Home Left

ଆତ୍ମବିଶ୍ୱାସ

ନିଜ ମନକୁ ଜାଣିବା ପାଇଁ ଆତ୍ମବିଶ୍ୱାସର ଆବଶ୍ୟକତା ଅଛି। ଆତ୍ମବିଶ୍ୱାସ ମନର ସୀମାସରହଦର ବ୍ୟାପ୍ତକୁ ଦର୍ଶାଇଥାଏ। ଆଗକୁ ଯିବାର ଶକ୍ତି ଦିଏ। ମନର ଦୁର୍ବଳତା କ୍ରମଶଃ ଦୂରେଇଯାଏ। ମନ ଭିତରେ ନୂତନ ଶକ୍ତିର ସଂଚାର ହୁଏ। ଆତ୍ମବିଶ୍ୱାସ ମନେହେଉଥିବା କଥାଟି ବିଶ୍ୱାସରେ…

ଜଳବାୟୁ ପାଣ୍ଠିର ଭୂମିକା

ସାମ୍ପ୍ରତିକ ସମୟର ପ୍ରମୁଖ ଆହ୍ବାନକାରୀ ସମସ୍ୟା ମଧ୍ୟରେ ଅନ୍ତର୍ଭୁକ୍ତ ରହିଛି ବିଶ୍ୱ ତାପମାତ୍ରା ବୃଦ୍ଧି ଏବଂ ଜଳବାୟୁ ପରିବର୍ତ୍ତନ। ଏସବୁ ମାନବ ସ୍ବାସ୍ଥ୍ୟ, ବିଶ୍ୱ ଅର୍ଥନୀତି ଏବଂ ପ୍ରାକୃତିକ ପରିସଂସ୍ଥା ନିମନ୍ତେ ଗମ୍ଭୀର ବିପଦର ସୂତ୍ରପାତ କରୁଛି। ଏହି ପରିବେଶୀୟ ସମସ୍ୟାର…

୩୩ ବର୍ଷ ପରେ ରାୟ ପ୍ରକାଶ: ଦୋଷୀଙ୍କ ଦଣ୍ଡବିଧାନକୁ ଦେଖିପାରିଲେନି ପୀଡ଼ିତ

ନୀଳଗିରି,୧୯ା୭(ପ୍ରଶାନ୍ତ ବିଶ୍ୱାଳ):ରାଜନୈତିକ ଆକ୍ରୋଶର ଶିକାର ହୋଇ ମରଣସହ ସଂଗ୍ରାମ କରୁଥିବା ଜଣେ ବ୍ୟକ୍ତିଙ୍କୁ ଶେଷରେ ୩୩ବର୍ଷ ପରେ ନ୍ୟାୟ ମିଳିଥିବା ବେଳେ ଦୋଷୀଙ୍କୁ ଦଣ୍ଡ ମିଳିଛି। ମାତ୍ର ଏହି ଖୁସିର ମୁହୂର୍ତ୍ତକୁ ଦେଖିବାକୁ ପୀଡ଼ିତ ଜଣକ ଆଉ ନାହାନ୍ତି। ଏଭଳି ଘଟଣା…

ଅସୀମ କାର୍ଯ୍ୟକାଳ

ଗୋଟିଏ ସମୟରେ ସେବା ନିବୃତ୍ତ ଅନ୍ୟ କିଛି ବିଷୟକୁ ସୂଚିତ କରୁଥିଲା। ଏବେ ଏହା କାର୍ଯ୍ୟକାଳ ବୃଦ୍ଧି କିମ୍ବା ପୁନଃ ନିଯୁକ୍ତିର ଦିନ ହୋଇଗଲାଣି । କେନ୍ଦ୍ର ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନ ଏବେ ଭାରତୀୟ କାର୍ଯ୍ୟକାଳ ବୃଦ୍ଧି କରାଯାଉଥିବା ଅଧିକାରୀ…

ସବୁଠୁ ମହଙ୍ଗା କ୍ରିକେଟ ଜର୍ସି, ଖଚିତ ହୋଇଛି ୩୦ ଗ୍ରାମ ସୁନା; ଏହି ଟିମ୍‌ ପିନ୍ଧି ଖେଳିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮ା୭: ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୫: ୱେଷ୍ଟଇଣ୍ଡିଜ୍ ଚାମ୍ପିଅନସ୍ ପିନ୍ଧିବେ କ୍ରିକେଟ୍ ଇତିହାସର ସବୁଠୁ ମହଙ୍ଗା ଜର୍ସିୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୫ ଟୁର୍ନାମେଣ୍ଟ ଶୁକ୍ରବାର, ୧୮ ଜୁଲାଇରୁ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟରେ ଇଣ୍ଡିଆ ଚାମ୍ପିଅନସ୍, ୱେଷ୍ଟଇଣ୍ଡିଜ୍ ଚାମ୍ପିଅନସ୍, ଦକ୍ଷିଣ…

ସ୍କିଲ ଇଣ୍ଡିଆ ମିଶନରେ ୬ କୋଟିରୁ ଅଧିକ ଯୁବକଙ୍କୁ ମିଳିବ ଟ୍ରେନିଂ, ଏଭଳି ଉଠାନ୍ତୁ ଏହି ଯୋଜନାର ଲାଭ

ନୂଆଦିଲ୍ଲୀ,୧୮ା୭: କେନ୍ଦ୍ରୀୟ କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ (MSDE)ର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ପ୍ରଭାର) ଜୟନ୍ତ ଚୌଧୁରୀ କହିଛନ୍ତି ଯେ, ସ୍କିଲ୍ ଇଣ୍ଡିଆ ମିଶନ ଅଧୀନରେ ଦେଶରେ ୬ କୋଟିରୁ ଅଧିକ ଲୋକଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। କେନ୍ଦ୍ରୀୟ ମନ୍ତ୍ରୀ କହିଛନ୍ତି ଯେ,…

FM କଲେଜ ଛାତ୍ରୀ ଘଟଣାରେ ସାଙ୍ଘାତିକ ତଥ୍ୟ ଦେଲେ ନନା: କହୁକହୁ କହିଲେ ରାଜନୀତିରୁ ସନ୍ୟାସ ….

