କୋଲେଷ୍ଟରଲ କମକରାଏ କାଜୁ
କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ ଓ ପ୍ରୋଟିନ୍ର ମାତ୍ରା ଅଧିକ ରହିଥାଏ। ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ… –…
ଭାରତକୁ ଆମେରିକା ଦେଲା ଏମିତି ହତିଆର, ଧ୍ୱସଂ ହୋଇଯିବ ଇସଲାମବାଦ, ଚିନ୍ତାରେ ଚାଇନା-ପାକିସ୍ତାନ
ନୂଆଦିଲ୍ଲୀ, ୨।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ଆମେରିକା ଭାରତକୁ ୧୩୧ ନିୟୁତ ଡଲାର ମୂଲ୍ୟର ସାମରିକ ସାମଗ୍ରୀ ଓ ଲଜିଷ୍ଟିକ ସମର୍ଥନ…
ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ
କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ (ଅର୍ଥନୈତିକ ଶାଖା) ପକ୍ଷରୁ ଚାଲିଛି। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ଜଣଙ୍କୁ…
ବବଲ୍ ଘରର ଗାଁ
ଜାପାନ ହେଉଛି ଭୂମିକମ୍ପ ପ୍ରଭାବିତ ଅଞ୍ଚଳ। ଏଠାରେ ଭୂମିକମ୍ପ କେବେ ବି କେତେବେଳେ ବି ଆସିଯାଏ। ଆଉ ଧୂଳିସାତ୍ କରିଦିଏ ସବୁକିଛି। ଆଖିଆଗରେ ଭାଙ୍ଗିଯାଏ ଘର, ଚାଲିଯାଏ ନିଜ ଲୋକଙ୍କ ଜୀବନ। ନିଜକୁ ସମ୍ଭାଳି ଯେବେ ମଣିଷ ଅଣ୍ଟା ସଳଖେ, ଠିକ୍…
2000 Rupees Update: ଦୁଇ ହଜାର ଟଙ୍କିଆ ନୋଟ୍କୁ ନେଇ RBIର ବଡ଼ ଅପ୍ଡେଟ୍, ଏବେ ବି କରିପାରିବେ ଏହି କାମ
ନୂଆଦିଲ୍ଲୀ,୨।୫: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରିବାର ଦୁଇ ବର୍ଷ ପରେ ମଧ୍ୟ ୬,୨୬୬ କୋଟି ଟଙ୍କାର ନୋଟ ହସ୍ତଗତ କରିପାରି ନାହିଁ। ଏହି ସୂଚନା RBI ତଥ୍ୟରୁ ପ୍ରାପ୍ତ ହୋଇଛି। ୨୦୦୦ ଟଙ୍କାର ନୋଟ…
ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ…
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହୋଇଥିଲେ ହେଁ ଯିଏ ତାହା କରିପାରନ୍ତି ତାଙ୍କର ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର ବ୍ୟସ୍ତବହୁଳ…
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଉପରେ ସବୁଠାରୁ ବଡ଼ ଷ୍ଟ୍ରାଇକ୍ କଲେ ମୋଦି, ପାକ୍ରେ ହଲଚଲ
ନୂଆଦିଲ୍ଲୀ, ୨।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଅଫିସିଆଲ ୟୁଟ୍ୟୁବ ଚ୍ୟାନେଲକୁ ବ୍ଲକ କରିଛନ୍ତି। ତେବେ ପହଲଗାମ ଆକ୍ରମଣକୁ ନେଇ ଭାରତରେ ଅସେନ୍ତାଷ ଜୋର ଧରିଛି। ଶେହବାଜଙ୍କ…
ସହରାଞ୍ଚଳ ଗରିବଙ୍କ ପାଇଁ ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’ର ଶୁଭାରମ୍ଭ
ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ସହଯୋଗୀ ସାଜିବ ସହଯୋଗ। ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଅନଗ୍ରସରଙ୍କୁ ସରକାରୀ ଯୋଜନାଗୁଡ଼ିକ ସହ ଯୋଡ଼ିବାର ଅନନ୍ୟ ପ୍ରୟାସ ରାଜ୍ୟରେ ଶୁଭାରମ୍ଭ ହୋଇଛି। ଏହାକୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର ଶୁଭାରମ୍ଭ କରିଥିଲେ। ରାଜ୍ୟରେ…
୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ: ଜାଣନ୍ତୁ କେବେ ମିଳିବ
ଭୁବନେଶ୍ୱର,୨।୫: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସାଟେଲାଇଟ ସର୍ଭେ ଚାଲିଛି, ଫିଜିକାଲ ସର୍ଭେ ମଧ୍ୟ ହେବ। ଜଗତସିଂହପୁର,…
Caste Census: ୨୦୧୧ର ଜାତି ଜନଗଣନା କାହିଁକି ଆଜି ଯାଏ ପ୍ରକାଶ କରାଯାଇ ନାହିଁ? ଜାଣନ୍ତୁ ବଡ଼ କାରଣ
ନୂଆଦିଲ୍ଲୀ,୨।୫: ବହୁ ଦିନ ଧରି ଜାତି ଜନଗଣନା ପାଇଁ ଦାବି ହୋଇଆସୁଛି, କିନ୍ତୁ ଏବେ କେନ୍ଦ୍ର ସରକାର କହିଛନ୍ତି ଯେ 2025 ମସିହାରେ ହେବାକୁ ଥିବା ଜନଗଣନାରେ ଜାତି ଜନଗଣନା କରାଯିବ। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ 2011 ମସିହାରେ…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ
ଭୁବନେଶ୍ୱର,୨।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ…
ହିନ୍ଦୁ କର୍ମୀଙ୍କୁ ଛୁରି ଭୁସି ହତ୍ୟା
ବେଙ୍ଗାଲୁରୁ,୨ା୫: ହିନ୍ଦୁ କର୍ମୀ ସୁବାସ ଶେଟ୍ଟୀଙ୍କ ହତ୍ୟା ପରେ ଦକ୍ଷିଣ କନ୍ନଡ ଜିଲାରେ ଏକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ସତର୍କତାମୂଳକ ପଦକ୍ଷେପ ସ୍ବରୂପ, ମାଙ୍ଗାଲୋରରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୁବାସ ହତ୍ୟା ମାମଲା ପରେ ମାଙ୍ଗାଲୁରୁର କନ୍ନୁର,…
Archives


