‘ଗଣତନ୍ତ୍ରର ସୁରକ୍ଷା ପାଇଁ ଏକଜୁଟ ହେବାକୁ ଆହ୍ୱାନ’
ପାଟଣା,୪।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର ଭାଜପା ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଅଭିଯାନ ଅବସରରେ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଧାକାନ୍ତ ମହାନ୍ତଙ୍କ…
ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, ୨ରୁ ଅଧିକ ସନ୍ତାନ ଥିଲେ ନିର୍ବାଚନ…..
ନୂଆଦିଲ୍ଲୀ,୪ା୧୧(ପି.ଟି): ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି । ତେଣୁ ୨ରୁ ଅଧିକ ସନ୍ତାନ ଥିବା ବ୍ୟକ୍ତିଙ୍କୁ ଦଣ୍ଡିତ କରୁଥିବା ଆଇନଗୁଡ଼ିକ ଏବେ ନିଜର ପ୍ରାସଙ୍ଗିକତା ହରାଇଛନ୍ତି…
ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍ ଝାମ୍ପିନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୪ା୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ-ଧାନଘର ଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଜଣେ ବ୍ୟବସାୟୀ କୁଞ୍ଜନ ପାଢ଼ୀଙ୍କ ଠାରୁ ୬୦ ହଜାର ଟଙ୍କା ଥିବା ହ୍ୟାଣ୍ଡ ବ୍ୟାଗକୁ ବୁଧବାର ମଧ୍ୟାହ୍ନରେ କିଛି ଦୁର୍ବୃତ୍ତ ଅଭିନବ ଉପାୟରେ କୌଶଳକ୍ରମେ ଲୁଟି…
କୋର୍ଟରେ ହାଜର ହେଉନଥିଲେ, ୨ ଅଭିଯୁକ୍ତଙ୍କୁ ଗିରଫ କଲା ପାଟପୁର ପୋଲିସ
ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର କୁନା ବେହେରା ଏବଂ ଯୁଧିଷ୍ଠିର ବେହେରାଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛନ୍ତି । ଅଭିଯୁକ୍ତ ଦ୍ବୟ ମାଜିଷ୍ଟ୍ରେଟଙ୍କ ଆଦେଶ ପ୍ରକାରେ…
ଘରେ ଲୁଚାଇ ରଖିଥିଲେ ବିପୁଳ ବାଣ, ଚଢ଼ାଉ କରି ଜବତ କଲା ପୋଲିସ
ଦିଗପହଣ୍ଡି/ଚିକିଟି,୪।୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ପୋଲିସ ଟିମ୍ ଚିକିଟି ପେଣ୍ଠ ଗ୍ରାମର ଏକ ଘରେ ଚଢ଼ାଉ କରିଛି । ବେଆଇନ ଭାବେ ବିକ୍ରି ପାଇଁ ମହଜୁଦ ଥିବା ବିଭିନ୍ନ କମ୍ପାନୀ ନିର୍ମିତ…
’ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କଲେ ଜିଲାପାଳ, ହିତାଧିକାରୀଙ୍କ ବିକାଶ ଉପରେ ସ୍ପେଶାଲ ଫୋକସ୍
ଗୋଲାମୁଣ୍ଡା,୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ପଞ୍ଚାୟତର ତୁର୍ଲାପଡା(ବାଗମୁଣ୍ଡା ) ଗ୍ରାମରେ ବୁଧବାର ‘ଅନ୍ତ୍ୟୋଦୟ ନଗର’ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଜିଲାପାଳ ପାଓ୍ବାର ସଚିନ ପ୍ରକାଶ। ଏହି ଅବସରରେ ଜିଲାପାଳ ସେଠାରେ ନିର୍ମାଣାଧୀନ ‘ଅନ୍ତ୍ୟୋଦୟ ଗୃହ’ର ହିତାଧିକାରୀମାନଙ୍କୁ…
ଆଇସିସି ରାଙ୍କିଂରେ ବଡ଼ ପରିବର୍ତ୍ତନ, ନମ୍ବର-୧ ବୋଲର ହେଲେ….
