‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ
ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି) କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ପରେ, ଯୁବପିଢ଼ି ବିଶେଷକରି…
ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ
ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ ଏବଂ ୟୁକେର ଦଶ ଦିନିଆ ଗସ୍ତ ଆରମ୍ଭ କରିଥିଲେ। ସରକାର ତାଙ୍କର ୟୁକେ…
ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା
ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ ଜଣେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଆଉ ୩ ଜଣ ଅଳ୍ପକେ ରକ୍ଷା ପାଇଯାଇଛନ୍ତି।…
ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ ମିଳିଥିବା ଏକ ମୋଟରସାଇକେଲର ମାଲିକ ଏବଂ ତାଙ୍କ ପରିବାର ସଦସ୍ୟମାନେ ବାଇକ ଜବତ…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ୨ ଭାଇ ଗୁରୁତର, ବସ୍କୁ ଜବତ କରି…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍ (ନଂ. ଓଡି ୦୭ ଏଟି – ୯୪୫୬) ଧକ୍କାରେ ଦୁଇ ଭାଇ ଗୁରୁତର…
‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ ପର୍ଯ୍ୟାୟରେ ପୁରୁଷ ସମ୍ପର୍କୀୟଙ୍କ ଅଧୀନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତୀୟ ଜନତା ପାର୍ଟି…
ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ ମଧ୍ୟ ଭାଗରେ ପ୍ରବାହିତ ହେଉଥିବା ହାତୀ ନଦୀ ରେ ବନ୍ୟା ପରିସ୍ଥିତି ସୃଷ୍ଟି…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ପୌରପାଳିକା ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି…
‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ ଆଲୋଚନା ସମୟରେ ସେ କହିଛନ୍ତି ଯେ ଭାରତ ଏପରି ଏକ ପରିବେଶ ସୃଷ୍ଟି…
ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍
ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ମୁଖ୍ୟ ଛକରେ ଥିବା ସୁନା ବ୍ୟବସାୟୀ ଫୁଲଚନ୍ଦ ଜୈନଙ୍କ ଘରେ ପଶି…
ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…
ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ କେତୁଙ୍କ ଯୁତି (ସଂଯୋଗ) ସୃଷ୍ଟି ହେଉଛି। ଏହାଦ୍ୱାରା ‘ବୁଧାଦିତ୍ୟ ରାଜଯୋଗ’ ମଧ୍ୟ ଗଠନ…
ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ ପୀଠର ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କ କାର୍ଯ୍ୟକ୍ରମ ପ୍ରମୁଖ ପ୍ରେମଚନ୍ଦ୍ର…

