ଚଳନ୍ତା ବସ୍ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ
ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝର ଗ୍ରାମର ପାର୍ବତୀ ମେହେର ବସରେ ଯାତ୍ରା କରୁଥିବା ସମୟରେ ତାଙ୍କ ବେକରୁ…
ଲାଇଭ୍ କ୍ରିକେଟ ମ୍ୟାଚ ସମୟରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବାରୁ, ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ମାରିଦେଲେ ଲୋକ
ମାଙ୍ଗାଲୁରୁୁ,୨୯।୪: କର୍ଣ୍ଣାଟକର ମାଙ୍ଗାଲୁରୁ ସହରରେ ଏକ ସ୍ଥାନୀୟ କ୍ରିକେଟ ମ୍ୟାଚ ସମୟରେ ଜଣେ ବ୍ୟକ୍ତିଙ୍କୁ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକ ପିଟି ପିଟି ମାରି ଦେଇଛନ୍ତି। ଏହି ଘଟଣା ରବିବାର ଅପରାହ୍ନ ପ୍ରାୟ ୩ଟା ସମୟରେ କୁଡୁପୁ…
ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ
ନୂଆଦିଲ୍ଲୀ,୨୯।୪: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି (CJI) ଭାବେ ନିଯୁକ୍ତି ପାଇଁ ଅନୁମୋଦନ କରିଛନ୍ତି। ଜଷ୍ଟିସ ଗଭାଇ ଆସନ୍ତା ମେ ୧୪, ୨୦୨୫ରେ ଶପଥ ଗ୍ରହଣ…
କାଳବୈଶାଖୀ ପ୍ରଭାବ: ବରଗଡ଼ରେ ଝଡବତାସ ସହିତ ପ୍ରବଳ ବର୍ଷା
ବରଗଡ଼,୨୯।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ମଙ୍ଗଳବାର ରାତି ୮ଟାରୁ କାଳବୈଶାଖୀ ପ୍ରଭାବରେ ଝଡବତାସ ସହିତ ପ୍ରବଳ ବର୍ଷା ହୋଇଛି। ସେହିପରି ବଜ୍ରପାତ ମଧ୍ୟ ହୋଇଛି। ଏହାଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିଛି। ଗାଁଠୁ ସହର ସବୁଆଡେ ଅନ୍ଧାର ହୋଇ ପଡିଛି। ତେବେ…
ଭାରତ ନା ପାକିସ୍ତାନ; କାହାର ସେନା ପାଆନ୍ତି ଅଧିକ ଦରମା?
ନୂଆଦିଲ୍ଲୀ,୨୯।୪: ପହଲଗାମ ଆକ୍ରମଣକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ରହିଛି। ବର୍ଡରରେ ଦୁଇସେନା ମୁହାଁମୁହିଁ ଅବସ୍ଥାରେ ଅଛନ୍ତି। ତେବେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଏକ ବଡ଼ ମିଟିଂ କରିଛନ୍ତି। ଯେଉଁଥିରେ ୩ସେନାକୁ ଟାଇମ୍ ଓ ଟାର୍ଗେଟ ଫିକ୍ସ କରିବାକୁ…
ବୈଠକ ପରେ ମୋଦିଙ୍କ ବଡ଼ ନିଷ୍ପତ୍ତି: ଇଣ୍ଡିଆନ ଆର୍ମିରେ ବଡ଼ ହଲଚଲ
ଶ୍ରୀନଗର/ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏପ୍ରିଲ ୨୨ରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି। ଲେଫ୍ଟନାଣ୍ଟ ଜେନେରାଲ ପ୍ରତୀକ ଶର୍ମାଙ୍କୁ ଉଧମପୁରସ୍ଥିତ ଉତ୍ତର କମାଣ୍ଡର ଭାବେ ନିଯୁକ୍ତ କରାଯାଇଛି। ଏହି ଆକ୍ରମଣରେ…
ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ମେ ୨୯ ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯିବେ
ନୂଆଦିଲ୍ଲୀ, ୨୯।୪: ଭାରତର ମହାକାଶ ଇତିହାସରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆସନ୍ତା ମେ ୨୯, ୨୦୨୫ରେ ସେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଅଭିମୁଖେ ଉଡ଼ାଣ କରିବେ।…
ଝିଅର ମୁଣ୍ଡନ ପାଇଁ ଯାଇଥିଲେ, ବାଙ୍କେଶ୍ୱରୀ ଘାଟିରେ ଓଲଟି ପଡ଼ିଲା ଅଟୋ;୯ ଆହତ
ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ମା’ ନିଜ ବାଙ୍କେଶ୍ୱରୀ ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ( ନଂ. ଓଡ଼ି ୦୭…
ଆବକାରୀ ଅଧୀକ୍ଷକଙ୍କୁ ରାସ୍ତା ମଝିରେ ଅଟକାଇଲା ଭିଜିଲାନ୍ସ; ୩ ଲକ୍ଷ ଟଙ୍କା ନଗଦ ଜବତ
ଢେଙ୍କାନାଳ, ୨୯।୪: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଢେଙ୍କାନାଳ ଜିଲାରେ ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କୁ ମାର୍ଗମଧ୍ୟରେ ଅଟକାଇ ତାଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ ଜବତ କରିଛି। ଢେଙ୍କାନାଳର ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କ ଅବୈଧ ଅର୍ଥ ସମ୍ପର୍କରେ ପୂର୍ବ…
India Pakistan Tension: POKରେ କାହାର ଅଧିକ ଅଂଶ? ଜମ୍ମୁ ନା କଶ୍ମୀରର, ଜାଣନ୍ତୁ ଚମକାଇଲା ଭଳି ତଥ୍ୟ
ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀର ଏବଂ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନର ବିବାଦ ଏବେ ମଧ୍ୟ ଉତ୍ତେଜନାର କାରଣ ହୋଇଛି। ଏହି ବିବାଦର ମୂଳ ରହିଛି ୧୯୪୭ ମସିହାରେ ଭାରତ…
ଗୋଲଡେନ୍ ଲ୍ୟାଣ୍ଡ ଚିଟ୍ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ED: ଜମାକାରୀଙ୍କୁ ଠକିବା ଅଭିଯୋଗ
ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଫିସିଆଲ ସୂତ୍ର ଅନୁସାରେ, ଜବତ ହୋଇଥିବା ସମ୍ପତ୍ତି…
ପାକିସ୍ତାନକୁ ଡବଲ୍ ଆଟାକ୍: ପାକ୍ ବିରୋଧରେ ବାହାରିଲା ତାଲିବାନ
ଇସଲାମବାଦ, ୨୯।୪: ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗି ରହିଥିବାବେଳେ ଆଫଗାନିସ୍ତାନ ସୀମାରେ ବିବାଦ ଦେଖାଦେଇଛି। ପାକ୍ ସେନା ଦାବି କରିଛି ଯେ, ଆଫଗାନିସ୍ତାନ ସୀମା ଦେଇ ଦେଶ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ୫୪ ଆତଙ୍କବାଦୀଙ୍କୁ ସେନା ହତ୍ୟା…
Archives


