Home Left

ସଚିନଙ୍କୁ ମିଳୁଛି କେତେ ପେନସନ୍‌: ଧୋନୀଙ୍କଠୁ କମ୍‌ ନା ବେଶୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୭।୭: ଅବସରପ୍ରାପ୍ତ ଭାରତୀୟ ଖେଳାଳିମାନେ ପ୍ରତି ମାସରେ ବିସିସିଆଇରୁ ପେନସନ ପାଆନ୍ତି। ବିସିସିଆଇ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ପ୍ରତି ମାସରେ ୭୦,୦୦୦ ଟଙ୍କା ପେନସନ ଆକାରରେ ଦିଏ। ସଚିନ ଏବଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି। କିନ୍ତୁ…

ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍‌ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ…

ଟ୍ରମ୍ପଙ୍କ ଚାଲ୍‌ରେ ଫସିଯିବ କି ଭାରତ: ହୋଇପାରେ ବଡ଼ କ୍ଷତି

ଓ୍ବାଶିଂଟନ୍‌,୧୭।୭: ଭାରତ ଏବଂ ଆମେରିକା ମଧ୍ୟରେ ଟ୍ରେଡ୍‌ ଡିଲ୍‌ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି ସୂଚାଇଛନ୍ତି ଯେ, ଭାରତ ସହିତ ଏହି ଚୁକ୍ତିନାମା ଇଣ୍ଡୋନେସିଆ ସହିତ ତାଙ୍କର ବାଣିଜ୍ୟ ଚୁକ୍ତିନାମା ପରି ହୋଇପାରେ। କିନ୍ତୁ…

କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦକୁ ସ୍ବତଃପୂର୍ତ୍ତ ସମର୍ଥନ

କର୍ଲାମୁଣ୍ଡା,୧୭ା୭(ପ୍ରଦୀପ କୁମାର ସାହୁ): ବାଲେଶ୍ବର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି କଂଗ୍ରେସ। ଗୁରୁବାର କଂଗ୍ରେସ ସମେତ ବାମ ପନ୍ଥୀ ଦଳମାନେ ଦେଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦକୁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ସ୍ବତଃପୂର୍ତ୍ତ…

ରାଜଧାନୀରେ କଂଗ୍ରେସର ଗର୍ଜନ: ଭୁବନେଶ୍ୱରକୁ ମାଡ଼ି ଆସିଲେ…

ଭୁବନେଶ୍ୱର,୧୭।୭: ସୌମ୍ୟାଙ୍କ ମୃତ୍ୟୁ ଘଟଣାରେ ଓଡ଼ିଶା ସହ ଜାତୀୟ ରାଜନୀତି ସରଗରମ ରହିଛି। ଘଟଣାକୁ ନେଇ କଂଗ୍ରେସ ଆଜି ଓଡ଼ିଶାରେ ବଡ଼ ବନ୍ଦ ଡାକରା ଦେଇଛି। ତେବେ ରାଜ୍ୟରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଶେଷ କରି ଭୁବନେଶ୍ବରର ବିଭିନ୍ନ…

ହୁତୁହୁତୁ ହୋଇ ଜଳିଗଲା ଶପିଂ ମଲ୍‌, ଜୀବନ୍ତ ଜଳିଗଲେ ୫୦ରୁ ଊର୍ଦ୍ଧ୍ୱ, ଭାଇରାଲ ହେଉଛି ଭିଡ଼ିଓ

ବାଗଦାଦ,୧୭।୭: ଇରାକର ଏକ ଶପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡରେ ଅତି କମରେ ୫୦ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ରିପୋର୍ଟ ମିଳିଛି। ସମ୍ବାଦ ସରବରାହ ସଂସ୍ଥା AFP ଅନୁଯାୟୀ, ଇରାକର ଅଲ-କୁଟରେ ଥିବା ଏକ ସୁପରମାର୍କେଟରେ ଏହି ଘଟଣା ଘଟିଥିବା କୁହାଯାଉଛି।…

