Home Left

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ ଖେଳି ନ ପାରନ୍ତି ଲଥାମ

ଅକ୍‌ଲାଣ୍ଡ,୧୭ା୫- ଶ୍ରୀଲଙ୍କା ବିପକ୍ଷରେ ଜୁନ ୧ ତାରିଖରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡର ପ୍ରଥମ ବିଶ୍ୱକପ୍‌ ମ୍ୟାଚ୍‌ରେ ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ ଲଥାମଙ୍କ ଖେଳିବା ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଅଷ୍ଟ୍ରେଲିଆ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଆଙ୍ଗୁଠି ଫ୍ରାକଚର ହୋଇଛି। ଉଇକେଟ କିପିଂ…

ଛାତ୍ରୀଙ୍କୁ ୧୬୮ ଚାପୁଡ଼ା ମାରି ଜେଲ୍‌ ଗଲେ ଶିକ୍ଷକ

ଝାବୁଆ,୧୭।୫: ସରକାର ସମସ୍ତ ସ୍କୁଲକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବା ବେଳେ ମଧ୍ୟପ୍ରଦେଶର ଝାବୁଆ ଜିଲାର ଥାନ୍ଦଲା ଅଞ୍ଚଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଷଷ୍ଠ ଶ୍ରେଣୀର ଛାତ୍ରୀଙ୍କୁ ଶିକ୍ଷକ ସହପାଠୀଙ୍କ ଦ୍ୱାରା…

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କଠାରୁ ନର୍ସଙ୍କ ଟଙ୍କା ଶୋଷଣ କରୁଥିବା ଅଭିଯୋଗ: ସ୍ଥାୟୀ ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱେର ଅଫିସ, ୧୭।୫: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ନର୍ସମାନେ ବିଭିନ୍ନ ସମୟରେ ପ୍ରସୂତିମାନଙ୍କଠାରୁ ବେଆଇନ ଟଙ୍କା ଶୋଷଣ କରୁଥିବା ଅନେକଥର ଅଭିଯୋଗ ହୋଇଆସୁଛି। ତେବେ ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନେଉ ନ ଥିବା ବେଳେ ନର୍ସମାନଙ୍କୁ…

ଏହି ମୁସଲମାନ ଦେଶରେ ଭଗବାନ ରାମଙ୍କୁ ପୂଜା କରାଯାଏ

ଇଣ୍ଡୋନେସିଆର ଜନସଂଖ୍ୟା ପାଖାପାଖି ୨୩ କୋଟି। ଏହା ବିଶ୍ୱର ଚତୁର୍ଥ ବୃହତ୍ତମ ଜନସଂଖ୍ୟା ବିଶିଷ୍ଟ ଦେଶ କୁହାଯାଉଥିବା ବେଳେ ଏହି ଦେଶ ମୁସଲମାନ ବହୁଳ। ତେବେ ଏଠାରେ ଏମିତି ଏକ ସ୍ଥାନ ରହିଛି ଯାହାକୁ ଅଯୋଧ୍ୟା ବୋଲି କୁହାଯିବା ସହ ଏଠାକାର…

ରିଲିଜ୍‌ ପୂର୍ବରୁ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଲା ଝଟ୍‌କା

ମୁମ୍ବାଇ: ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଛି ଝଟ୍‌କା। ରିଲିଜ୍‌ ପୂର୍ବରୁ ସେନ୍‌ସର ବୋର୍ଡ ଏଥିରେ ଥିବା କିଛି ବିବାଦୀୟ ସିନ୍‌ ହଟାଇବାକୁ କହିଛି। ନିକଟରେ ଏହାର ଟ୍ରେଲର୍‌ ରିଲଜ୍‌ ହୋଇଥିବା ବେଳେ ଆସନ୍ତା ୨୪ରେ ଏହା…

୨୭ ବର୍ଷ ପରେ ପୁଣି ଥରେ ଏକାଠି ନଜର ଆସିଲେ ରିଷି-ଶାହାରୁଖ

ମୁମ୍ବାଇ: ବଲିଉଡ୍‌ର ବରିଷ୍ଠ କଳାକାର ରିଷି କପୁର କିଛି ଦିନ ହେବ ବିଦେଶରେ ଚିକିତ୍ସିତ ହେଉଛନ୍ତି। ସେଠାରେ ତାଙ୍କୁ ଦେଖା କରିବାକୁ ବଲିଉଡ୍‌ର ବହୁ କଳାକାର ପହଞ୍ଚିଥିବା ଖବର ଆସିଛି। ହେଲେ ଏଥର ନ୍ୟୁୟର୍କରେ ତାଙ୍କୁ ଭେଟିବାକୁ ପହଞ୍ଚିଛନ୍ତି ବଲିଉଡ୍‌ କିଙ୍ଗ…