ନୂଆଦିଲ୍ଲୀ,୪।୧୧: ଆଇସିସି ପକ୍ଷରୁ ବୁଧବାର ଜାରି ହୋଇଥିବା ସଦ୍ୟତମ ରାଙ୍କିଂରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଅଷ୍ଟ୍ରେଲିଆର ଅଭିଜ୍ଞ ଦ୍ରୁତ ବୋଲର ମିଚେଲ୍ ଷ୍ଟାର୍କ ପୁଣିଥରେ ଟେଷ୍ଟ୍ ବୋଲିଂ ରାଙ୍କିଂର ଶୀର୍ଷ ସ୍ଥାନ ଦଖଲ କରିଛନ୍ତି । ଦକ୍ଷିଣ ଆଫ୍ରିକାର…
ଏହି ୫ କ୍ଷେତ୍ରରେ ହୋଇଯାଆନ୍ତୁ କଞ୍ଜୁସ୍, ଆକାଉଣ୍ଟରେ ରହିବ ଖାଲି ଟଙ୍କା ହିଁ ଟଙ୍କା
ପ୍ରାଚୀନ ଭାରତର ଜଣେ ମହାନ ରାଜନୀତିଜ୍ଞ, ଦାର୍ଶନିକ ଏବଂ କୂଟନୀତିଜ୍ଞ ଥିଲେ। ତାଙ୍କର ବୁଦ୍ଧି ଏବଂ ଦୂରଦର୍ଶୀ ଚିନ୍ତାଧାରା ଯୋଗୁ ତାଙ୍କୁ ଭାରତୀୟ ଇତିହାସର ଜଣେ ସର୍ବଶ୍ରେଷ୍ଠ ପ୍ରତିଭା ଭାବରେ ଗ୍ରହଣ କରାଯାଏ। ଚାଣକ୍ୟ ନୀତି ଅନୁସାରେ ପାଞ୍ଚଟି କ୍ଷେତ୍ର ବିଷୟରେ…
ବନ୍ୟା ପରେ ପାନୀୟ ଜଳ ଯୋଗାଣ ସ୍ୱାଭାବିକ କରିବାକୁ ପ୍ରୟାସ, ସାନଖେମୁଣ୍ଡିରେ ୨୪ରୁ ୨୧ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ
ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଗ୍ରାମାଞ୍ଚଳ ମାନଙ୍କରେ ବାତ୍ୟା ପରବର୍ତ୍ତୀ ବନ୍ୟା ପ୍ରଭାବିତ ଗାଁ ମାନଙ୍କରେ ବହୁ ସଂଖ୍ୟକ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିଥିଲା। ବୁଧବାର ସୁଦ୍ଧା ୨୪ ଟି ଅଚଳ ପ୍ରକଳ୍ପ ମଧ୍ୟରୁ…
୧୦ ହଜାର ଲାଞ୍ଚ ନେଇ ଫସିଲେ SI; ଭିଜିଲାନ୍ସକୁ ଦେଖି ପୋଖରୀକୁ ଡେଇଁଲେ, ତାପରେ…
ଭୁବନେଶ୍ବର,୪।୧୧: ଲାଞ୍ଚ ନେବା ପରେ ଭିଜିଲାନ୍ସ ଟିମ୍କୁ ଦେଖି ଖସିଯିବାକୁ ଉଦ୍ୟମ କରିଥିଲେ ପୋଲିସ୍ ସବ୍-ଇନ୍ସପେକ୍ଟର (SI) । ରାସ୍ତାରେ ଦୌଡ଼ୁଥିବା ବେଳେ ଖସିବାକୁ ଯାଇ ଏକ ପୋଖରୀକୁ ଡେଇଁ ପଡ଼ିଥିଲେ । ହେଲେ ଭିଜିଲାନ୍ସ ଟିମ୍ ମଧ୍ୟ ପୋଖରୀକୁ ଡେଇଁ…
ବନ୍ୟାରେ ଗଞ୍ଜାମର ୪୯୮ ସ୍କୁଲ୍ କ୍ଷତିଗ୍ରସ୍ତ, ଏହି ତାରିଖ ଯାଏ ବଢ଼ିଲା ଛୁଟି
ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାର ୪୯୮ଟି ବିଦ୍ୟାଳୟ କ୍ଷତିଗ୍ରସ୍ତ ହୋଇଛି । ଜିଲାର ମୋଟ ୩୦୯୮ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ମଧ୍ୟରୁ ୪୯୮ଟି ବିଦ୍ୟାଳୟର କ୍ଷୟକ୍ଷତି ହୋଇଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି…
ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଆଗରେ ଧାରଣା, ବୁଝାଶୁଝା ପରେ…
ରିଆମାଳ,୪ା୧୧(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବେଗୁନିଆଁନାଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବି ନେଇ ବୁଧବାର ଅଭିଭାବିକା ଓ ଅଭିଭାବକ, ଛାତ୍ରୀଛାତ୍ର ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଥିଲେ।…

