Home Left

UPSC Ravi Raj Story: ମା’କରୁଥିଲେ ନୋଟ୍ସ-ପୁଅଙ୍କୁ ପଢ଼ି ଶୁଣାଉଥିଲେ; UPSC ପରୀକ୍ଷାରେ ବାଜି ମାରି IAS ହେଲେ ଦୃଷ୍ଟିହୀନ ରବି ରାଜ

ନୂଆଦିଲ୍ଲୀ,୨୯।୪: UPSC ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ର ଚୂଡ଼ାନ୍ତ ଫଳାଫଳ ଏପ୍ରିଲ ୨୨ରେ ଘୋଷଣା କରାଯାଇଥିଲା। ଏଥିରେ ମୋଟ ୧୦୦୯ ଜଣ ପ୍ରାର୍ଥୀଙ୍କୁ ଚୟନ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବିହାରର ନୱାଡା ଜିଲାର ବାସିନ୍ଦା ୨୪ ବର୍ଷୀୟ ରବି…

ପାକିସ୍ତାନରେ ନରସଂହାର: ୭ଜଣଙ୍କୁ ଗୁଳି କରି ହତ୍ୟା

କ୍ୱେଟା, ୨୯।୪: ପାକିସ୍ତାନର ବାଲୋଚିସ୍ତାନ ପ୍ରାନ୍ତରେ ହିଂସାର ଛାୟା ଲାଗି ରହିଛି। ଏହି ପ୍ରାନ୍ତର ଜିଆରଟ ଜିଲାରେ ଏକ ନିର୍ମମ ହତ୍ୟାକାଣ୍ଡରେ ୭ ଜଣ ସ୍ଥାନୀୟ ଲୋକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଜଣେ ବରିଷ୍ଠ ଅଧିକାରୀଙ୍କ ଅନୁସାରେ, ଏହି ସମସ୍ତ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ, ରାଜନାଥ ସିଂହ, ଏନଏସଏ ଡୋଭାଲ ଉପସ୍ଥିତ

ନୂଆଦିଲ୍ଲୀ, ୨୯।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ, ୭ ଲୋକ କଲ୍ୟାଣ ମାର୍ଗରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ପ୍ରତିରକ୍ଷା…

ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍‌

ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ ସାଇବର ଆକ୍ରମଣ ଭଳି କାପୁରୁଷୋଚିତ କାର୍ଯ୍ୟ କରାଯାଉଛି। ପାକିସ୍ତାନରୁ ଭାରତୀୟ ସେନା ସହ ଜଡିତ…

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କଠାରୁ ରାହୁଲ ଦ୍ରାବିଡଙ୍କ ପର୍ଯ୍ୟନ୍ତ, ସମସ୍ତେ ତାଙ୍କ ପ୍ରତିଭା ଦେଖି ଆଶ୍ଚର୍ଯ୍ୟ। ରାଜସ୍ଥାନ…

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା, ପାକିସ୍ତାନକୁ ଆନ୍ତର୍ଜାତୀୟ ସ୍ତରରେ ଏକ ନୂଆ ବିବାଦରେ ଠେଲି ଦେଇଛି। ଭାରତ ଏହି…

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ…

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା, ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଚରମ ସୀମାରେ ପହଞ୍ଚାଇଛି। ଯାହା ଏବେ…

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଥିଲା । ପ୍ରଥମେ ଭାରସାମ୍ୟ ହରାଇ ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଓଲଟି…

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ବସ୍‌ଟି ଭାରସାମ୍ୟ ହରାଇ ନାଳ ଭିତରକୁ ପସି ଯାଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ…

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣକ ହେଲେ ବାଙ୍ଗରଡ଼ା ଗ୍ରାମର ସୁରଥ ଚୌଧୁରୀଙ୍କ ପୁଅ…

ଦନ୍ତା ହାତୀର ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ସନ୍ଦେହ

ଆନନ୍ଦପୁର,୨୯।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ସୀମାନ୍ତ ମୟୂରଭଞ୍ଜ ଜିଲା ଶାଳଚୁଆ ଫୁଟବଲ ପଡ଼ିଆ ପାଖ ଜଙ୍ଗଲରେ ମଙ୍ଗଳବାର ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହେଲେ ହାତୀମୃତ୍ୟୁକୁ ନେଇ ଗ୍ରାମବାସୀ ସନ୍ଦେହ ପ୍ରକାଶ କରିଛନ୍ତି। ମିଳିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri