Home Left

ବିନା ଦୋଷରେ ଦେଢ଼ ମାସ ଜେଲ

ଉଦଳା,୨୯।୪(ସନ୍ତୋଷ କୁମାର ବାଛିନୀ): ମୟୂରଭଞ୍ଜ ଜିଲା ଖୁଣ୍ଟା ପୋଲିସ ନାମରେ ସାଂଘାତିକ ଅଭିଯୋଗ। ଚଢ଼ାଉ କରିବା ବେଳେ ବିନା ଦୋଷରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ଫଳରେ ଯୁବକ ଜଣକ ଦେଢ଼ ମାସ ଜେଲ୍‌ରେ ବିତାଇଥିବା ଉଦଳା…

ନୀରବ, ଚୋକ୍‌ସିଙ୍କ ଦସ୍ତାବିଜ୍‌ ଜଳିଗଲା

ମୁମ୍ବାଇ,୨୯ା୪: ଦକ୍ଷିଣ ମୁମ୍ବାଇର ବାଲାର୍ଡ ଇଷ୍ଟେଟ୍‌ରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜୋନ୍‌-୧ କାର୍ଯ୍ୟାଳୟରେ ରବିବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍‌ ଜଳିଯାଇଛି। ପାଖାପାଖି ୧୦ ଘଣ୍ଟା ନିଆଁ ଜଳିବା ଫଳରେ ଅନେକ ହାଇପ୍ରୋଫାଇଲ୍‌ ମାମଲାର ତଦନ୍ତ…

ଆକ୍ରମଣ ଆଶଙ୍କା ଘନେଇଲା

ନୂଆଦିଲ୍ଲୀ,୨୯ା୪: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅବଶ୍ୟମ୍ଭାବୀ ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ମହମ୍ମଦ ଅସିଫ୍‌ ସୋମବାର କହିଛନ୍ତି। ଖୁବ୍‌ଶୀଘ୍ର ଭାରତ ଆକ୍ରମଣ କରିପାରେ। ସେଥିପାଇଁ ରଣକୌଶଳ ନିଷ୍ପତ୍ତି ସ୍ବରୂପ ଆମେ…

ରାଜ୍ୟ ମାନ୍ୟତା ଦାବିରେ ଆକ୍ରମଣକୁ ସୁଯୋଗ ଭାବେ ନେବୁନାହିଁ: ଓମାର

ଜମ୍ମୁ,୨୯ା୪(ପି.ଟି.): ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବିରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ସୁଯୋଗ ଭାବେ ନେବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସୋମବାର କହିଛନ୍ତି। ଜମ୍ମୁ-କଶ୍ମୀରର ସୁରକ୍ଷା କେନ୍ଦ୍ରଶାସିତ ଅଞ୍ଚଳର ନିର୍ବାଚିତ ସରକାରଙ୍କ ଦାୟିତ୍ୱ ନୁହେଁ। କିନ୍ତୁ ରାଜ୍ୟ ମାନ୍ୟତା ଫେରିପାଇବା…

ବ୍ୟାଙ୍କ ଚାକିରି ଛାଡ଼ି ଅଡି କାର୍‌ରେ କ୍ଷୀର ବିକୁଛନ୍ତି

ଫରିଦାବାଦ,୨୯।୪: ହରିୟାଣାର ଫରିଦାବାଦ ନିବାସୀ ଅମିତ ଭଡ଼ାନା (୩୩)ଙ୍କୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଲାଗିରହିଛି। ମୋହବ୍ବତା ଗ୍ରାମର ଅମିତ ନିଜର ବ୍ୟାଙ୍କ ଚାକିରିକୁ ଛାଡ଼ି ବିଳାସପୂର୍ଣ୍ଣ ଅଡି କାର୍‌ରେ ଘରକୁ ଘର ଯାଇ ଲୋକଙ୍କୁ କ୍ଷୀର ପହଞ୍ଚାଉଛନ୍ତି। ଅମିତଙ୍କର…

ବିଧାୟକଙ୍କ ଗାଡ଼ି ଭଙ୍ଗାରୁଜା ଡ୍ରାଇଭରକୁ ମାଡ଼, ଅଭିଯୁକ୍ତଙ୍କୁ ଉଠାଇ ନେଲା ପୋଲିସ

ପୁରୀ,୨୮।୪: ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ। ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ପାଇଁ ଯାଇଥିଲାବେଳେ ଏହି ଘଟଣା ଘଟିଛି। ତାଙ୍କ ଗାଡ଼ି ଡ୍ରାଇଭରଙ୍କୁ ମଧ୍ୟ ଅଭିଯୁକ୍ତ ବ୍ୟକ୍ତି ଦ୍ୱାରା ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏହି…

ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬…

ବାଘ ଆକ୍ରମଣରେ ଗାଈର ମୃତ୍ୟୁ ସନ୍ଦେହ

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ କାନକୁଟରୁଠାରେ ରବିବାର ବାଘ ଆକ୍ରମଣରେ ଗୋଟିଏ ଗାଈର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଗତ କିଛିଦିନ ହେଲା ଅଞ୍ଚଳରେ ଏକ ବାଘ ବୁଲୁଥିବା ଲୋକେ ଆଲୋଚନା କରୁଥିଲେ। ଏହାକୁ…

ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ଆଲର୍ଟ ଜାରି

ଭୁବନେଶ୍ୱର,୨୮।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ପୂର୍ବାନୁମାନ ଅନୁଯାୟୀ, ଏପ୍ରିଲ ୨୯ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଏବଂ…

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ତାଙ୍କ ବାସଭବନରେ ଗ୍ରହଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଭବନରେ ଅଶ୍ୱିନଙ୍କ ପରିବାର…

କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଧର୍ମଗଡ଼, ୨୮ା୪ (ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଚିଲିଚିଲା ଗ୍ରାମର ହେମନ୍ତ ନାଏକ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିବାବେଳେ ରବିବାର ଏକ କାର୍‌ ଧକ୍କାରେ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଚିଲିଚିଲା ଗ୍ରାମର ଅନ୍ୟ କେତେଜଣ…

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ପରେ ଥାନାରେ ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri