Home Left

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ ହେବ କି ନାହିଁ । ନୂତନ ଶ୍ରମ ସଂହିତା ପରେ ଏହି ଆଲୋଚନା…

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ କରିଛନ୍ତି।…

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା। ଆଇସିସି ସଭାପତି ଜୟ ଶାହା, ଡିଡିସିଏ ସଭାପତି…

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ, BSNL ସୀମିତ ସମୟ ପାଇଁ ଏହାର ଏକ ଲୋକପ୍ରିୟ ବ୍ରଡବ୍ୟାଣ୍ଡ ଯୋଜନା ଉପରେ ଏକ…

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦ ରନ ପୂରଣ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଟି-୨୦ ସିରିଜର ତୃତୀୟ ମ୍ୟାଚରେ…

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି। ପ୍ରଥମେ ଆତ୍ମହତ୍ୟା ସନ୍ଦେହ କରାଯାଉଥିବା ଏହି ଘଟଣାକୁ ମୃତ ଯୁବତୀଙ୍କ ପରିବାର ପକ୍ଷରୁ ହତ୍ୟା…

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ। ମହିଳାଙ୍କଠାରେ ହୃଦଘାତର ଲକ୍ଷଣ ପୁରୁଷମାନଙ୍କଠାରୁ ବହୁତ ଭିନ୍ନ ହୋଇଥାଏ । ମହିଳାମାନଙ୍କ କ୍ଷେତ୍ରରେ ହୃଦଘାତର…

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ ରିଷିଡ଼ା ଏବଂ ଭାଟେଲ ଦଳ ମଧ୍ୟରେ ହୋଇଥିଲା। ଏଥିରେ ରିଷିଡ଼ା ଚାମ୍ପିୟନ…

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ କିଛି ଗ୍ରାମ ସେମାନଙ୍କର ଅନନ୍ୟ ପରମ୍ପରା ସହିତ ଧ୍ୟାନ ଆକର୍ଷଣ କରେ। ଏପରି ଏକ…

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨ ପ୍ରତିଶତ ରହିଛି। ଅକ୍ଟୋବରରେ ଏହି ହାର (-) ୧.୨୧ ପ୍ରତିଶତ ଥିବାବେଳେ ଗତ ବର୍ଷ…

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨: ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ସେ ଦଳୀୟ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦଳର ବହୁମୁଖୀ ହଲରେ ଜାତୀୟ…

ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା

ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ରଣନୀତି ଯୋଗୁଁ ଟିମ୍ ଇଣ୍ଡିଆକୁ ବଡ଼ ଲାଭ ମିଳିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?