Home Left

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ଭାରତ ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ଆମେରିକା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ…

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା ଦେଇ ଯାଇଥିବା ବିଦ୍ୟୁତ ତାର ହଠାତ ଛିଣ୍ଡି ପଡିଥିଲା l ଫଳରେ ଘର ଆଗରେ…

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି। ସେହିପରି କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି…

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି। ଅଧିକାରଭିତ୍ତିକ ଜନକଲ୍ୟାଣ ଯୋଜନାକୁ ଧ୍ୱଂସ କରିବା, ମହାତ୍ମା ଗାନ୍ଧୀ ଲିଗାସି, ଶ୍ରମିକଙ୍କ ଅଧିକାର ଓ…

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ। ଏହା ଅନ୍ୟ ଜଣେ ମହିଳାଙ୍କୁ ବିବାହ କରିବାକୁ ଗାଁକୁ ଯାଇଥିଲେ। ଉମାଙ୍କ ମୃତଦେହ ହରିୟାଣାର…

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଉଦ୍ୟମ ହେଉଥିବାର ଅଭିଯୋଗ କରି ସୁବର୍ଣ୍ଣପୁର ଜିଲା ଆଦିବାସୀ କଲ୍ୟାଣ…

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ ସନ୍ଧ୍ୟା ୬ ଯାଏ ବନ୍ଦ ଡାକରା ଦିଆଯାଇଛି । ୪୯ ନଂ ଜାତୀୟ ରାଜପଥ…

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାଶ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌…

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା ଶୀତ ମହୋତ୍ସବ କମିଟିର ସମ୍ପାଦକ ପ୍ରୀତି ରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ କମିଟିର କୋଷଧ୍ୟକ୍ଷ ତଥା…

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ଯୋଗୁ ବାରମ୍ବାର ବିଭାଗୀୟ ମନ୍ତ୍ରୀ, ବିଧାନସଭାର ବିଭିନ୍ନ…

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସ୍ବାଭାବିକ ହୋଇପାରି ନାହିଁ। ଜିଲାର ମଣ୍ଡିକୁ ବିକ୍ରି ପାଇଁ ଯେଉଁ ହାରରେ…

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ ଠକି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। କିନ୍ତୁ ପରେ ସେ ନିଜେ ପ୍ରେମିକଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?