ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ ପରିମାଣର ୩୪୫ ମିମି ବର୍ଷା ହୋଇଛି । ଶୁକ୍ରବାର ରାତିରୁ ଅବିଶ୍ରାନ୍ତ ଭାବେ…
ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…
ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହେଉଛି। ଏହି ଗ୍ରାମବାସୀ ଦୈନନ୍ଦିନ କାର୍ଯ୍ୟ ନିମନ୍ତେ ଜୀବନକୁ ବାଜି…
ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି
ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଏଥିସହ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାତର…
ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ
ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ ହଜାର ହଜାର ଲୋକ ମାଟି ଖୋଳୁଥିବା ଚିତ୍ର ସାମ୍ନାକୁ ଆସିଛି । ରିପୋର୍ଟ…
ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ
ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା ମଦରେ ଆଲକୋହଲ୍ର ପରିମାଣ ନିର୍ଦ୍ଧାରିତ ମାନକ ମଧ୍ୟରେ ରହୁଛି କି ନାହିଁ, ତାହା…
ଆଡ୍ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ
ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ରାୟଗଡ଼ା ଜିଲା କାଶିପୁର ଥାନା ଅଞ୍ଚଳର ପବିତ୍ର ନାଏକ…
ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ
ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ ପ୍ରାୟ ୨୦ ଫୁଟ ରାସ୍ତା ଧୋଇ ଯାଇଛି। ସେହିଭଳି ନଦୀ ନିକଟରେ ଥିବା…
ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!
ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ ୬୦ଟଙ୍କା ଅତିକ୍ରମ କରିଛି। ଏହା ମଧ୍ୟରେ, ବର୍ଷ ବର୍ଷ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ…
ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….
ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮ ବର୍ଷ ଧରି ସ୍ୱାମୀଙ୍କୁ ନଜଣାଇ ପ୍ରାୟ ୧୨ ଲକ୍ଷ ଟଙ୍କା ସଞ୍ଚୟ କରିଥିଲେ।…
SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…
ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍ ସଂଯୋଗ ଥିବା ଲୋକଙ୍କ ଉପରେ ନିୟମଗୁଡ଼ିକୁ ଅଧିକ କଠୋର ଭାବରେ ଲାଗୁ କରିବାକୁ…
କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ
ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କାନପୁର ସୁପରଷ୍ଟାର୍ସ ଏବଂ ମିରଟ ମାଭେରିକ୍ସ ମଧ୍ୟରେ ଅନୁଷ୍ଠିତ ୟୁପି…
ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….
ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) । ରବିବାର ଜାରି କରିଥିବା ବୟାନରେ ସଂଗଠନ କେନ୍ଦ୍ର ସରକାରଙ୍କ ଉପରେ ଯୁବବର୍ଗଙ୍କୁ ଧୋକା…

