Home Left

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ ମୁହାଁ ହୋଇ ନୂନମାଠ ଗ୍ରାମକୁ ପଶି ଆସିଥିଲେ। ହାତୀ ପଲ ଧାନ ଖାଇବାକୁ ବଲାଙ୍ଗିର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ…

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି ଏବଂ ଖର୍ଚ୍ଚ ମଧ୍ୟ ବଢୁଛି। ଏହାର ସରଳ ସମାଧାନ ପାଇଁ ମହାରାଷ୍ଟ୍ରର ଆଦିତ୍ୟ ପିଙ୍ଗ୍‌ଲେ…

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି। ଏହା ସରକାରଙ୍କ ବନ୍ଦେ ମାତରମ୍‌ ପ୍ରେମ ଉପରେ ସନ୍ଦେହ ସୃଷ୍ଟି କରୁନାହିଁ କି? ଗୋଟିଏ…

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ ନାହିଁ। ପରିବାର କହିଲେ ଆମର ଏକ କି ଦୁଇ ଆଉ ଅଧିକ ନାହିଁ। ଆଉ…

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ବାଲେଶ୍ୱର ଜିଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ…

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ ଜଙ୍ଗଲରେ ରହନ୍ତି ଓ ଖାଦ୍ୟ ପାଇଁ ଶିକାର କରିଥାନ୍ତି। କୃଷି ଓ ପଶୁପାଳନ ବି…

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର ଭାଜପା ଏମ୍‌ପି ଜଗଦମ୍ବିକା ପାଲ୍‌ଙ୍କୁ ବେଷ୍ଟ ପାର୍ଲାମେଣ୍ଟାରିଆନ୍‌ ଆଓ୍ବାର୍ଡ ଦିଆଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏକ…

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ ଆସୋସିଏଶନ ଅଫ ବେଙ୍ଗଲ (CAB) ବୁଧବାର ବିଭିନ୍ନ ମ୍ୟାଚ ପାଇଁ ଆନୁଷ୍ଠାନିକ ଭାବରେ ଟିକେଟ…

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ କରତାଳି ପାଇଲେ। ଏହା ପୂର୍ବ ଆଫ୍ରିକୀୟ ଦେଶକୁ ତାଙ୍କର ପ୍ରଥମ ଗସ୍ତର ଏକ ଗୁରୁତ୍ୱପୂର୍ଣ୍ଣ…

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ, ଏହି ଦିନକୁ ପୂର୍ୱପୁରୁଷଙ୍କ ଶାନ୍ତି, ପ୍ରାର୍ଥନା ଏବଂ ଦାନ ପାଇଁ ସର୍ୱୋତ୍ତମ ବୋଲି ବିବେଚନା…

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ ପତାକା ଧରି ‘ମୋଦି-ମୋଦି,’ ‘ଭାରତ ମାତା କି ଜୟ,’ ଏବଂ ‘ବନ୍ଦେ ମାତରମ’ ସ୍ଲୋଗାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?