ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର
ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ ସିଟ ଦାଖଲ କରାଯିବ ବୋଲି କହିଛନ୍ତି କ୍ରାଇମ ବ୍ରାଞ୍ଚ DGP ବିନୟ ତୋଷ ମିଶ୍ର।…
ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ DGP ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ। ଗୋପାଳ ଦାସଙ୍କ ଫୋନ୍ କଲ୍ ଡିଟେଲରୁ ମିଳିଥିବା ସୂଚନା ଆଧାରରେ ଆମେ ଅନ୍ୟ ବ୍ୟକ୍ତିଙ୍କୁ…
ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ମାନେ ହେଉଛନ୍ତି ଆଗ୍ରାର ଅଂଶୁମାନ ଶର୍ମା ଏବଂ…
ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ ପାଳିତ ହୋଇଯାଇଛି l ଓକିଲ ସଂଘ ସଭାପତି ସଞ୍ଜୟ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ…
ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ମଧୁସୂଦନ ଦାଶ ଯୋଗଦେଇ ୬୮ ଗୋଟି ବ୍ୟକ୍ତିଗତ ଓ ୨୦ ଗୋଟି…
ୟୁରୋପରେ ମହା ବିଦ୍ୟୁତ୍ ବିଭ୍ରାଟ: ପରିବହନ, ଯୋଗାଯୋଗ, ଜରୁରୀ ସେବା ଗୁରୁତର ପ୍ରଭାବିତ
ମାଦ୍ରିଦ/ଲିସବନ,୨୮।୪: ସ୍ପେନ, ପର୍ତ୍ତୁଗାଲ ଏବଂ ଫ୍ରାନ୍ସର କିଛି ଅଂଶରେ ଏକ ବିଶାଳ ବିଦ୍ୟୁତ୍ ବିଭ୍ରାଟ ଯୋଗୁଁ ପରିବହନ, ଯୋଗାଯୋଗ ଏବଂ ଜରୁରୀ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏହି ବିଭ୍ରାଟ ସୋମବାର ମଧ୍ୟାହ୍ନ ପ୍ରାୟ ୧୨:୩୦ରେ (ସ୍ଥାନୀୟ ସମୟ) ଆରମ୍ଭ…
୨ ପରିବାର ମଧ୍ୟରେ ଗଣ୍ଡଗୋଳ, ୩ ଗୁରୁତର
ଧରାକୋଟ,୨୮ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଜଗମୋହନ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଜଗମୋହନ ଗୋଲାସାହିର ଶିବ ପାତ୍ର,…
ନବ ଦାସ ହତ୍ୟା ମାମଲାର ଖୁବ୍ଶୀଘ୍ର ଫାଇନାଲ ରିପୋର୍ଟ
ଭୁବନେଶ୍ୱର,୨୮।୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇନାଲ ରିପୋର୍ଟ ଖୁବ୍ଶୀଘ୍ର ଦାଖଲ ହେବ। ଏ ନେଇ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କ ସୂଚନା ଦେଇଛନ୍ତି। ଅନ୍ତରୀଣ ଚାର୍ଜସିଟ ବଳରେ ମାମଲାର ବିଚାର ଚାଲିଛି। ପରିବାରର ଅଭିଯୋଗ ଓ କେତେକ…
ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ
ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା ବାପାକୁ ଦୁଇପୁଅ ଅତି ନୃଶଂସ ଭାବରେ ପିଟିପିଟି ମାରିଦେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର…
Video: ମଞ୍ଚ ଉପରେ ପୋଲିସକୁ ଉପରକୁ ହାତ ଉଠାଇଲେ ମୁଖ୍ୟମନ୍ତ୍ରୀ, ଭିଡିଓ ଭାଇରାଲ
ବେଙ୍ଗାଳୁରୁ, ୨୮।୪: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏକ ଜନସଭା ମଞ୍ଚରେ ଜଣେ ପୋଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବାକୁ ଇଙ୍ଗିତ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା ରାଜ୍ୟ ରାଜନୀତିରେ ତୀବ୍ର ବିତର୍କ ସୃଷ୍ଟି କରିଛି ଏବଂ…
ୟୁକ୍ରେନରେ ତିନି ଦିନିଆ ଅସ୍ତ୍ରବିରତି ଘୋଷଣା କଲେ ପୁଟିନ
ନୂଆଦିଲ୍ଲୀ,୨୮।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ଏକ ଅସ୍ଥାୟୀ ଅସ୍ତ୍ରବିରତି ଘୋଷଣା କରିଛନ୍ତି।କ୍ରେମଲିନ କହିଛି ଯେ ଏହି ଅସ୍ତ୍ରବିରତି ମେ ୮ ତାରିଖ ସକାଳୁ ମେ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏକ ବିବୃତିରେ କୁହାଯାଇଛି ଯେ ପୁଟିନ…
ଡ୍ୟାମ ଗେଟ ବନ୍ଦ: ଧାନ ଫସଲକୁ ନେଇ ଚିନ୍ତାରେ ଚାଷୀ
କେନ୍ଦୁଝର,୨୮ା୪: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ କଣ୍ତରା ପଞ୍ଚାୟତ ଦାମପୁର ଓ କାନପୁର ଗ୍ରାମର ଚାଷୀମାନେ ଖରାଟିଆ ଧାନ ଫସଲ କରିଛନ୍ତି। ତେବେ କାନପୁର ଡ୍ୟାମ ଗେଟ ବନ୍ଦ କରାଯାଇଥିବାରୁ ଧାନ କ୍ଷେତରେ ଜଳସେଚନ ହୋଇପାରୁ ନାହିଁ। ଏହାର ସମାଧାନ…
Archives