ଲୋକ ସଭା ନିର୍ବାଚନର ଶେଷ ପ୍ରଚାରରେ ମୋଦି କହିଲେ ଏଥର ଭାଜପାକୁ ମିଳିବ ୩ଶହରୁ ଊର୍ଦ୍ଧ୍ୱ ଆସନ

ଖରଗୋନ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରଦେଶର ଖରଗୋନରେ ୨୦୧୯ର ଶେଷ ଲୋକ ସଭା ନିର୍ବାଚନର ପ୍ରଚାର କରିଛନ୍ତି। ଏଠାରେ ସେ କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି। ମୋଦି କହିଛନ୍ତି କଶ୍ମୀରଠାରୁ କନ୍ୟା କୁମାରୀ ପର୍ଯ୍ୟନ୍ତ ସବୁଠି ଶୁଣିବାକୁ ମିଳୁଛି ‘ଅବକି…

ମତ ବଦଳାଇଲେ କଂଗ୍ରେସର ବରିଷ୍ଠ ନେତା: ପିଏମ୍‌ ପଦ ପାଇଁ ଦେଶର ସବୁଠୁ ବଡ଼ ଦଳକୁ ମିଳୁ ସୁଯୋଗ

ନୂଆଦିଲ୍ଲୀ,୧୭।୫: ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଦେଇଥିବା ବୟାନକୁ ବଦଳାଇଲେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌। ଗୁରୁବାର କେନ୍ଦ୍ରରୁ ଏନଡିଏକୁ ହଟାଇବା ପାଇଁ କଂଗ୍ରେସ ପ୍ରଧାନମନ୍ତ୍ରୀ ପଦକୁ ‘ତ୍ୟାଗ’ କରିପାରିବ ବୋଲି ସେ କହିଥିଲେ। ତାଙ୍କ ଲକ୍ଷ୍ୟ…

ମୁଖ ଦୁର୍ଗନ୍ଧ ବି ହୋଇପାରେ ଡାଏବେଟିସ୍‌ର ଲକ୍ଷଣ

ପାଟି ଦୁର୍ଗନ୍ଧ ହେବା ସମସ୍ୟା ଡାଏବେଟିସ୍‌ର ଅନ୍ୟ ଏକ ଲକ୍ଷଣ ହୋଇପାରେ। କୌଣସି ବ୍ୟକ୍ତିଙ୍କୁ ଡାଏବିଟିସ୍‌ ଗ୍ରାସ କଲେ ପ୍ରଥମେ ରକ୍ତଶର୍କରା ସ୍ତର ଅନିୟନ୍ତ୍ରିତ ହୋଇଥାଏ। ଏହାଦ୍ୱାରା ଦାନ୍ତ ମାଢ଼ି ଦୁର୍ବଳ ହୋଇଯାଏ। ଫଳରେ ଦାନ୍ତ ମଧ୍ୟରେ ଶୂନ୍ୟସ୍ଥାନ ପରିଲକ୍ଷିତ ହୋଇଥାଏ।…

ମୋଦି ବିଶ୍ୱର ସବୁଠୁ ବଡ ଅଭିନେତା: ପ୍ରିୟଙ୍କା

ଲକ୍ଷ୍ନୌ, ୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ ଚାଲିଛି। ଏହି କ୍ରମରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଉତ୍ତର…

ଧରିତ୍ରୀ ପ୍ରଭାବ: ଫନୀ ପ୍ରଭାବିତ ଅଞ୍ଚଳରେ ଘରଭଙ୍ଗା ସର୍ଭେ, ବିପନ୍ନଙ୍କ ଭଙ୍ଗାଘରର ଜିଓ ଟ୍ୟାଗ୍‌ ବାଧ୍ୟତାମୂଳକ

କଟକ ସଦର,୧୭।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପ୍ରଭାବରେ ଗୃହଶୂନ୍ୟ ବ୍ୟକ୍ତିମାନଙ୍କୁ ପକ୍କାଘର ଯୋଗାଇ ଦେବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କର ତତ୍ପରତା ବୃଦ୍ଧି ପାଇଥିଲା। ଏ ସମ୍ପର୍କରେ ୧୬।୫।୧୯ରେ ଧରିତ୍ରୀର ଭୁବନେଶ୍ୱର ସଂସ୍କରଣର ଫନୀ ତାଣ୍ଡବ…

ବିବାହ କରିବି ତ କେବଳ ସନ୍ନି ଲିଓନୀଙ୍କ ଭଳି ଯୁବତୀଙ୍କୁ..

ବଲିଉଡ ଫିଲ୍ମରେ ନିଜର ହଟ ଏବଂ ବୋଲ୍ଡ ସିନ ପାଇଁ ସବୁବେଳେ ଚର୍ଚ୍ଚାରେ ସନ୍ନି ଲିଓନୀ। ସନ୍ନି ଲିଓନୀ ଫିଲ୍ମ ଇଣ୍ଡଷ୍ଟ୍ରୀ ଛଡା ସୋସିଆଲ ମିଡିଆରେ ବି ଅନେକ ଲୋକପ୍ରିୟ। ସନ୍ନି ଲିଓନୀଙ୍କ ଇନଷ୍ଟ୍ରାଗ୍ରାମରେ ଫଲୋୟର୍ସଙ୍କ ସଂଖ୍ୟା ୨୦ ମିଲିୟନ। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?