ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ବେଳାଭୂମି…
ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍ ଗୀତ ଗାଇ…
କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍ ଗାୟିକା ହେବା ସହିତ ସେ ଜଣେ ବ୍ୟାକ୍ଗ୍ରାଉଣ୍ଡ ଗାୟିକା ମଧ୍ୟ। ପ୍ରସିଦ୍ଧ ବଲିଉଡ ଗାୟକ ହିମେଶ ରେଶମିଆଙ୍କୁ ସହଯୋଗ କରିଥିଲେ।…
ସାପ ନେଲା ଚାଷୀଙ୍କ ଜୀବନ
ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର ଅପରାହ୍ନରେ ବାସୁଦେବ ଜମିରେ ମାଟି ହାଣୁଥିବା ବେଳେ ଏକ ସାପ ତାଙ୍କୁ କାମୁଡି…
ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…
ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିସ୍ମୟ ନାହାକ(୧୪)। ମିଳିଥିବା ସୂଚନା ମୁତାବକ,…
ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା
ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଜାରି କରିଛି। ଆସନ୍ତା ୨୨ ତାରିଖରୁ ୨୪…
ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା
କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ ଆଦି ସ୍ଥାନରେ ସଚେତନତା ସୃଷ୍ଟି କରିବା ସହ ଶପଥ ପାଠ କରାଯାଉଛି। ହେଲେ…
ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍ ଛାଡ଼ି…
ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା ଅଞ୍ଚଳର ଗହଣା ବ୍ୟବସାୟୀ ତପନ ପରିଡ଼ା ଶନିବାର ମୋରଡ଼ା ଥାନା ଅଧୀନ ସାନମୁଣ୍ଢାବଣି…
ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ
ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍ଏସି ସଭାଗୃହ ପରିସରରେ ଆୟୋଜିତ ବୈଠକରେ ଏନଏସି…
ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…
ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ ପରିସରରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ତ୍ରିପତି ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ…
କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ ଗାଁ, ବିକଶିତ ଓଡ଼ିଶା ବିକାଶ ଯୋଜନା ଏବଂ ଝରିଗାଁ ବିଧାୟକଙ୍କ ନିଜସ୍ବ ଫଣ୍ଡରୁ…
ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍, ଆଉ ତା’ପରେ…
ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ ପିଟି ହୋଇ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ…
ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ
ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ…

