ଟ୍ରେନ୍ରୁ ଖସି ସିଆର୍ପିଏଫ୍ ଯବାନ ଗୁରୁତର
କଲ୍ୟାଣସିଂହପୁର,୧୩ା୭(ଦୀପକ କୁମାର ପରିଡ଼ା): ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍ପିଏଫ୍ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା ଷ୍ଟେଶନ…
ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ, କହିଲେ ଆପଣମାନଙ୍କ ଆଶୀର୍ବାଦ ହିଁ ମୋତେ…
ଭୁବନେଶ୍ୱର,୧୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଶନିବାର ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ବାଗତ କରିବା ପାଇଁ ବିଜେଡିର ହଜାର ହଜାର ନେତୃବୃନ୍ଦ ଓ କର୍ମୀ…
ଧକ୍କାଦେଲା ଟ୍ରକ୍: ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍
ଜଳେଶ୍ୱର,୧୩।୭(ନବୀନ ସାହୁ): ଜଳେଶ୍ୱର ଥାନା ଚଳନ୍ତି ରାଜପଥ ନିକଟରେ ଗୀତାଞ୍ଜଳୀ ନାମକ ଘୋରେଇ ବସ୍ ବାରିପଦା ଯିବା ସମୟରେ ଏକ ଟ୍ରକ ପଛପଟୁ ଧକ୍କା ଦେବାରୁ ବସ୍ଟି ଓଲଟି ପଡ଼ିଥିଲା। ଫଳରେ ସ୍ଥାନୀୟ ଲୋକ ଉଦ୍ଧାର କରି ଜିକେ ଭଟ୍ଟର ହସ୍ପିଟାଲକୁ…
ପୁଣି ମେଣ୍ଡୁଲି ଦେଲେ ବଡ଼ ଡାକରା, ୧୫ରୁ…
ଭୁବନେଶ୍ୱର,୧୩।୭: ଡ୍ରାଇଭର ଆନ୍ଦୋଳନକୁ ନେଇ ଆସିଲା ଆଉ ଏକ ବଡ଼ ଖବର । ଆହୁରି ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ । ୧୫ରୁ ଆନ୍ଦୋଳନକୁ ଜୋରଦାର କରିବ ଡ୍ରାଇଭର ସଂଘ । ଆନ୍ଦୋଳନ ଜୋରଦାର ପାଇଁ ଆହ୍ବାନ ଦେଲେ ସଭାପତି ।…
ପରିତ୍ୟକ୍ତ ଘରେ ଚାଲିଛି ଡଲାବାଡ଼ି ଅଙ୍ଗନୱାଡି କେନ୍ଦ୍ର: କେଉଁଆଡେ ଚାଲିଯାଇଛନ୍ତି ସହାୟିକା, ଏବେ ଦିଦିଙ୍କ ମୁଣ୍ଡରେ…
ଦାରିଙ୍ଗବାଡି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡଲାବାଡି ୧୪ ନଂ ୱାର୍ଡରେ ରହିଥିବା ଅଙ୍ଗନାୱାଡି କେନ୍ଦ୍ର ପରିତ୍ୟକ୍ତ ଗୃହରେ ଚାଲିଛି। ବିପଦସଙ୍କୁଳ ଅବସ୍ଥାରେ ରହିଥିବା ଆଜବେଷ୍ଟ କୋଠରୀ ମଧ୍ୟରେ ଶିଶୁଙ୍କୁ ଶିକ୍ଷାପ୍ରଦାନ କରାଯିବା ସହ…
ଓଡ଼ିଶାରେ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର,୧୩।୭: ରାଜ୍ୟରେ ଆଗାମୀ ତିନି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ…
ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ
ହାଇଦ୍ରାବାଦ,୧୩।୭: ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ଭାଜପା ବିଧାୟକ କୋଟା ଶ୍ରୀନିବାସ ରାଓଙ୍କର ୮୩ ବର୍ଷ ବୟସରେ ପରଲୋକ ହୋଇଛି। ରବିବାର ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ ନେଇଛନ୍ତି। ଦୀର୍ଘ ଦିନରୁ…
ଏଫଏମ କଲେଜ ଘଟଣା: ସାଂଘାତିକ ଖୁଲାସା କଲେ ଛାତ୍ରୀଙ୍କ ସହପାଠୀ
ବାଲେଶ୍ୱର,୧୩।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ସହପାଠୀ କଶିଷ୍ ଦାସ କହିଛନ୍ତି, କଲେଜରେ ଯୋଗଦେବା ପରେ କ୍ଲାସରେ ବିଭିନ୍ନ ଇସ୍ୟୁ ହେଉଥିବା ନେଇ ସେ ମୋତେ କହିଥିଲେ। କିନ୍ତୁ ମୁଁ ଏହାକୁ…
ରାହୁଲଙ୍କ ଶତକ: ଭାରତ ୩୮୭ରେ ଅଲଆଉଟ୍
ଲଡର୍ସ,୧୨ା୭: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ବରାବର ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଇଂଲଣ୍ଡ ୩୮୭ ରନ କରିଥିଲା। ଜବାବରେ ଲୋକେଶ ରାହୁଲଙ୍କ ଶତକ ପରେ ରିଷଭ ପନ୍ତ ଓ ରବୀନ୍ଦ୍ର…
ଏକାକୀ ନୁହେଁ, ଏକତ୍ର କାମକଲେ ସଫଳତା ମିଳିଥାଏ: ଆଦ୍ୟାଶା ସତପଥୀ
ଭୁବନେଶ୍ୱର,୧୧ା୭(ଅନୁରାଧା ମହାରଣା): ଲୟୋଲା ସ୍କୁଲର ରଜତ ଜୟନ୍ତୀ ଅବସରରେ ଶନିବାର ପ୍ରଥମ ମଡେଲ ୟୁନାଇଟେଡ୍ ନେଶନ(ଏମ୍ୟୁଏନ୍) ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ, ସମ୍ମାନିତ ଅତିଥି ଭାବେ ରେକ୍ଟର ଫାଦର ଏ.…
ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରମୁଖ ସଚିବଙ୍କ କୋଟିଆ ଗସ୍ତ
ପଟ୍ଟାଙ୍ଗି,୧୨ା୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରମୁଖ ସଚିବ ବଳବନ୍ତ ସିଂ ପଟ୍ଟାଙ୍ଗି ବ୍ଲକ୍ କୋଟିଆ ପଞ୍ଚାୟତରେ ବିଭିନ୍ନ କାର୍ଯ୍ୟକ୍ରମର ଶନିବାର ତଦାରଖ କରିଛନ୍ତି। ସଚିବ ସିଂ ପହଞ୍ଚିବା ପରେ ଜିଲାପାଳ ଭି. କୀର୍ତ୍ତି…
ଟ୍ରାକ୍ଟର ଓଲଟି ଚାଲିଗଲା ମାଲିକଙ୍କ ଜୀବନ
ଭଞ୍ଜନଗର,୧୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଟାଙ୍ଗଣ ଗ୍ରାମରେ ଶନିବାର ସାରେ କାଦଅ ଜମିରେ ଟ୍ରକ୍ଟର ଓଲଟି ମାଲିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମିଟୁ ପାତ୍ର (୪୭)। ଖବର ପାଇ ଭଞ୍ଜନଗର ଦମକଳ ବାହୀନି ଘଟଣାସ୍ଥଳରେ ପହଞ୍ଚି…
Archives


