Home Left

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ ଏମ୍ସ ଯାଏଁ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର । ବୈଠକରେ ଖଣ୍ଡଗିରିରୁ କଳିଙ୍ଗନଗର…

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା ଅନୁଯାୟୀ, ଆଜି ଭୋର ସକାଳୁ ସୁକୁମା ଡିଆରଜି ବାହିନୀ ଜିଲାର ଗୋଲାପାଲ୍ଲୀ ଜଙ୍ଗଲରେ କମ୍ବିଂ…

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ସଂଘର୍ଷ କରିଛନ୍ତି। ସେ ବ୍ୟକ୍ତିଗତ ଭାବରେ ରୁଷିଆ ରାଷ୍ଟ୍ରପତିଙ୍କ ସହ ସାକ୍ଷାତ କରିଥିଲେ, ଏକ…

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି । ଟ୍ରମ୍ପ ପ୍ରଶାସନ ତାଇୱାନକୁ ୧୦ ବିଲିୟନ ଡଲାରରୁ ଅଧିକ ମୂଲ୍ୟର ଏକ ବଡ଼…

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଥିସହ ଗୃହପାଳିତ ପ୍ରାଣୀ ମାନେ ମଧ୍ୟ ବିପଦରେ…

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ପଡୋଶୀ ପଶ୍ଚିମବଙ୍ଗ…

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି ପ୍ରସିଦ୍ଧ ଜ୍ୟୋତିଷ। ସେ ଆହୁରି ମଧ୍ୟ କହିଛନ୍ତି ଯେ ୨୦୨୬ ଜୁନ ୨ ତାରିଖରେ…

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ସମସ୍ତ ଦଳକୁ ସୂଚନା ଦେଇଛି ଯେ IPL ୨୦୨୬ ମାର୍ଚ୍ଚ ୨୬ରେ ଆରମ୍ଭ ହେବ…

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ପ୍ରବଳ ରାଗିଥିବାର ଦେଖାଯାଉଛି। ବୁମରା ଏତେ ରାଗିଥିଲେ ଯେ, ସେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ନିୟାମକ ବୋର୍ଡ (PNGRB) ଜାନୁଆରୀ ୧, ୨୦୨୬ ରୁ ଲାଗୁ ହେଉଥିବା ଶୁଳ୍କ…

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗତି କରନ୍ତି। ଜ୍ୟୋତିଷମାନେ ଶନିଙ୍କ ଗତି ଦୃଷ୍ଟିରୁ…

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ ଜାରି କରିଥିଲେ। ଉଗ୍ରବାଦୀଙ୍କ ଧମକ ଏବଂ ବାଂଲାଦେଶୀ ନେତାମାନଙ୍କ ଉତ୍ତେଜନାପୂର୍ଣ୍ଣ ମନ୍ତବ୍ୟ ସମେତ ବଢ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?