ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର ଥାନାରେ କେସ୍ ନଂ ୨୧୨(୩୦.୦୬.୨୦୨୬)ରେ ଭାରତୀୟ ନ୍ୟାୟ ସଂହିତାର ଧାରା ୬୪(୨)(ଏମ) ସହ…
କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!
ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ ନଜର ଜୁଲାଇ ୨୦୨୬ର ମହଙ୍ଗା ଭତ୍ତା (Dearness Allowance DA) ବୃଦ୍ଧି ଉପରେ…
ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ
ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା ପୋଲିସର ତତ୍ପରତା ଯୋଗୁଁ ବିଭିନ୍ନ ସାଇବର ଠକେଇ ମାମଲାରେ ପ୍ରାୟ ୪୫ ଲକ୍ଷ…
ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି
ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା କରିଥିବା ଅନେକ ଯୋଡ଼ିଙ୍କ ସ୍ୱପ୍ନ ଅଧୁରା ରହିଯାଇଥିଲା। କିନ୍ତୁ ଦୀର୍ଘ ଅପେକ୍ଷା ପରେ…
ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…
ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ, ଯାହାଯୋଗୁଁ ଅତିଷ୍ଠ ହୋଇ ସେ…
କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ
ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି, ପ୍ରତିଶ୍ରୁତିର ପାହାଡ଼ ଠିଆ ହେଉଛି, କିନ୍ତୁ ବଦଳୁନି ଗଞ୍ଜାମ ଜିଲାର ଦାଦନ ଶ୍ରମିକଙ୍କ…
ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…
ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ କେତେକ ରାଶି ପାଇଁ ଚ୍ୟାଲେଞ୍ଜପୂର୍ଣ୍ଣ ଏବଂ କଷ୍ଟକର ରହିବ। ସୂର୍ଯ୍ୟ ଏବଂ ଚନ୍ଦ୍ରଙ୍କ…
ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍, ସତର୍କ କରାଇବ କହିବ…
ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ ନାହିଁ। IIT ମାଡ୍ରାସର ବୈଜ୍ଞାନିକମାନେ ଏକ ସିଟ୍ ତିଆରି କରିଛନ୍ତି ଯାହା ଡ୍ରାଇଭରଙ୍କୁ…
‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ
ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ ଉଦ୍ଧାର କରିବାକୁ ଆସିଥିଲେ, ପ୍ରାୟ 200 ଫୁଟ ଉଚ୍ଚ ପାହାଡରୁ ପଡ଼ି ମୃତ୍ୟୁବରଣ…
ଆଉଟ୍ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video
କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଏବଂ ଶ୍ରୀଲଙ୍କା ଦ୍ରୁତ ବୋଲର ଅସିଥା ଫର୍ନାଣ୍ଡୋଙ୍କ ମଧ୍ୟରେ ଯୁକ୍ତିତର୍କ ଓ…
ସଠିକ୍ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ
ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ କାର୍ଯ୍ୟକଳାପ ଓ ଚୋରି ବୃଦ୍ଧି ପାଉଛି। କେବଳ ଭଡ଼ା ଟଙ୍କା ପାଇଁ ଘରମାଲିକମାନେ…
‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ
ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି) କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ପରେ, ଯୁବପିଢ଼ି ବିଶେଷକରି…

