Home Left

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ ପାଇଁ ସେମାନଙ୍କର ଆକାଉଣ୍ଟଗୁଡ଼ିକୁ ଏକ ସକ୍ରିୟ ସିମ ସହିତ ଲିଙ୍କ କରିବା ବାଧ୍ୟତାମୂଳକ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ। ଫେବୃଆରୀ ୨୧ ତାରିଖରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଥିଲା, ଯାହା ପରେ ତାଙ୍କୁ…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର କଞ୍ଚା ଇଟାରେ ବୁଲ୍‌ଡୋଜର ଚଢ଼ାଇ ନଷ୍ଟ କରି ଦିଆଯାଇଛି। ଅଞ୍ଚଳରେ ବଢୁଥିବା ପ୍ରଦୂଷଣକୁ…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି ବିଜୟ ସତ୍ତ୍ୱେ, ଟିମ ଇଣ୍ଡିଆର ଅଲରାଉଣ୍ଡର ଶିବମ ଦୁବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ବିବାହ ପରେ ପ୍ରଥମଥର ଏକାଠି ନଜର ଆସିଲେ ରଶ୍ମିକା-ବିଜୟ, ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍‌ କଲେ ପ୍ରଶଂସକ

ମୁମ୍ବାଇ: ଦକ୍ଷିଣ ସିନେମାର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ ୨୬ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ ପ୍ରଥମ ଥର ପାଇଁ ଏହି ଯୋଡ଼ିଙ୍କୁ ଏକାଠି ଦେଖିବାକୁ ମିଳିଛି। ବିଜୟ ଏବଂ…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ଉମାଶଙ୍କର ବେହେରା ଯୋଗଦେଇ ଚଳିତବର୍ଷ ଯୁକ୍ତ ୨…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ ଆସୁଛି ଯାହାକୁ ଲୋକେ ଭାବୁଛନ୍ତି ଏହା କ’ଣ ସତ୍ୟ। ନିକଟରେ ଉତ୍ତର ପ୍ରଦେଶର…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି। ରାୟ ଉପରେ ପ୍ରତିକ୍ରିୟା ଦେଇ ତେଲଙ୍ଗାନା ଜାଗୃତିର ପ୍ରତିଷ୍ଠାତା କେ. କବିତା ‘ସତ୍ୟମେବ…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ…

ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ, ଲକ୍ଷଲକ୍ଷ ଇଣ୍ଡିଆନ ରେଲେଓ଼୍ବରେ ହେବ…

ନୂଆଦିଲ୍ଲୀ,୨୭।୨: ରେଳ ମନ୍ତ୍ରଣାଳୟ ପେନସନଭୋଗୀଙ୍କୁ ସାଇବର ଠକେଇ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇ ଏକ ସରକାରୀ ପରାମର୍ଶ ଜାରି କରିଛି। ସମ୍ପ୍ରତି, ଅନେକ ମାମଲା ସାମ୍ନାକୁ ଆସିଛି ଯେଉଁଠାରେ ଠକମାନେ ରେଳ ଅଧିକାରୀ ଭାବରେ ନିଜକୁ ପେନସନଭୋଗୀଙ୍କୁ ଫୋନ କରୁଛନ୍ତି।…

ବଦ୍‌ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!

ଇସଲାମାବାଦ୍‌,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ କାର୍ଯ୍ୟାଳୟ ଚାରିପାଖରେ ଥିବା ଅଞ୍ଚଳ ସମେତ ଅନେକ ପାକିସ୍ତାନୀ ସାମରିକ…

ଦିନ ଦ୍ୱିପ୍ରହରେ ହେଲମେଟ୍‌ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…

ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି ଯାତ୍ରା ଆରମ୍ଭ ହୋଇଗଲାଣି। ଗତ କାଲି ସମସ୍ତ ସାହି ଠାକୁରଙ୍କୁ ଫଗୁ ଅର୍ପଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri