ଶିକ୍ଷକ ହେବା କି ସହଜ କଥା
କେବଳ ପାଠ ପଢ଼େଇଦେଲେ ବା ବିଦ୍ୟା ସମ୍ବନ୍ଧୀୟ ଜ୍ଞାନ ଦେଇଦେଲେ କେହି ପ୍ରକୃତ ଶିକ୍ଷକ ହୋଇଯାଏ ନାହିଁ। ଏଥି ପାଇଁ ଦରକାର ବିଶାଳ ହୃଦୟ, ଦରଦୀ ମମତାଭରା ମନ, ଅନୁସନ୍ଧିତ୍ସୁ, ପର୍ଯ୍ୟବେକ୍ଷଣ ଶକ୍ତି ସହିତ ଧୈର୍ଯ୍ୟର ଶକ୍ତି, ହୃଦୟସ୍ପର୍ଶୀ ଭାବ-ଭାଷା, ଅଭିନୟ…
ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ
ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର,…
ବିମାନବନ୍ଦର କାହା ସ୍ବାର୍ଥରେ
ଆମ ଉପକୂଳ ଅଞ୍ଚଳ ଏକ ବାତ୍ୟାପ୍ରବଣ ଅଞ୍ଚଳ ଭାବେ ବ୍ରିଟିଶ ଶାସନ ସମୟରୁ ଘୋଷଣା କରାଯାଇଛି। ଏହାର ନିରାକରଣ ନିମନ୍ତେ ୧୯୭୨ ମସିହାରୁ ସରକାରୀ ସ୍ତରରେ ବହୁ ଉଦ୍ୟମ ହୋଇଥିଲେ ହେଁ ବାତ୍ୟାର ପ୍ରକୋପ କମିବା ପରିବର୍ତ୍ତେ ବୃଦ୍ଧି ଘଟୁଛି। ବାତ୍ୟା…
ବିଶେଷଜ୍ଞ ଲୋଡ଼ା
ଆମେ ପ୍ରାୟତଃ ଅଣଦେଖା କରୁଥିବା କଥାକୁ ଇଣ୍ଡିଗୋ ଘଟଣା ପୁଣି ଥରେ ମନେପକାଇ ଦେଇଛି। ବିଶ୍ୱରେ ଦ୍ରୁତଗତିରେ ବୃଦ୍ଧିପାଉଥିବା ଆଭିଏସନ ମାର୍କେଟ ମଧ୍ୟରେ ଭାରତ ଅନ୍ୟତମ। ଏହାକୁ ଏକ ନିୟାମକ ଦ୍ୱାରା ପରିଚାଳନା କରାଯାଉଛି, ଯାହା ବିଶେଷଜ୍ଞତାକୁ ଏକ ଅତିରିକ୍ତ ବିଷୟ…
ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍-୯ କ୍ୱାର୍ଟର୍ସ ନଂ.୧ଆର୍/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ କେନ୍ଦୁପାଟଣାର ଅଶୋକ କୁମାର ସେଠୀ (୫୧)। ଶହୀଦନଗର ଥାନା ଅନ୍ତର୍ଗତ ଆନନ୍ଦ ବଜାରସ୍ଥିତ ଏକ…
ମେସିଙ୍କ ସହ ଗୋଟିଏ ଫଟୋ ଉଠାଇଲେ ଦେବାକୁ ପଡ଼ିବ ଏତିକି ଟଙ୍କା
କୋଲକାତା,୧୩ା୧୨: ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ଶନିବାର ଭାରତ ଆସିଛନ୍ତି। କୋଲକାତା ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ହେୟାତ ରେଜେନ୍ସିଠାରେ ସକାଳ ୯ଟା ୩୦ରେ ଏକ ମିଟ୍ ଆଣ୍ଡ ଗ୍ରୀଟ୍ ଇଭେଣ୍ଟରେ ପ୍ରଥମେ ପ୍ରଶଂସକଙ୍କୁ ଭେଟିବେ। ମାତ୍ର…
ଭାରତରେ ୨,୦୦୦ ହଳ କୋହ୍ଲାପୁରୀ ଜୋତା ତିଆରି କରିବ ପ୍ରାଦା
ମୁମ୍ବାଇ/ମିଲନ,୧୩ା୧୨: ଭାରତର ପାରମ୍ପରିକ ଜୋତା ଦ୍ୱାରା ଅନୁପ୍ରାଣିତ ହୋଇ ଇଟାଲୀୟ କମ୍ପାନୀ ପ୍ରାଦା ଭାରତୀୟ କାରିଗରମାନଙ୍କ ସହ ଏକାଠି ୨,୦୦୦ ହଳ କୋହ୍ଲାପୁରୀ ଚପଲ ତିଆରି କରିବାକୁ ଯାଉଛି। ପ୍ରତି ହଳ ଚପଲ ଦାମ୍ ୮୦୦ ୟୁରୋ ବା ୯୩୦ ଡଲାର…
