Pahalgam Mastermind: ଜଙ୍ଗଲରେ ଲୁଚିଛନ୍ତି ପହଲଗାମ ଆଟାକ୍ର ମାଷ୍ଟରମାଇଣ୍ଡ, ଘେରାବନ୍ଦୀ କରି ଆଟାକ୍ କରୁଛି ସେନା
ନୂଆଦିଲ୍ଲୀ,୩୦।୪: ଜମ୍ମୁ-କଶ୍ମୀରର ପହଲଗାମରେ ଘଟିଥିବା ଭୟଙ୍କର ଆତଙ୍କୀ ଆକ୍ରମଣରେ ୨୬ ଜଣ ନିରୀହ ବ୍ୟକ୍ତିଙ୍କ ଜୀବନ ହରାଇଥିବା ଘଟଣାର ମୁଖ୍ୟ ମାଷ୍ଟରମାଇଣ୍ଡ ଭାବେ ହାସିମ ମୂଷାଙ୍କୁ ଚିହ୍ନଟ କରାଯାଇଛି। ଏହି ଆତଙ୍କୀ ଆକ୍ରମଣ ପଛରେ ପାକିସ୍ତାନର ସମ୍ପୃକ୍ତିର ପ୍ରମାଣ ମିଳିଥିବା ବେଳେ…
ଗାନ୍ଧାରୀଭୂଇଁରେ ଚାରିଜଣଙ୍କ ଘର ଭାଙ୍ଗିଲେ ହାତୀପଲ
ରାଇକିଆ,୩୦।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜର ଇନ୍ଦ୍ରଗଡ ସେକ୍ସନରେ ହାତୀପଲଙ୍କ ଆକ୍ରମଣରେ ଚାରିଜଣଙ୍କ ଘରନଷ୍ଟ ହୋଇଛି । ମୂଜାଗଡ ରେଞ୍ଜରୁ କରଡ଼ା ରେଞ୍ଜରେ୨୬ ଗୋଟି ହାତୀ ଗତ କିଛି ଦିନ ହେଲା ଚଳପ୍ରଚଳ କରୁଛନ୍ତି । ମଙ୍ଗଳବାର ରାତିରେ ଉକ୍ତ…
India and Pakistan war: ପାକିସ୍ତାନ ପରମାଣୁ ଆଟାକ୍ କଲେ, ଓଡ଼ିଶା ଉପରେ ପଡିବ କି ବିପଦ? ବଡ଼ ଆକଳନ…
ନୂଆଦିଲ୍ଲୀ,୩୦।୪:ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧର ଆଶଙ୍କା ମଧ୍ୟରେ ଏକ ସାଂଘାତିକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ କୁହାଯାଇଛି ଯେ ଯଦି ଭାରତ ପାକିସ୍ତାନ ଉପରେ ଆକ୍ରମଣ କରେ ତେବେ ଭାରତର କିଛି ସ୍ଥାନ ଅନ୍ୟମାନଙ୍କ ତୁଳନାରେ ଅଧିକ କ୍ଷତିଗ୍ରସ୍ତ ହୋଇପାରେ।…
ମା’ଦରିଆ ରାମଚଣ୍ଡୀଙ୍କ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି
କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଝାମୁଯାତ୍ରାରେ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି। ହୁଣ୍ଡି ଦାନବାକ୍ସ ମହାକାଳପଡ଼ା, ୩୦।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ…
ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ
ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି ଆକୃଷ୍ଟ ହୋଇ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ପାରିବେ। ହେଲେ ଭବାନୀପାଟଣା ଉଦିତ ନାରାୟଣପୁରସ୍ଥିତ କଳାହାଣ୍ଡି ସ୍କୁଲ…
ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ
ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି ରୋଗ ହୋଇଥାଏ। ତେଣୁ ଯକ୍ଷ୍ମା ରୋଗୀମୁକ୍ତ ଓଡ଼ିଶା ଲକ୍ଷ୍ୟ ନେଇ କେନ୍ଦ୍ର ଓ ରାଜ୍ୟ…
ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି
କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର ଜିଲା କୃଷକ କଂଗ୍ରେସ ସେଲର ସଭାପତି ଦିଲ୍ଲୀପ କୁମାର ସାହୁଙ୍କ ତତ୍ୱାବଧାନରେ ତେଲକୋଇ ବ୍ଲକରେ…
ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ
ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର ହଳିଆଗିତ ସାଙ୍ଗକୁ ଚଷା ବୋହୂର ହୁଳହୁଳି ଶବ୍ଦରେ କ୍ଷେତ ପ୍ରକମ୍ପିତ ହୋଇପଡ଼ିଛି। ଏଥିରେ ମୁଖ୍ୟ…
Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?
ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ ୦.୫% ହ୍ରାସ ପାଇଛି, ଯେତେବେଳେ ରୂପାର ଦର ପ୍ରାୟ ୧% କମିଛି। Gold prices…
ଏହି ମୁସ୍ଲିମ ଦେଶରେ ଛାଡ଼ପତ୍ର ପରେ ଖୁସି ମନାନ୍ତି ମହିଳା, ରହିଛି ନିଜସ୍ବ ବଜାର
ବିଶ୍ୱରେ ଏପରି ଅନେକ ଦେଶ ଅଛି, ଯେଉଁଠାରେ ଘଟୁଥିବା ଅନନ୍ୟ ଘଟଣା ପାଇଁ ଜଣାଶୁଣା। ଏପରି କିଛି କଥା ଏହି ଦେଶ ବିଷୟରେ ଜାଣି ଲୋକମାନେ ଆଶ୍ଚର୍ଯ୍ୟ ହେଉଛନ୍ତି। ଯେପରି କିଛି ସ୍ଥାନରେ ବିଶ୍ୱାସ ଭିନ୍ନ, ସେହିପରି ଅନ୍ୟ ସ୍ଥାନରେ ରୀତି…
Pahalgam Attackରେ ପାକିସ୍ତାନ ସହ ଏମାନଙ୍କର ଅଛି ବଡ଼ କନେକ୍ସନ, ଭାରତ ହାତରେ ଲାଗିଲା ସାଂଘାତିକ ପ୍ରମାଣ
ଶ୍ରୀନଗର, ୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏହି ଆକ୍ରମର ପଛରେ ଭାରତ ହାତରେ ସାଂଘାତିକ ପ୍ରମାଣ ଲାଗିଛି। ଏହା ପଛରେ ପାକିସ୍ତାନ ଆଧାରିତ…
ଭାରତରେ ଥିବା ପାକ୍ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି, କରିପାରିବେ ପୁନଃ ଭିଜା ଆବେଦନ
ନୂଆଦିଲ୍ଲୀ,୩୦ା୪: ଭାରତରେ ରହିଯାଇଥିବା ପାକ୍ ନାଗରିକଙ୍କ ପାଇଁ ଖୁସି ଖବର। ପାକ୍ ନାଗରିକମାନେ ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିଜା ଆବେଦନ କରିପାରିବେ। ଯେଉଁଟା ଦୀର୍ଘକାଳୀନ ଭିଜା (LTV)କୁ ପୁନଃ ଆବେଦନ କରିପାରିବେ। eFRRO ପୋର୍ଟାଲରେ ପାକ୍ ନାଗରିକମାନେ…
Archives


