Home Left

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ ରହିଛି। ସେହିପରି ସମ୍ବଲପୁରରେ ୧୧.୮ ଡିଗ୍ରୀ, ହୀରାକୁଦରେ ୧୩ ଡିଗ୍ରୀ, ଭୁବନେଶ୍ୱରରେ ୧୩.୨ ଡିଗ୍ରୀ…

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ ଏବଂ ଏବେ ଡିସେମ୍ବର ୧୪ରେ ସେ ମୁମ୍ବାଇରେ ରହିବେ। ମେସି ମୁମ୍ବାଇରେ ଅନେକ କାର୍ଯ୍ୟକ୍ରମରେ…

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର ହେଉଛନ୍ତି। ଏହି ସମୟରେ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କୁ…

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି ଅଡିଓରେ, ମାସୁଦ ଆଝାର ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି ଯେ ୧୯୯୦ ଦଶକରେ,…

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି ତୁଷାରପାତ ସହ ଶୀତର ଲହରୀ ଅଭ୍ୟାହତ ରହିଛି । ଅସହ୍ୟ ଜାଡ଼ ସାଙ୍ଗକୁ ଦକ୍ଷିଣ…

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ ଲାଗିଛି। ଜଳବାୟୁର ପରିବର୍ତ୍ତନ ଲାଗି ପ୍ରକୃତି ଦେଇଥିବା ଅନେକଉ ପାଦାନ ଆପେ ଆପେ ହଜିବାରେ…

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ ପ୍ରଦେଶ ମହାସଭା ଅନୁଷ୍ଟିତ ହେବ। ୪ ଦିନଧରି ହେବାକୁ ଥିବା…

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସରକାର କହିଛନ୍ତି ଯେ ଭାରତୀୟ ରପ୍ତାନିକାରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ‘ପ୍ରୟୋଜନୀୟ ନିଷ୍ପତ୍ତି’ ନେବାର…

ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଥିଲା ବିମୁଦ୍ରୀକରଣ, ଏବେ ପର୍ଯ୍ୟନ୍ତ ବି ଅଣ୍ଟା ସଳଖି ପାରୁ ନାହାଁନ୍ତି

ନୂଆଦିଲ୍ଲୀ,୧୪।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ରେ ବିମୁଦ୍ରୀକରଣ କାର୍ଯ୍ୟକାରୀ କରିବା ସମୟରେ, ମାଓବାଦୀମାନେ ଏକ ବଡ଼ ଆଘାତ ପାଇଥିଲେ। ବିମୁଦ୍ରୀକରଣ ସେମାନଙ୍କ ଅର୍ଥନୀତିକୁ ଏକ ବଡ଼ ଆଘାତ ଦେଇଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ପୋଲିସ ପଚରାଉଚରା ସମୟରେ ସେମାନଙ୍କର ଆର୍ଥିକ ନେଟୱାର୍କର…

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି ଅସନ୍ତୁଳିତ ହେବା ଦେଖାଯାଉଛି, ଯାହା ମାତାପିତାଙ୍କ ପାଇଁ ସମସ୍ୟା ପାଲଟି ଗଲାଣି। ଅନେକ ଘଣ୍ଟା…

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ ମୋ ସହ କାମ କରିଥିବା ବ୍ୟକ୍ତିମାନେ ପରିବେଶ ପ୍ରତି ମୋ ଆଗ୍ରହକୁ ବଢ଼ାଇଛନ୍ତି। ମୋର…

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?