Home Left

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ ପଡ଼ିଆ ବାହାରେ, ସେ ଆହୁରି ଅଧିକ ସୁଦୃଢ଼ ଇନିଂସ ଖେଳୁଛନ୍ତି। କୋଟି କୋଟି ଟଙ୍କାର…

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି ଜାମଝାରୁ ବାସୁଦେବପୁର ଆଡକୁ ଆସୁଥିବା ବେଳେ ଟ୍ରେଲର୍‌ଟି ଧାମରାରୁ ଜାମଝାଡି ଆଡକୁ ଯାଉଥିଲା। ସକାଳ…

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା। ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ…

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି ରେଳ ବିଭାଗର ବର୍ଦ୍ଧିତ ଖର୍ଚ୍ଚ। ଗତ ଦଶନ୍ଧି ମଧ୍ୟରେ ରେଳବିଭାଗ ଏହାର ନେଟ୍‌ଓ୍ବର୍କ ଏବଂ…

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ମତାନ୍ତର ମନାନ୍ତର ରହିବା ସ୍ବାଭାବିକ, କିନ୍ତୁ ସମସ୍ତଙ୍କୁ…

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ। ଏହି ମହୋତ୍ସବରେ ୧୧ଦିନ ବ୍ୟାପୀ ବରଗଡ଼ରେ ଚାଲିବ କଂସ ରାଜୁତି। ବରଗଡ଼ ସହର ମଥୁରାନଗରୀ…

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିଥିଲା। ଏହାକୁ ନେଇ ମହାକାଳପଡ଼ା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ସମେତ…

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁ ଲାଗି ବୃଦ୍ଧ ଆନନ୍ଦ ସିଂ(୬୫) ଜୀବନ୍ତ ଦଗ୍ଧ ହୋଇଛନ୍ତି। ଯାହାକୁ ନେଇ ଅଞ୍ଚଳରେ…

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ ଅଭିଯୋଗ କରିଥିଲେ ଯେ ଭାଜପା ଧର୍ମନିରପେକ୍ଷତା ବା ସେକ୍ୟୁଲାରିଜମର ଧାରଣାକୁ ଗ୍ରହଣ କରେ ନାହିଁ…

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ କରିଛନ୍ତି। ସୀମା ସୁରକ୍ଷା ବାହିନୀ ଆଇନ, ୧୯୬୮ ଅନୁଯାୟୀ ପ୍ରଦତ୍ତ କ୍ଷମତା ବ୍ୟବହାର କରି…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି ଅଞ୍ଚଳବାସୀଙ୍କ ପାଇଁ ଏକ ଆବେଗଓ ଉତ୍କଣ୍ଠା। ୨୦୧୫ମସିହାରୁ ଆରମ୍ଭ ଗୋଇଥିବା ଏଇ ରାଜ୍ୟ ସ୍ତରୀୟ…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ, ବୁଲିବା ପାଇଁ ବେଷ୍ଟ ଯାଗା

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି ହୋଇ ପଡ଼ିଥାଏ। ଏହି ଜଳପ୍ରପାତ ରାଜ୍ୟ ସରକାରଙ୍କ ଦ୍ୱାରା ପର୍ଯ୍ୟଟନୀସ୍ଥଳୀର ମାନ୍ୟତା ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?