା ଆଖପାଖ ଅଞ୍ଚଳରେ ଗୁରୁବାର ସାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଠାକୁରଗଡ଼ ମଇମୁରା ରାସ୍ତାର ଶିବ ମନ୍ଦିର ନିକଟରେ ଥିବା ଏକ ଆମ୍ବଗଛ ଭାଙ୍ଗିଯିବାରୁ ଠାକୁରଗଡ଼-ମଇମୁରାକୁ ଯୋଗଯୋଗ ବିଚ୍ଛିନ୍ନ ହୋଇପଡ଼ିଥିଲା। ଶୁକ୍ରବାର ସକାଳେ…

ଥାନା ନିକଟରୁ ବାଇକ ଚୋରି

ବଇଣ୍ଡା,୧୭।୫(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ନିକଟସ୍ଥ ଲକ୍ଷ୍ମୀବଜାର ନିକଟରୁ ଶୁକ୍ରବାର ସକାଳେ ଏକ ବାଇକ (ନଂ.ଓଆର୧୯ଜେ୨୧୬୯) ଚୋରି ହୋଇଯାଇଛି। ଏ ନେଇ ବାଇକ ଚାଳକ ସାନହୁଲା ଗ୍ରାମର ବୁଲେଟ ବିହାରୀ ସାହୁ ଥାନାରେ ଅଭିଯୋଗ କରିଛନ୍ତି। ବୁଲେଟ ସକାଳେ ଠାକୁରଗଡ଼ ଗ୍ରାମ…

ବାତ୍ୟା ପରେ ବିଗୁଡୁଛି ପରିମଳ ବ୍ୟବସ୍ଥା: କୋମାରେ ଗାଁ କଲ୍ୟାଣ ସମିତି

ବ୍ରହ୍ମଗିରି, ୧୭ା୫(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀ ପୁରୀ ଜିଲାରେ ତାଣ୍ଡବ ରଚିଛି। ଏଥିରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବ୍ରହ୍ମଗିରି ବ୍ଲକ। ବାତ୍ୟା ପରେ ବିଗୁଡୁଛି ଗାଁ ପରିମଳ ବ୍ୟବସ୍ଥା। ଗାଁ ଚାରିପଟେ ଗଦାହୋଇଛି କୁଢ କୁଢ ଆବର୍ଜନା। ପରିବେଷ ଏବେ ଦୁଷିତ।…

୫ ବର୍ଷରେ ମୋଦିଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: ପୂର୍ଣ୍ଣ ବହୁମତ ସହ ଫେରିବ ଭାଜପା

ନୂଆଦିଲ୍ଲୀ,୧୭।୫:୨୦୧୯ ସାଧାରଣ ନିର୍ବାଚନର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ହୋଇଛି। ଆସନ୍ତା ରବିବାର ୧୯ରେ ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ଲୋକ ସଭା ନିର୍ବାଚନ ପ୍ରଚାରର ଶେଷଦିନରେ ଭାଜପା କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଶାନ୍ତିଶୃଙ୍ଖଳାରେ ସାନି ମତଦାନ ଲାଗି ପୂର୍ବାଞ୍ଚଳ ଡିଆଇଜିଙ୍କୁ ଭେଟିଲେ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ୧୮୭ ଓ ୧୮୯ ନମ୍ବର ବୁଥ୍‌ରେ ମତଦାନରେ ଅନିୟମିତତା ହୋଇଥିବା କଂଗ୍ରେସ ପକ୍ଷରୁ ଜିଲା ନିର୍ବାଚନ ଅଧିକାରୀ ରମେଶ ଚନ୍ଦ୍ର ରାଉତଙ୍କ ନିକଟରେ ଗତ ଏପ୍ରିଲ ୩୦ ତାରିଖରେ ଅଭିଯୋଗ ହୋଇଥିଲା।…

ଭଦ୍ରକରେ ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି: ଗେଷ୍ଟ ହାଉସ୍‌ରୁ ୨ ମୃତଦେହ ଉଦ୍ଧାର ଘଟଣାର ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୧୭।୫ : ଶୁକ୍ରବାର ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି ସସ୍ମିତା ଦାସ ଭଦ୍ରକ ଗସ୍ତରେ ଆସି ସାଳନ୍ଦୀ ଗେଷ୍ଟହାଉସ୍‌ରୁ ୨ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ କରି ଫେରିଛନ୍ତି। ସେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ଭେଟି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?