କ୍ରିକେଟ୍ରେ ପୁଣି ଲାଗିଲା ‘ମ୍ୟାଚ୍ ଫିକ୍ସିଂ’ କଳଙ୍କ: ୪ ଭାରତୀୟ ଖେଳାଳି ସସ୍ପେଣ୍ଡ
ନୂଆଦିଲ୍ଲୀ,୧୩।୧୨: କ୍ରିକେଟ ଜଗତ ପୁଣିଥରେ ଏକ ମ୍ୟାଚ ଫିକ୍ସିଂ ଘଟଣା ସାମ୍ନାକୁ ଆସିଛି। ଏଥର ଏହା ଭାରତୀୟ ଘରୋଇ କ୍ରିକେଟରେ ସାମ୍ନାକୁ ଆସିଛି। ଚଳିତ ସୟଦ ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ବେଳେ ଦୁର୍ନୀତିରେ ଲିପ୍ତ ରହିବା ପାଇଁ ଆସାମ…
ପୁଟିନ୍ଙ୍କୁ ଭେଟିବାକୁ ଯାଇ ପାକ୍ ପ୍ରଧାନମନ୍ତ୍ରୀ ହଟହଟା, ୪୦ ମିନିଟ୍ ଅପେକ୍ଷା କରି…
ନୂଆଦିଲ୍ଲୀ,୧୩ା୧୨: ତୁର୍କମେନିସ୍ତାନରେ ଶୁକ୍ରବାର ଏକ ଅନ୍ତର୍ଜାତୀୟ ଫୋରମ୍ର ୩୦ତମ ବାର୍ଷିକୀ ପାଳନ ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିଲା। ପୁଟିନ୍ ସେଠାରେ ଶରିଫ୍ଙ୍କୁ ୪୦ ମିନିଟ୍ରୁ ଊର୍ଦ୍ଧ୍ୱ ସମୟ ଅପେକ୍ଷା କରାଇବା…
ଅତାବିରାରେ ଉଠୁନି ଧାନ ଭର୍ତ୍ତି ହୋଇଗଲାଣି ମଣ୍ଡି: ୧୫ ଦିନରେ ସାଢେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଡ଼ିରହିଛି
ଅତାବିରା /ଗୋଡ଼ଭଗା, ୧୩ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ବରଗଡ଼ ଜିଲା ଅତାବିରା ଆର୍ଏମସି ଅଧୀନରେ ଥିବା ମଣ୍ଡି ଗୁଡିକରେ ଦିନକୁ ଦିନ ଧାନ ପଡିରହିବାର ପରିମାଣ ବଢିବାକୁ ଲାଗିଛି। ନଭେମ୍ବର ୨୮ରୁ ମାର୍କେଟ ଖୋଲିଥିଲେ ବି ଚଳିତ ମାସ ୨ ତାରିଖ ରାତ୍ରିରେ ପ୍ରଥମ…
ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ
ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍ କୁମାର ବାରିକ୍): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି ରାଜେଶ ଦାସ ଜଣେ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…
ହୃଦୟ ବିଦାରକ ଘଟଣା, ଜୀବନ ହାରିଲେ ମାଆ ଓ ଦୁଇ ପୁଅ
ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀର କାଲକାଜି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଜବତ କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ମାଆ ଏବଂ ଦୁଇଜଣ ପୁଅ ରହିଛନ୍ତି । ଏହି ଘଟଣା ସମସ୍ତଙ୍କୁ…

