Home Left

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food & Beverage) କମ୍ପାନୀଗୁଡ଼ିକ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଭ୍ରାମକ ବିଜ୍ଞାପନ,…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ କରାଯାଇଛି। ଶ୍ରୀଲଙ୍କା ଲାଇନଅପରେ ଅନେକ ବାମହାତୀ ବ୍ୟାଟସମ୍ୟାନଙ୍କ ଉପସ୍ଥିତିକୁ ଦୃଷ୍ଟିରେ ରଖି ସାରାଂଶ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି ଦର ବୃଦ୍ଧି ପାଇବା ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଚିନି ଦର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା ଦେଖିବାକୁ ମିଳୁଛି। ବିଶେଷ କରି ନଦୀପାର ହୋଇ ଛାତ୍ରୀଛାତ୍ରମାନେ ଉଚ୍ଚ ବିଦ୍ୟାଳୟକୁ ପଢିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ ପ୍ରବେଶ କରୁଛନ୍ତି, କିନ୍ତୁ ଏହି ଗୋଚରର ବିଶେଷତ୍ୱ ହେଉଛି କର୍କଟ ରାଶିରେ ପୂର୍ବରୁ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ସଂଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ରବିବାର ସୁଦ୍ଧା ଏହା ଲଘୁଚାପରେ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି ଆଇନର ଧାରାଗୁଡ଼ିକୁ ପ୍ରତ୍ୟାହାର କରିଛି’। ସଦାସର୍ୱଦା ସତର୍କ ଥିବା ଆମ ଆଇନ ପ୍ରଣୟନକାରୀମାନେ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ ଓ ଚାଷଜମିକୁ ମାଡ଼ିଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ ଖଣ୍ଡନ କରିଚାଲିଛି। କେନ୍ଦ୍ରରେ ଶାସନ କରୁଥିବା ଭାଜପାର ଜଣେ ଏମ୍‌ପି ସ୍ଥିତିର ଗମ୍ଭୀରତାକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ବେଳାଭୂମି…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ ବ୍ୟାକ୍‌ଗ୍ରାଉଣ୍ଡ ଗାୟିକା ମଧ୍ୟ। ପ୍ରସିଦ୍ଧ ବଲିଉଡ ଗାୟକ ହିମେଶ ରେଶମିଆଙ୍କୁ ସହଯୋଗ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?