ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…
ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ…
ଏତେ କୋଟି ଟଙ୍କାର ସୁନା ପିନ୍ଧିଥିଲେ ରଶ୍ମିକା-ବିଜୟ , ମୂଲ୍ୟ ଶୁଣିଲେ ଉଡିଜିବ ହୋସ୍
ମୁମ୍ବାଇ: ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର ପର୍ଯ୍ୟନ୍ତ ସମସ୍ତେ ସେମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଏହି ସମୟରେ, ସେମାନେ ଇନଷ୍ଟାଗ୍ରାମରେ ସେମାନଙ୍କର ତେଲୁଗୁ ବିବାହର ଫଟୋ ଶେୟାର…
ଜିଇବା ପାଇଁ ପିଇବା
ର୍ବତ ଏବଂ ଲସିର ଦେଶ ରୂପେ ଭାରତ ପ୍ରସିଦ୍ଧ। କିନ୍ତୁ ଅଧିକାଂଶ ଭାରତୀୟ ଆଜି ପାଶ୍ଚାତ୍ୟ ପେୟ ଦ୍ୱାରା ପ୍ରଭାବିତ। ନିଜକୁ ‘ଆଧୁନିକ’ ପ୍ରମାଣିତ ପାଇଁ ଭାରତୀୟମାନେ ପ୍ରଚୁର ‘ଦୂଷିତ’ ମୃଦୁ ପାନୀୟ ସେବନ କରୁଛନ୍ତି। ବୈଜ୍ଞାନିକଙ୍କ ମତରେ ଏହା ମାଧ୍ୟମରେ…
ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ
ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ୨୩,୧୮୨ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏକ ସୁସ୍ଥ…
ଅମଲାତାନ୍ତ୍ରିକ ବିବାଦ
ନିକଟରେ କର୍ନାଟକ ହାଇକୋର୍ଟ ଆଇପିଏସ୍ ଅଧିକାରୀ ଡି. ରୂପା ମୁଦଗିଲ୍ଙ୍କ ଦ୍ୱାରା ଆଇଏଏସ୍ ଅଧିକାରୀ ରୋହିଣୀ ସିନ୍ଧୁରୀଙ୍କ ବିରୋଧରେ ଦାୟର ମାନହାନି ମାମଲାକୁ ରଦ୍ଦ କରିବାକୁ ମନା କରିଦେଇଛନ୍ତି। ୨୦୨୩ ମସିହାରେ ଅଭିଯୋଗ ଏବଂ ଲଗାତର ସୋସିଆଲ ମିଡିଆ ପୋଷ୍ଟରୁ ଆରମ୍ଭ…
ଅନାଥ ଆଶ୍ରମରୁ ଶିଶୁ ବିକ୍ରି ଅଭିଯୋଗ: ଏତଲା ପରେ ତଦନ୍ତ ଆରମ୍ଭ
ଭବାନୀପାଟଣା, ୨୮।୨ (ଉତ୍ତମ କୁମାର ଦାଶ): ଅସହାୟ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଶିଶୁ ବିକ୍ରି ଭଳି ଘଟଣାକୁ ରୋକିବା ପାଇଁ ପୋଷ୍ୟ ଗ୍ରହଣର ବିଧିବଦ୍ଧ ବ୍ୟବସ୍ଥା ବି ରହିଛି। କିନ୍ତୁ…
ମାନସିକ ସ୍ବାସ୍ଥ୍ୟ: ୬୦ତମ ସ୍ଥାନରେ ଭାରତୀୟ ଯୁବବର୍ଗ
ନୂଆଦିଲ୍ଲୀ,୨୮ା୨: ମାନସିକ ସ୍ବାସ୍ଥ୍ୟ ମାପକାଠି (ଏମ୍ଏଚ୍କ୍ୟୁ) ସ୍କୋରରେ ଭାରତୀୟ ଯୁବବର୍ଗ ନିମ୍ନମାନର ପ୍ରଦର୍ଶନ କରିଛନ୍ତି। ୮୪ଟି ଦେଶକୁ ନେଇ କରାଯାଇଥିବା ବୈଶ୍ୱିକ ସ୍ବାସ୍ଥ୍ୟ ଅଧ୍ୟୟନରେ ଭାରତୀୟ ଯୁବପିଢ଼ି ୬୦ତମ ର଼୍ୟାଙ୍କ୍ରେ ରହିଛନ୍ତି। ଆମେରିକାର ସାପିଏନ୍ ଲାବ୍ସ ଦ୍ୱାରା ୨୦୨୫ରେ କରାଯାଇଥିବା ଅଧ୍ୟୟନ…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା…
କେରଳ ଷ୍ଟୋରି ୨ ମୁକ୍ତିଲାଭ ପାଇଁ ହାଇକୋର୍ଟଙ୍କ ଅନୁମତି
କୋଚି,୨୮ା୨: ‘ଦି କେରଳ ଷ୍ଟୋରି ୨-ଗୋଜ୍ ବିୟଣ୍ଡ’ ଚଳଚ୍ଚିତ୍ର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟର ଜଣିକିଆ ଖଣ୍ଡପୀଠ ଗୁରୁବାର ୧୫ ଦିନ ପାଇଁ ସ୍ଥଗିତାଦେଶ ଲଗାଇଥିଲେ। ଶୁକ୍ରବାର ୨ ଜଣିଆ ଖଣ୍ଡପୀଠ ଚଳଚ୍ଚିତ୍ର ମୁକ୍ତିଲାଭ ପାଇଁ ଅନୁମତି ଦେଇଛନ୍ତି। ଚଳଚ୍ଚିତ୍ର ମୁକ୍ତିଲାଭ…
ନବୀନ ଡାକିଥିଲେ ବୈଠକ: ସମସ୍ତେ ଆସିଲେନି…
ଭୁବନେଶ୍ୱର, ୨୮।୨(ସୁନିତ୍ ମିଶ୍ର): ରାଜ୍ୟ ସଭା ନିର୍ବାଚନର ପ୍ରାର୍ଥୀ ଚୟନ ଏବଂ ୪ର୍ଥ ଆସନ ପାଇଁ ବିଜେଡି ଓ ଭାଜପାର ଆଭିମୁଖ୍ୟ କ’ଣ ହେବ ସେଥିପ୍ରତି ସମସ୍ତଙ୍କ ନଜର ରହିଛି। ଯେହେତୁ ୪ର୍ଥ ରାଜ୍ୟ ସଭା ଆସନ ପାଇଁ କୌଣସି ଦଳର…
ବଳାତ୍କାର ଲୁଚାଇବାକୁ ଛାତରୁ ଠେଲିଦେଇଥିଲେ ଝାଡ଼ଖଣ୍ଡ ଯୁବକ
ପାରାଦୀପ,୨୮।୨ (ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡ଼ା ଅଞ୍ଚଳର ବହୁଚର୍ଚ୍ଚିତ ବଳାତ୍କାର ଓ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ ଗିରଫ କରିଥିବାବେଳେ ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଯୁବତୀଙ୍କ ପ୍ରେମିକ ସୋମନାଥ ଓଝା ଓ…
ତୁଟୁନି ଚାଷୀଙ୍କ ଦୁଃଖ, ବଢୁଛି ଅସନ୍ତୋଷ
ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଚାଷୀଙ୍କ ସମସ୍ୟା ସମାଧାନ ହେବା ନାଁ ଧରୁନି। ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଥିବା ଚାଷୀଙ୍କ ଦୁଃଖ ବଢ଼ି ଚାଲିଛି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଏହି କ୍ରମରେ ଶୁକ୍ରବାର ଜିଲାର ଚାଷୀ…
Archives


