ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି
ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ କୂଳିଆ ବାସିନ୍ଦା ଆତଙ୍କିତ ହୋଇପଡିଛନ୍ତି। ପାଣିରେ ପ୍ରବେଶ କରିବା ମାତ୍ରେ କୁମ୍ଭୀର ଆକ୍ରମଣରେ…
ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର
ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ ବିଲ୍କୁ ଅନୁମୋଦନ ଦେଇଛନ୍ତି। ‘ତେଲଙ୍ଗାନା ଏମ୍ପ୍ଲଇଜ୍ ଆକାଉଣ୍ଟେବିଲିଟି ଆଣ୍ଡ୍ ମନିଟରିଂ ଅଫ୍ ପାରେଣ୍ଟିଆଲ…
ପାକିସ୍ତାନରେ ହେବ ଲକ୍ଡାଉନ୍
ଇସ୍ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍ ସରକାର ପ୍ରତି ସପ୍ତାହରେ ୨ ଦିନ ଲକ୍ଡାଉନ୍ କରିବା ପାଇଁ ବିଚାର କରୁଛନ୍ତି। ଏନେଇ ଏକ…
ଭିମ୍ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି। ବର୍ତ୍ତମାନ ସେ ଭିମ୍ସାରର ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।…
ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର
ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ ପ୍ରଚଳିତ ଦଣ୍ଡାଦେଶ କାମ ଦେଉ ନ ଥିବା ସେ ପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ,…
ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା ପୋଲିସ । ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ପାଟପୁର ପୋଲିସ ରବିବାର ସକାଳେ…
ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’
ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ ଅଭିଯାନର ରିପୋର୍ଟ ମଧ୍ୟରେ, ଇରାନ ସେନା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପାରସ୍ୟ…
ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ
ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍ କୁମାର ରାଉତ(୧୫)। ମିଳିଥିବା ସୂଚନା ମୁତାବକ, ଯାଜପୁର ଜିଲା ସଦର ଥାନା ଅନ୍ତର୍ଗତ ଚିତାହାଟ ଅଞ୍ଚଳର…
ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ
ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି । ଏପରିକି ବିକ୍ରୀରେ ମୂଳ ମଧ୍ଯ ମିଳୁ ନଥିବା ଯୋଗୁଁ ଚାଷୀମାନେ ଅଧାରୁ ଅମଳକୁ…
ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….
ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେବା ସହ ଏକ ପ୍ରକାର ଛନକା…
ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ ଯୁଦ୍ଧ ଚାଲିଥିବାରୁ ଖାଉଟିଙ୍କୁ ସିଲିଣ୍ଡର ଯୋଗାଣରେ ଅଧିକା ବିଭ୍ରାଟ ଦେଖାଦେଇଛି । ବିଶେଷକରି…
ଦଳାଚକଟା ପୀଡ଼ିତଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍ସିବି ଅଧିନାୟକ
ବେଙ୍ଗାଲୁରୁ,୨୯ା୩: ସନ୍ରାଇଜର୍ସ ବିପକ୍ଷ ମ୍ୟାଚ୍ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି ବିଜୟକୁ ଅଧିନାୟକ ରଜତ ପଟିଦାର ଗତବର୍ଷ ଦଳାଚକଟାରେ ପ୍ରାଣ ହରାଇଥିବା ୧୧ ପ୍ରଶଂସକଙ୍କ…
Archives