Video: ନ୍ୟୁଜ ପଢିବା ବେଳେ ଇସ୍ରାଏଲର ବୋମାମାଡ଼ରେ ହଡବଡେଇ ଯାଇ ଦୌଡିଲେ ଉପସ୍ଥାପିକା

ଜେରୁଜେଲମ,୧୭।୭: ଇରାନ ପରେ ଏବେ ଇସ୍ରାଏଲ ସିରିଆ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଛି। ଇସ୍ରାଏଲୀ ସେନା ବୁଧବାର (୧୬ ଜୁଲାଇ ୨୦୨୫) ସିରିଆର ରାଜଧାନୀ ଡାମାସ୍କସରେ ପ୍ରତିରକ୍ଷା ମନ୍ତ୍ରଣାଳୟ ମୁଖ୍ୟାଳୟ ଏବଂ ରାଷ୍ଟ୍ରପତି ଭବନ ନିକଟରେ ଡ୍ରୋନ ଆକ୍ରମଣ କରିଛି। ଏହି…

ସବୁକିଛି ଠପ୍‌: ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ-କମ୍ୟୁନିଷ୍ଟ କର୍ମୀ

ଦିଗପହଣ୍ଡି,୧୭।୭(ଅଶେଷ ନାଥ ମିଶ୍ର): ଶ୍‌ବାଲେଶ୍ୱର ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀ ସ୍ବର୍ଗତା ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ତଥା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଗୁରୁବାର ଦିଗପହଣ୍ଡିଠାରେ କଂଗ୍ରେସ ଓ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଶାନ୍ତିପୂର୍ଣ୍ଣ ବନ୍ଦ…

ବନ୍ଦ ପାଳନବେଳେ ବ୍ୟାନରରୁ କାଟି ବାହାର କରିଦେଲେ କଂଗ୍ରେସ ବିଧାୟକଙ୍କ ଫଟୋ, କମିଟିର ଅବହେଳା ପାଇଁ…

ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ସାରା ରାଜ୍ୟରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ବନ୍ଦ ପାଳନ କରାଯାଉଛି। ତେବେ ବନ୍ଦ ପାଳନ ବେଳେ ଏକ ଅଭାବନୀୟ ପରିସ୍ଥିତି…

ମୁହଁ ଲୁଚାଇ କାନ୍ଦିଲେ ଶୁବମନ ଗିଲ୍‌: ଜାଣନ୍ତୁ କ’ଣ ଘଟିଲା, ଦେଖନ୍ତୁ ଭିଡିଓ

ଲର୍ଡସ,୧୭।୭: ଏଜବାଷ୍ଟନ ଟେଷ୍ଟ ମ୍ୟାଚରେ ଇତିହାସ ସୃଷ୍ଟି କରିବା ପରେ ଭାରତୀୟ ଦଳର ଅଧିନାୟକ ଶୁବମନ ଗିଲ ବହୁତ ଖୁସି ଦେଖାଯାଉଥିଲେ। ସମାନ ଉତ୍ସାହ ସହିତ ସେ ପୁଣିଥରେ ଇଂଲଣ୍ଡକୁ ପରାସ୍ତ କରିବା ଉଦ୍ଦେଶ୍ୟରେ ଲର୍ଡସ ଗ୍ରାଉଣ୍ଡରେ ପ୍ରବେଶ କରିଥିଲେ। ତାଙ୍କ…

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବି: କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ

ପାଟଣା,୧୭।୭(ବୀର କିଶୋର ଦାଶ): ଏଫ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ପାଟଣା କଂଗ୍ରେସ ପକ୍ଷରୁ କେନ୍ଦୁଝର ଜିଲା ପାଟଣା ବ୍ଲକ ଓ ସାହାର ପଡ଼ା ବ୍ଲକରେ ଶାନ୍ତି ପୂର୍ଣ୍ଣ…

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଡରାଇଲାଣି ହତ୍ୟାର ଭୟ, କହିଲେ ଯଦି ମୋର କିଛି ହୁଏ…

ଲାହୋର,୧୭।୭: ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବୁଧବାର ତାଙ୍କ ଦଳର ସଦସ୍ୟମାନଙ୍କୁ କହିଛନ୍ତି ଯେ ଯଦି ତାଙ୍କ ସହିତ ଏଠାରେ କିଛି ହୁଏ, ତେବେ ଏଥିପାଇଁ ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ଦାୟୀ ରହିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri