ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!
ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶାନ୍ତି ସ୍ଥାପନକାରୀ ଭାବରେ ତାଙ୍କ ଭୂମିକାକୁ ପ୍ରାଥମିକତା ଦେଇଛନ୍ତି। ଟ୍ରମ୍ପ ପ୍ରାୟ ୭୦ ଥର…
୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି
ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ ଅର୍ଥାତ୍ ୧୫ ଜାନୁଆରୀ ୨୦୨୬ ତାରିଖରେ ବର୍ଷର ପ୍ରଥମ ନବପଞ୍ଚମ ଯୋଗ ବନିବାକୁ ଯାଉଛି…
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି। ଶୁକ୍ରବାର ମେଳିରେ ବି ଏମାନେ ସାମିଲ ଥିଲେ। ଉତ୍ତର ଓଡ଼ିଶା ଉତ୍ସବକୁ ନିମନ୍ତ୍ରଣ ପାଇଁ…
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ
ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ଅଣ୍ଡାମାଡ଼ ହୋଇଛି। ଏହି ସମୟରେ ଯୁବ…
ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…
ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା ଚେତାବନୀ ଦେଇଛନ୍ତି। ଥରୁର କହିଛନ୍ତି ଯେ ବାଂଲାଦେଶରେ ଗଣତନ୍ତ୍ର କବଳିତ ହେଉଛି, ଯାହା କେବଳ…
୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ
ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ ଦୀର୍ଘ…
ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ
ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ ମୃତ୍ୟୁ ଘଟିଛି। ସେ ଏକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଲ୍ୟାବ ସହାୟକ ଭାବରେ…
ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା
ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ମୃତ୍ୟୁ ଖବର ଜାଣିବା ପରେ ଅଞ୍ଚଳରେ ଏବଂ ଇକୋ ରିଟ୍ରିଟ ରେ ଶୋକର…
ବର୍ଷ ଶେଷରେ ଶତ୍ରୁ ବନେଇବେ ବୃଷ-ମକର, ହେବ ଆର୍ଥିକ କ୍ଷତି! ନୂଆବର୍ଷବେଳକୁ କାଙ୍ଗାଳ ହୋଇଯିବେ ୪ରାଶି
ଗ୍ରହମାନଙ୍କର ରାଜକୁମାର ବୁଧ ଡିସେମ୍ୱର ୨୯ ତାରିଖରେ ଧନୁ ରାଶିରେ ପ୍ରବେଶ କରୁଛନ୍ତି। ବୁଧ ଜାନୁଆରୀ ୧୭, ୨୦୨୬ ପର୍ଯ୍ୟନ୍ତ ସେଠାରେ ରହିବ। ବୁଧଙ୍କ ଭ୍ରମଣ ଚାରିଟି ରାଶି ପାଇଁ ଶତ୍ରୁମାନଙ୍କଠାରୁ ସମସ୍ୟା ଏବଂ ଆର୍ଥିକ ଅସୁବିଧା ଆଣିଥାଏ, ଯେତେବେଳେ ଦୁଇଟି…
ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ
ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସ୍ବାଗତ ସମାରୋହ ଏବଂ ଉଚ୍ଚସ୍ତରୀୟ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାମ କାନରେ ଦେଖାଯାଇଥିବା…
ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ
ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି ପ୍ରମୁଖ ଖବରକାଗଜ, ପ୍ରଥମ ଆଲୋ ଏବଂ ଦି ଡେଲି ଷ୍ଟାରର କାର୍ଯ୍ୟାଳୟରେ ନିଆଁ ଲଗାଇ…
ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍ ତାପମାତ୍ରା, ଜାଣନ୍ତୁ କେତେ…
ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର ଜାରି ରହିଛି । ଶନିବାର ମଧ୍ୟ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ୪. ୬…