ଭୁବନେଶ୍ୱର,୧୮।୭:  FM କଲେଜ ଛାତ୍ରୀଙ୍କ  ମୃତ୍ୟୁ ଘଟଣାକୁ ରାଜନୀତି କରାଯିବା ସହ ଏହା ମଧ୍ୟ ଦିନକୁ ଦିନ ନୂଆ ମୋଡ଼ ନେଉଛି। ବର୍ତ୍ତମାନ ଆଭ୍ୟନ୍ତରୀଣ କମିଟି (ICC) ରିପୋର୍ଟର ଖୁଲାସାକରି  ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସାଙ୍ଘାତିକ ବୟାନ ଆଉ କିଛି କହୁଛି।…

ଏବେ ୯ କ୍ୟାରେଟ୍ ସୁନା ପାଇଁ ବି ହଲମାର୍କିଂ ବାଧ୍ୟତାମୂଳକ, ଲାଗୁ ହେଲା ନୂଆ ନିୟମ

ନୂଆଦିଲ୍ଲୀ,୧୮ା୭: କଭାରତୀୟ ମାନକ ବ୍ୟୁରୋ (BIS) ଶୁକ୍ରବାର ଦିନ ୯ କ୍ୟାରେଟ୍ ସୁନାକୁ ବାଧ୍ୟତାମୂଳକ ହଲମାର୍କିଂ ଶ୍ରେଣୀରେ ଅନ୍ତର୍ଭୁକ୍ତ କରିଛି। ଏହି ନୂଆ ନିୟମ ଚଳିତ ଜୁଲାଇ ମାସରୁ ଲାଗୁ ହୋଇଛି। ହଲମାର୍କିଂ ସୁନାର ଶୁଦ୍ଧତାର ଗ୍ୟାରେଣ୍ଟି ଦେଇଥାଏ। ନୂଆ ଘୋଷଣା ଅନୁଯାୟୀ,…

ଦାନାବାନ୍ଧୁଛି ଆଉ ଏକ ଲଘୁଚାପ: ୨୬ ଯାଏ ପ୍ରବଳ ବର୍ଷା,ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୧୮।୭(ଅନୁରାଧା ମହାରଣା)- ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନାବାନ୍ଧୁଛି। ଆସନ୍ତା ୨୨ରୁ ୨୪ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ ରୂପ ନେଇପାରେ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬…

ମଦ୍ୟପଙ୍କ ଅଜବ କାଣ୍ଡ: ନିଶାସକ୍ତ ଅବସ୍ଥାରେ ଜୀଅନ୍ତା ନାଗ ସାପକୁ ଚୋବାଇ ଖାଇଲେ, ଏବେ…

ବଲାଙ୍ଗୀର,୧୮।୭ (ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ଅଜବ କାଣ୍ଡ କରିଛନ୍ତି। ମଦ୍ୟପଜଣଙ୍କ ଜୀଅନ୍ତା ନାଗ ସାପକୁ ଖାଇ ଗୁରୁତର ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଭୀମଭୋଇ ମେଡିକାଲ କଲେଜ…

ବାଲୁକାକଳା ଶିଖାଉଛନ୍ତି ସୁଦର୍ଶନ ପଟ୍ଟନାୟକ…ଜାଣନ୍ତୁ କିପରି ଏବଂ କେଉଁଠି କରିବେ ଆଡ୍‌ମିଶନ୍‌?

ଭୁବନେଶ୍ୱର,୧୮।୭: ସ୍ୟାଣ୍ଡ ଆର୍ଟ ବିଷୟରେ ପ୍ରାୟତଃ ସମସ୍ତେ ଜାଣିଥିବେ। ସୁଦର୍ଶନ ପଟ୍ଟନାୟକ ବାଲିରେ କଳାକୃତି କରି ଏହାକୁ ବିଶ୍ୱବ୍ୟାପୀ ପ୍ରତିଷ୍ଠା ଦେଇଛନ୍ତି। ଯଦି ଆପଣ ମଧ୍ୟ ସ୍ୟାଣ୍ଡ ଆର୍ଟ ଶିଖିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ସୁଦର୍ଶନ ପଟ୍ଟନାୟକଙ୍କଠାରୁ ଶିଖିବାର ସୁଯୋଗ ମିଳିଛି।…

କର୍ତ୍ତବ୍ୟରେ ଅବହେଳା, କର୍ତ୍ତୃପକ୍ଷଙ୍କ ଆଦେଶକୁ ଅବମାନନା:  ନିଲମ୍ବିତ ହେଲେ ୪…

ଗଜପତି,୧୮।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ୪ ଜଣ ସ୍ବାସ୍ଥ୍ୟ ବିଭାଗର କମ୍ୟୁନିଟି ହେଲଥ ଅଫିସରଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି। ନିଲମ୍ବିତ  ହେଲଥ ଅଫିସର ମାନେହେଲେ ମୋହନା ବ୍ଲକର ପାଣିଗଣ୍ଡା, ରାଇପଙ୍କା, ବୁତୁଲି ଏବଂ ଆର. ଉଦୟଗିରି ବ୍ଳକର ଶିଆଳିଲଟି ଆୟୁଷ୍ମାନ ଆରୋଗ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri