Home Left

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ ପାଣ୍ଠି ୧୦୭ କୋଟିରୁ ଅଧିକ ଏବଂ ୧୦ ଦଳ ମଧ୍ୟରୁ ଏମାନେ ସବୁଠାରୁ ସକ୍ରିୟ…

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ ଏବେ ଏହି ଗୁଳିକାଣ୍ଡ ଉପରେ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି…

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ ଏବଂ ଖୋଲାଖୋଲି ଭାବରେ ନିଜକୁ ପ୍ରକାଶ କରିବାର ସାହସ ପାଇବେ। ଏହା ବ୍ୟତୀତ, ତୁଳା…

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ କାର୍ଯ୍ୟକାଳ ସହିତ ଜଡିତ ଦୁର୍ନୀତି ଅଭିଯୋଗରେ ଗିରଫ କରିବାକୁ ଯୋଜନା କରୁଛନ୍ତି। ଦୁର୍ନୀତି ନିବାରଣ…

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ କର୍ମଚାରୀଙ୍କୁ ରୋଜଗାର ଦେଇ ୧୫ଟି ପରିବାର ଚଳାଉଛନ୍ତି ଦୀନେଶ। ମୁଣ୍ଡ ଝାଳ ତୁଣ୍ଡରେ ମାରି…

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚରେ…

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ…

ଓଡ଼ିଶା ଆସିପାରନ୍ତି ଶାହା, ଭାଜପା ଶିବିର ଚଳଚଞ୍ଚଳ

ଭୁବନେଶ୍ୱର, ୧୬।୧୨(ସୁନିତ୍‌ ମିଶ୍ର):ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରାଯାଇଛି। ତେଣୁ ଶାହା ଉକ୍ତ କାର୍ଯ୍ୟକ୍ରମରେ ଯୋଗ…

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ! ଟ୍ରମ୍ପ କହିଲେ ଯୁଦ୍ଧବିରତିର ଚୁକ୍ତି ଖୁବ ନିକଟତର…

ମସ୍କୋ/କ୍ୱିଭ,୧୬।୧୨: ଡିସେମ୍ବର ୧୫ରେ ହ୍ବାଇଟ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ, ‘ମୁଁ ବିଶ୍ୱାସ କରେ ଯେ ଆମେ ଯୁଦ୍ଧ ବନ୍ଦ କରିବା ପାଇଁ ପୂର୍ବ ଅପେକ୍ଷା ଅଧିକ ନିକଟତର।’ ସେ…

ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ…

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା ପଞ୍ଚାୟତ ଅନ୍ତର୍ଗତ ଦାଦରପାଲି ଗ୍ରାମର ସହଦେବ ମହାକୁରଙ୍କ ପୁଅ ମେଘୁ ମହାକୁର(୩୪) ବୋଲି ଜଣା…

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ଡିସେମ୍ବର ୧୭-୧୮ ରେ ଓମାନ ଗସ୍ତ କରିବେ। ତଥାପି, ଓମାନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?